Browsing Category

ଓଡିଶା

ବିଦ୍ୟୁତ୍‌ ଦର ୧ ପଇସା ବଢ଼ିଲେ ହେବ ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର : ବିଦ୍ୟୁତ୍‌ ଦେୟ ୧ ପଇସା ବୃଦ୍ଧି କରାଗଲେ ଆଗକୁ ରାଜ୍ୟବ୍ୟାପୀ ଆନ୍ଦୋଳନ ହେବ। ସାଧାରଣ ବିଦ୍ୟୁତ୍‌ ଖାଉଟିଙ୍କ ସ୍ବାର୍ଥ ରକ୍ଷା ପାଇଁ କଂଗ୍ରେସ ପ୍ରତିଶ୍ରୁତିବଦ୍ଧ। ଭାଜପା କ୍ଷମତାକୁ ଆସିଲେ ତୁରନ୍ତ ୩୦୦ ୟୁନିଟ୍‌ ବିଜୁଳି ମାଗଣା ଯୋଗାଇଦେବ ବୋଲି ନିର୍ବାଚନୀ ଘୋଷଣା କରିଥିଲା।

ମାର୍ଚ୍ଚ ୩ରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୨: ଆଗାମୀ ମାର୍ଚ୍ଚ ୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣଫେବୃୟାରୀ ୨୮ତାରିଖ ୧୧

ସିବିଏସଇ ୧୦ମ ବୋର୍ଡ ପରୀକ୍ଷାରେ ଓଡ଼ିଆ ସହ ରହିବ ଅନ୍ୟ ଆଞ୍ଚଳିକ ଭାଷା

ନୂଆଦିଲ୍ଲୀ: ୨୦୨୫-୨୬ ମସିହାରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଅନ୍ୟାନ୍ୟ ଭାଷା ସହିତ ଓଡ଼ିଆ ଭାଷା ରହିବ ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ବୁଧବାର ଦିନ ସୂଚନା ଦେଇଛି। ବର୍ଷକୁ ଦୁଇଥର ସିବିଏସଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା କରିବା ସମ୍ପର୍କିତ ଡ୍ରାଫ୍ଟ

୨୪ ଲକ୍ଷ ଟଙ୍କା ଜାଲିଆତି କରି ଗିରଫ ହେଲେ ହୋଟେଲ ମ୍ୟାନେଜର…

ଭୁବନେଶ୍ୱର: ହୋଟେଲର ବ୍ୟାଙ୍କ ଆକାଉଣ୍ଟରୁ ୨୪ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ହଡ଼ପ କରିବା ଅଭିଯୋଗରେ ଭୁବନେଶ୍ୱରର ଖାରବେଳନଗର ପୋଲିସ ଏକ ହୋଟେଲର ଡେପୁଟି ମ୍ୟାନେଜର ଆକାଉଣ୍ଟସଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଗିରଫ ହୋଇଥିବା ହୋଟେଲର ଡେପୁଟି ମ୍ୟାନେଜର ଆକାଉଣ୍ଟସ ପଶ୍ଚିମବଙ୍ଗର

ଗ୍ରୀଷ୍ମ ପ୍ରବାହ: ୨୮ରୁ ବୃଦ୍ଧି ପାଇବ ରାତି ତାପମାତ୍ରା…

ଭୁବନେଶ୍ୱର: ବର୍ଷର ୮ ମାସ ଗରମ ପ୍ରକୋପ ଯାଉନି। ଶୀତରେ ଛାଡ଼ୁନି ତାତି। ଆଗକୁ ସ୍ଥିତି ସାଂଘାତିକ ରୂପ ନେବ। ସବୁ ପ୍ରୟାସ ସତ୍ତେ୍ୱ ବିଶ୍ୱର ହାରାହାରି ତାପମାତ୍ରା ଦେଢ଼ ଡିଗ୍ରୀ ବଢ଼ି ସାରିଛି। ପଶ୍ଚିମାଝଡ଼ ପ୍ରଭାବରେ ସପ୍ତା‌ହେ ହେଲା ସାରା ରାଜ୍ୟରେ ଦିନ ତାପମାତ୍ରା ହ୍ରାସ ପାଇଥିଲା।

ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମେଡିକାଲରେ ଭେଟିବା ସହ ଚିକିତ୍ସା ସଂପର୍କରେ ପଚାରି ବୁଝିଛନ୍ତି। ଗତକାଲି ମହାଦୀପ ଉଠିବା ବେଳେ ଅଘଟଣ ଘଟିଥିଲା । ମହାଦୀପ ନେଇ ମନ୍ଦିର ଉପରକୁ ଉଠିବା ବେଳେ ଖସି ପଡ଼ିଥିଲେ ସେବାୟତ

ଅଖା ଭିତରୁ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

ରାଉରକେଲା: ଅଖା ଭିତରେ ମୃତଦେହ । ରାଉରକେଲାରେ ନଦୀରେ ଭାସୁଥିବା ଅଖା ଭିତରୁ ମୃତଦେହ ଉଦ୍ଧାର ହୋଇଛି । କୋଏଲା ନଦୀ ପାନପୋଷ ଗୋଶାଳା ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡ଼ିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ସୂଚନା

ଜଙ୍ଗଲ ମଧ୍ୟରୁ ମିଳିଲା ଛାତ୍ରଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର…

ଦେବଗଡ଼ : ଗତ ୨୪ ତାରିଖ ରାତିର ଘଟଣା । ଅମିତ ନାମକ ଜଣେ ଛାତ୍ର ଘରେ ଖାଇ ପିଇ ସାରିବା ପରେ ଶୌଚ ହେବା ପାଇଁ ବାହାରକୁ ଯାଇଥିଲେ । କିନ୍ତୁ ବିଳମ୍ବିତ ରାତି ଯାଏଁ ଘରକୁ ଫେରିନଥିଲେ । ଆଉ ଏବେ ସନ୍ଦିଗ୍ଧ ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଲା ଥାନା

ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

ଆନନ୍ଦପୁର: ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଛେନାପଦି – ହଦଗଡ଼ ରାସ୍ତାର ସଙ୍କଟପାଲିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଛତୁଆ ବୋଝେଇ ମିନିଟ୍ରକ ଧକ୍କାରେ ଏକ ୫ବର୍ଷର ଶିଶୁର ମୃତ୍ୟୁ ଘଟିଛି । ମୃତକ ହେଲେ ଭଦ୍ରକ ଜିଲ୍ଲା ଦୋଳପଦି ଗାଁର

ଲିଙ୍ଗରାଜ ମନ୍ଦିରରେ ସେବାୟତ ଖସିପଡିବା ଘଟଣା; ପ୍ରଶାସନକୁ ଦାୟୀ କଲେ ସେବାୟତଙ୍କ ପୁଅ…

ଭୁବନେଶ୍ୱର : ମହାଶିବରାତ୍ରୀରେ ବାବା ଲିଙ୍ଗରାଜଙ୍କ ମନ୍ଦିରରେ ମହାଦୀପ ଉଠିବା ସମୟରେ ଘଟିଥିଲା ମହାଅଘଟଣ। ମହାଦୀପ ନେଇ ସେବାୟତ ମନ୍ଦିର ଉପରକୁ ଚଢିବା ବେଳେ ସେବାୟତ ଖସି ପଡିଥିଲେ। ସେବାୟତ ହେଉଛନ୍ତି ଯୋଗେନ୍ଦ୍ର ସମର୍ଥା। ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସେବାୟତ ଯୋଗେନ୍ଦ୍ର