Browsing Category

ଓଡିଶା

୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ, ୩ ଗିରଫ

ବଲାଙ୍ଗୀର: ବଲାଙ୍ଗୀର ଅବକାରୀ ଟିମ୍‌କୁ ସଫଳତା । ବଲାଙ୍ଗୀର କଦମପଡ଼ା ରେଲଓ୍ବେ ଅଣ୍ଡରବ୍ରିଜ୍‌ ନିକଟରୁ ୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ ହୋଇଛି । ଏହା ସହ ୩ ଜଣଙ୍କୁ ଗିରଫ କରିଛି ଅବକାରୀ ଟିମ୍ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବ । ଗିରଫ

ଆପାର୍ଟମେଣ୍ଟରୁ ବାପା-ଝିଅଙ୍କ ମୃତଦେହ ଉଦ୍ଧାର

କଟକ : କଟକ ବାଦାମବାଡ଼ି ଅଞ୍ଚଳରେ ଚାଞ୍ଚଲ୍ୟ । ଆପାର୍ଟମେଣ୍ଟରୁ ବାପା-ଝିଅଙ୍କ ମୃତଦେହ ଉଦ୍ଧାର । ବିକାଶଭବନ ନିକଟସ୍ଥ ଏକ ଆପାର୍ଟମେଣ୍ଟରୁ ଝୁଲନ୍ତା ଅବସ୍ଥାରେ ବାପାଙ୍କ ମୃତଦେହ ଉଦ୍ଧାର ହୋଇଛି । ନିକଟରେ ନାବାଳିକା ଝିଅର ମୃତଦେହ ମିଳିଥିଲା ।

ଉତ୍ତମଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଉ ନାହାନ୍ତି ସେ ସହରୀ ବାଘ । ପ୍ରିୟଜନ ଏବଂ ପ୍ରଶଂସକଙ୍କୁ ବିଦାୟ ଦେଇ ଆଜି ଚିରନିଦ୍ରାରେ ସୋଇଯାଇଛନ୍ତି ୯୦ ଦଶକର ସରପଞ୍ଚ ବାବୁ ତଥା ଓଲିଉଡ ଦୁନିଆର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତି । ଏବେ ତାଙ୍କ ପାର୍ଥିବ ଶରୀରକୁ ଜଗନ୍ନାଥ ବିହାର ସ୍ଥିତ ବାସଭବନରେ ଅନ୍ତିମ ବିଦାୟ

ବ୍ରହ୍ମପୁରରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି

ଭୁବନେଶ୍ଵର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ସୂଚନା । ମାର୍ଚ୍ଚ ୮ ରେ ଏକା ଥରକେ କୋଟିଏ ମହିଳାଙ୍କୁ କରାଯିବ ଆର୍ଥିକ ସ୍ୱାବଲମ୍ବୀ । ବ୍ରହ୍ମପୁର ଠାରେ କୋଟିଏ ମହିଳାଙ୍କୁ ସୁଭଦ୍ରାର ଦ୍ଵୀତିୟ କିସ୍ତି ପ୍ରଦାନ କରାଯିବ । ଆନ୍ତର୍ଜାତିୟ ମହିଳା ଦିବସରେ ସଶକ୍ତ ହେବେ ମହିଳା। ଏକ

ଅମିତଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କଲା ପୋଲିସ

ଅନ୍ଧ କଲା ପ୍ରେମ । ପ୍ରେମରେ ବାଇଆ ହୋଇ ଅପରାଧ କରି ବସିଲା ପ୍ରେମିକ । ମୋ ପ୍ରେମରେ ଯିଏ କଣ୍ଟା ସାଜିବ ତାକୁ ଜୀବନରୁ ମାରିଦେବି । ଏମିତି କଥା ଭାବି ଭାବି ଶେଷରେ ଜଣଙ୍କ ଜୀବନ ନେଇଗଲା ପ୍ରେମିକ । ଜଣେ ପ୍ରେମିକାକୁ ଦୁଇ ଜଣ ପ୍ରେମିକ । ପ୍ରେମକୁ ପାଇବା ପାଇଁ ଜଣେ ନେଲା ଅନ୍ୟ ଜଣେ

ଲାଞ୍ଚ ନେଇ ଧରାପଡ଼ିଲେ ବ୍ରାଞ୍ଚ୍‌ ଇନଚାର୍ଜ୍‌, ଏକକାଳୀନ ୨ଟି ସ୍ଥାନରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ଲାଞ୍ଚ ନେବାବେଳେ ବ୍ରାଞ୍ଚ୍‌ ଇନଚାର୍ଜ୍‌ଙ୍କୁ ଧରିଲା ଭିଜିଲାନ୍ସ । କୋରାପୁଟ ଜିଲ୍ଲା ସିମିଳିଗୁଡ଼ା ବ୍ଲକ୍‌ କୁନ୍ଦୁଲି LAMPCS ବ୍ରାଞ୍ଚ୍‌ ଇନଚାର୍ଜ୍‌ ସତ୍ୟନାରାୟଣ ଚଲ୍ଲଣଙ୍କୁ ୩୦୦୦ ଟଙ୍କା ଲାଞ୍ଚ ନେବା ପାଇଁ ଅଟକ ରଖିଲା ଭିଜିଲାନ୍ସ । ତାଙ୍କ ପାଖରୁ ସମସ୍ତ ଲାଞ୍ଚ ଟଙ୍କା

ଉତ୍ତମଙ୍କ ବିୟୋଗରେ ରାଷ୍ଟ୍ରପତିଙ୍କ ଶୋକ ପ୍ରକାଶ

ଭୁବନେଶ୍ଵର: ଅଫେରା ରାଇଜରେ ଓଲିଉଡର ମହାନାୟକ । ଆଉ ନାହାନ୍ତି ଏଭରଗ୍ରୀନ୍ ହିରୋ । ଦିଲ୍ଲୀରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି ଉତ୍ତମ ମହାନ୍ତିଙ୍କ ପାର୍ଥିକ ଶରୀର । ପାର୍ଥିବ ଶରୀରକୁ ବିମାନବନ୍ଦରରୁ ସିଧାସଳଖ ଜଗନ୍ନାଥ ବିହାରସ୍ଥିତି ବାସଭବନକୁ ନିଆଯାଇଛି ।

୨୫ ଲକ୍ଷ ଟଙ୍କା ନଦେବାରୁ ଥାନା ଅଧିକାରୀଙ୍କ ନାରେ ମିଥ୍ୟା ଆରୋପ ! ଏତଲା ଦେଲେ ସମ୍ପର୍କୀୟ

ଜଗତସିଂହପୁର: କଥାରେ ଅଛି, ପ୍ରେମ ମାନେନା ବନ୍ଧବାଡ଼। ପ୍ରେମରେ ଲୋକେ ସବୁ ସୀମା ପାର୍‌ କରି ଦିଅନ୍ତି । କିନ୍ତୁ କିଛି କାହାଣୀ ଏପରି ହୋଇଥାଏ ଯାହାକୁ ଶୁଣି ଆପଣଙ୍କର ପ୍ରେମ ଉପରୁ ଭରଷା ଉଠିଯିବ । କେତେ ପ୍ରତିଶୃତି କେତେ ସ୍ୱପ୍ନ ଦେଖାଇ ପ୍ରେମ କରିଥିଲେ । କିନ୍ତୁ ଆଜି ସେ ସବୁ ମିଛ

ରାଜ୍ୟରେ ୨ ବର୍ଷ ଭିତରେ ପୂରଣ ହେବ ଡାକ୍ତର ଓ ପାରା ମେଡିକାଲ ପଦବୀ: ମନ୍ତ୍ରୀ

ଭୁବନେଶ୍ୱର: ପୁରୀରେ ନବମ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀ ଉଦଘାଟିତ ହୋଇଯାଇଛି । ଆଜି ଏହାକୁ ଉଦଘାଟନ କରିଛନ୍ତି ବିଜେପି ରାଷ୍ଟ୍ରଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ଏହି ସ୍ବାସ୍ଥ୍ୟ ସମ୍ମିଳନୀ ୨ ଦିନ ଧରି ଚାଲିବ । ଉଦଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,

ଘରୁ ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ଦରଘାବଜାର ଥାନା ଅଞ୍ଚଳରେ ଅଭାବନାୟୀ ଘଟଣା। ମହିଳା ଡାକ୍ତର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଝୁଲନ୍ତା ଅବସ୍ଥାରେ ଘରୁ ମୃତଦେହ ଉଦ୍ଧାର କଲା ପୋଲିସ। ତାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ମହିଳା ଜାକ୍ତର ଜଣକ ହେଲେ ଅଳକା ରଥ। ସୂଚନା ମୁତାବକ, ଦରଘାବଜାର ଅଞ୍ଚଳରେ ଅଳକା