Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅଙ୍ଗନଓ୍ବାଡ଼ି ଅଣ୍ଡା ଦାମ୍ ବଢିଲା
ଭୁବନେଶ୍ୱର: ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ବଢିଲା । ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି ଅଣ୍ଡାର ମୂଲ୍ୟ । ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ୨ ଟଙ୍କା ବଢାଇଛନ୍ତି । ଏ ବାବଦରେ!-->…
ଅଧ୍ୟାପକଙ୍କ ଅସଦାଚରଣ ଲାଗି ଜୀବନ ହାରିଲେ ଛାତ୍ରୀ
ପଟ୍ଟାମୁଣ୍ଡାଇ: ମୋ ଝିଅ…ମୋ ଝିଅ…କୁଆଡ଼େ ଗଲୁ ମୋ ସୁନା ….କାହିଁକି ଏମିତି କଲୁ ….ମୋତେ ଛାଡ଼ି ଚାଲିଗଲୁ … କିଏ ମୋତେ ବୋଉ ବୋଲି ଆଉ ଡାକିବ…..କଲେଜରୁ ଆସି ଖାଇବାକୁ ଦେ ବୋଲି ମାଗିବ…. ଏମିତି ଭାବି ଭାବି ଭୋ ଭୋ ହୋଇ କାନ୍ଦୁଛି ମା । ଆଉ ଗୋଟେ ପରୀକ୍ଷା ଦେଇଥିଲେ +୩ ରେ ପାଠ ପଢ଼ି!-->…
ଲିଙ୍ଗରାଜ ମନ୍ଦିରରେ ହେଲାନି ହାଣ୍ଡିଭଙ୍ଗା ଯାତ୍ରା, ଉପବାସରେ ମହାପ୍ରଭୁ
ଭୁବନେଶ୍ୱର: ପୁଣି ଉପବାସରେ ରହିଲେ ମହାପ୍ରଭୁ ଶ୍ରୀଲିଙ୍ଗରାଜ । ମନ୍ଦିରରେ ବନ୍ଦ ରହିଛି ନୀତିକାନ୍ତି । ହାଣ୍ଡିଭଙ୍ଗା ଯାତ୍ରା ପାଳନ ନ ହେବାରୁ ଶ୍ରୀଜିଉଙ୍କ ନୀତିକାନ୍ତି ବନ୍ଦ ରହିଛି । ଲଗାତର ୧୧ ବର୍ଷ ହେବ ପାଳନ ହେଉନି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା । ଶନିବାର!-->…
ସୁରେଶ ପନ୍ତ ନୂଆ ପିସିସିଏଫ୍
ଭୁବନେଶ୍ବର: ରାଜ୍ୟ ସରକାର ଭାରତୀୟ ବନ ସେବା (ଆଇଏଫ୍ଏସ୍) ଅଧିକାରୀ ସୁରେଶ ପନ୍ତଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି। ଶ୍ରୀ ପନ୍ତଙ୍କୁ ମୋହନ ସରକାର ପିସିସିଏଫ୍ ପଦବିରେ ନିଯୁକ୍ତି ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।୧୯୯୦ ବ୍ୟାଚ୍ର!-->…
ଓଡ଼ିଶାର କଳା ଓ ସଂସ୍କୃତିକୁ ଆଦିବାସୀ ସଂସ୍କୃତି ହିଁ ଉଜ୍ଜ୍ୱଳ କରିଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୟୂରଭଞ୍ଜର କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ୫୨ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ପ୍ରାୟ ୨୭୫ କୋଟି ଟଙ୍କା ବିନିଯୋଗରେ ୧୦୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ ଏହି ଜିଲ୍ଲା ପାଇଁ ଏକ ଗର୍ବ ଏବଂ!-->…
ତଳସ୍ତରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି, ସମସ୍ତଙ୍କ ଦୁଃଖ ସୁଖ ଜାଣି ପାରୁଛି’
ରାଇରଙ୍ଗପୁର/ଖିଚିଂ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜଗସ୍ତ ଅବସରରେ ଖିଚିଂ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାରରେ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ଶୁଭାରମ୍ଭ କରାଯାଉଛି। ଲକ୍ଷପତି ଦିଦି ଯୋଜନା, ସୁଭଦ୍ରା ଯୋଜନା ସମେତ ବହୁ ଯୋଜନା!-->…
ସହଦେବ ନାୟକ ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତ ସୁଶାନ୍ତ ନାୟକ ଗିରଫ…
ଭୁବନେଶ୍ୱର : ବହୁଚର୍ଚ୍ଚିତ ଭୁବନେଶ୍ବର ସହଦେବ ନାୟକ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ। ସୁଶାନ୍ତ ନାୟକକୁ ଗିରଫ କରିଛି କମିସନରେଟ ପୋଲିସ । କଟକ ଜିଲ୍ଲା କାନପୁର ଥାନା ଚମ୍ପେଶ୍ୱର୍ ଅଞ୍ଚଳରୁ ଗିରଫ କରିଛି । ସୁଶାନ୍ତ ହତ୍ୟାକାଣ୍ଡ ପରେ ନିଜ ବାଇକ୍ ଛାଡି ପଳାଇଥିଲା!-->…
ମାଟ୍ରିକ୍ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି…
ଭୁବନେଶ୍ୱର : ମାଟ୍ରିକ୍ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ସହ ବିଜ୍ଞାନ ସି- ସେଟ୍ରେ ୪ ମାର୍କ କମ୍ ଥିବା ନେଇ ଶନିବାର ବୋର୍ଡ ପକ୍ଷରୁ ସୂଚନା ମିଳିଛି। ପ୍ରଶ୍ନପତ୍ରରେ ଥିବା ତ୍ରୁଟିକୁ ବୋର୍ଡ ସଭାପତି ସ୍ୱୀକାର କରିଛନ୍ତି । ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ବିଚାର!-->…
ତୀର୍ଥଯାତ୍ରୀ ବସ୍କୁ ପଛରୁ ପିଟିଲା କଣ୍ଟେନର୍, ୧୦ରୁ ଉର୍ଦ୍ଧ୍ୱ ଆହତ…
ଭୁବନେଶ୍ୱର: ଟାଟାରୁ ପୁରୀ ଯାଉଥିଲା ତୀର୍ଥଯାତ୍ରୀ ବସ୍ । ରାସ୍ତାରେ ଟାୟାର୍ ବଦଳାଇବାକୁ ରହିଥିବା ବେଳେ ବସ୍କୁ ପଛରୁ ପିଟିଲା କଣ୍ଟେନର୍ । ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ । ଭଦ୍ରକ ଜିଲ୍ଲା ୧୬ ନମ୍ୱର୍ ଜାତୀୟ ରାଜପଥ ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଛତାବର ନିକଟରେ ଏଭଳି!-->…
ଶୋଇଥିବା ବେଳେ ଯୁବକଙ୍କ ଉପରକୁ ଏସିଡ୍ ମାଡ଼, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର…
ବାସୁଦେବପୁର: ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ନାୟକାଣିଡ଼ିହି ଥାନା ରାମଚନ୍ଦ୍ରପୁର ଗାଁରେ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି। ସେହି ଗାଁର ସନାତନ ପଲେଇଙ୍କ ପୁଅ ଜଗବନ୍ଧୁଙ୍କ ଉପରକୁ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଝରକା ବାହାରୁ ଏସିଡ ଫିଙ୍ଗି ଫେରାର ହୋଇଥିବା ପରିବାରଲୋକ!-->…