Browsing Category

ଓଡିଶା

ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା

ବଲାଙ୍ଗୀର: ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା । ୧୦୦ ଫୁଟ ଇଲେକ୍ଟ୍ରି ଟାୱାର ଉପରେ ଚଢି ଜୀବନ ହାରିବାକୁ ଧମକ ଦେଲେ ଯୁବକ । ବଲାଙ୍ଗୀର ଖମାରମୁଣ୍ଡା ଗାଁରେ ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି । ଯୁବକ ଜଣକ ଖମାର ମୁଣ୍ଡା ଗାଁର ଶୀଧେଶ୍ୱର ଭୋଇ ।

ପୁରୀ ଲୋକନାଥ ମନ୍ଦିରରେ ବାଉନ୍ସର ନିୟୋଜିତ ଘଟଣାରେ ତଦନ୍ତ ଆରମ୍ଭ

ପୁରୀ: ପୁରୀ ଲୋକନାଥ ମନ୍ଦିର ପରିସରରେ ପାଳିଆ ସେବାୟତ କିଛି ବାଉନ୍ସର ମୁତୟନ କରିଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଅନ୍ୟ ସେବାୟତ ଓ ଭକ୍ତ ବିରୋଧ କରିବାରୁ ସେମାନଙ୍କୁ ଅଟକ ରଖିଛି ପୋଲିସ। ଏନେଇ ତଦନ୍ତ ଆରମ୍ଭ ହୋଇଥିବା ବେଳେ କିଏ ଓ କାହିଁକି ବାଉନ୍ସର ମୁତୟନ କରିଥିଲା ସେନେଇ

ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ, ଆମ୍ବୁଲାନ୍ସ ଛାଡ଼ିଲେନି ଉତ୍ୟକ୍ତ ଲୋକ

କଟକ : ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ । ଆଠଗଡ଼ ଖୁଣ୍ଟୁଣୀ ରାଣୀ ବଣିଆ ସ୍ଥିତ ଆଦର୍ଶ କାରାଗାରରେ ଜଣେ ଅଭିଯୁକ୍ତଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି । ମୃତକ ଜଣକ ତିଗିରିଆ ଥାନା ଅନ୍ତର୍ଗତ ପଙ୍କାଳ ଗାଁର ତୟାବ ଖାଁ । ଗତକିଛି ଦିନ ତଳେ ଏକ

ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବଲାଙ୍ଗିର: ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣା। ମୁଖ୍ୟ ଅଭିଯୁକ୍ତ ଦେଓଗାଁ ଥାନା ମହଲେଇ ଗାଁର ସୁଶାନ୍ତ ବିଶ୍ବାଳ ଗିରଫ। କଳାହାଣ୍ଡି ଜିଲ୍ଲାର ମୋହନଗିରିରୁ ଗିରଫ କଲା ଦେଓଗାଁ ପୋଲିସ।ପୂର୍ବରୁ ଏହି ଘଟଣାରେ ଜଣେ ନାବାଳକ ସହ ୮ ଜଣ ଗିରଫ ହୋଇଥିଲେ। ବାବିଜୁରୀ ଗାଁରୁ ବର ହୋଇଥିବା

ଅସଦାଚରଣ ଓ ନିଜ ପଦବୀର ଅପବ୍ୟବହାର ଯୋଗୁଁ ନିଲମ୍ୱିତ ହେଲେ ଇନ୍ସପେକ୍ଟର

ଜଗତସିଂହପୁର: କୁଜଙ୍ଗ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ସସପେଣ୍ଡ । ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ । ଅସଦାଚରଣ ଓ ନିଜ ପଦବୀର ଅପବ୍ୟବହାର ନେଇ ତାଙ୍କୁ ନିଲମ୍ବନ କରାଯାଇଛି । ଏଥିସହା ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ଖୁବ୍‌ଶୀଘ୍ର ଭୁବନେଶ୍ୱର ସହ ୧୩ଟି ବିମାନବନ୍ଦରର ହେବ ଘରୋଇକରଣ

ନୂଆଦିଲ୍ଲୀ/ଭୁବନେଶ୍ୱର: ଭୁବନେଶ୍ୱର ସମେତ ଖୁବ୍‌ଶୀଘ୍ର ଦେଶର ୧୩ ବିମାନବନ୍ଦରର ହେବ ଘରୋଇକରଣ। ଏଥିପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଆସେଟ୍‌ ମୁଦ୍ରୀକରଣ ମାଧ୍ୟମରେ ରାଜସ୍ୱ ବଢାଇବା ହେଉଛି ସରକାରଙ୍କ ଲକ୍ଷ୍ୟ। ଏହି କ୍ରମରେ ୧୩ ବିମାନବନ୍ଦରର ଘରୋଇକରଣ

ବାବା ଆଖଣ୍ଡଳମଣୀଙ୍କ ପୀଠ ପାଇଁ ୧୦ କୋଟି, ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭଦ୍ରକ : ଆରଡ଼ି ପୀଠକୁ ୧୦ କୋଟି ଟଙ୍କାର ଅନୁଦାନ । ଏ ନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ । ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ

ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ପ୍ରବଳ ଭିଡ଼, ୨ ମହିଳା ଭକ୍ତ ଆହତ

ଭୁବନେଶ୍ୱର: ଆଜି ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ଶୈବପୀଠ । ଓମ୍ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ହେଉଛି ରାଜ୍ୟର ବିଭିନ୍ନ ଶିବାଳୟ । ସବୁଠି ଶୁଭୁଛି ଶିବ ପଞ୍ଚାକ୍ଷରୀ । ଏହି ଅବସରରେ ଶ୍ରୀଲିଙ୍ଗରାଜଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ଶ୍ରୀଲିଙ୍ଗରାଜ

ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଆଖଣ୍ଡଳମଣୀ ପୀଠ, ଭୋର ୪ ଟା ୩୦ରେ ମନ୍ଦିର ଚୁଡାକୁ ଉଠିବ ମହାଦୀପ

ଭଦ୍ରକ : ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆରଡି ଆଖଣ୍ଡଳମଣୀ ପୀଠ । ଭୋର ୪ଟାରେ ମନ୍ଦିର ପହୁଡ଼ ଖୋଲାଯିବା ପରେ ଆରମ୍ଭ ହୋଇଛି ନୀତିକାନ୍ତି । ପ୍ରଥମ ମଙ୍ଗଳ ଆଳତି ପରେ କନିକା ରାଜାଙ୍କ ଦ୍ଵାରା ପହିଲି ଭୋଗ ଲାଗି ହୋଇଥିଲା । ଭକ୍ତମାନେ ବ୍ୟାରିକେଡ଼ ରେ ଆସି

ହୋଷ୍ଟେଲ ଛାତ୍ରୀ ମାଆ ହେବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ୱିତ…

ମାଲକାନଗିରି: ମାଲକାନଗିରି ଶିକ୍ଷା ବିଭାଗ କଳଙ୍କିତ ସମୟ ଦେଇ ଏବେ ଗତି କରୁଛି ତଥାପି ପ୍ରଶାସନ ର ଚେତା ପଶୁନି l ତଳେ ଦିନେ ୨ ଛାତ୍ରୀ ଙ୍କ ଆତ୍ମହତ୍ୟା ରୁ ପରଦା ହଟିନି l ଯାହାକି ହତ୍ୟା ନା ଆତ୍ମହତ୍ୟା ସନ୍ଦେହ ଘେରରେ ବର୍ତ୍ତମାନ ପୁଣି ଏପରି ଘଟଣା କେବଳ ଜିଲ୍ଲା ନୁହଁ ସମଗ୍ର ରାଜ୍ୟରେ