Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଗଞ୍ଜାମରେ ୧ ଲକ୍ଷ ୭୦ ହଜାର ୧୯୩ ଜଣ ଚାଷୀଙ୍କ ଖାତାକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ୧୯ ତମ…
ଛତ୍ରପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରର ଭାଗଲପୁରରୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ୧୯ ତମ କିସ୍ତି ପ୍ରଦାନ କରିଛନ୍ତି । ଡିବିଟି ମାଧ୍ୟମରେ ସିଧାସଳଖ ଚାଷୀଙ୍କ ଆକାଉଂଟକୁ ଦୁଇ ହଜାର ଟଙ୍କା ଯାଇଛି । ଏହି ଯୋଜନାରେ ଚାଷୀମାନେ ବର୍ଷକୁ ଛଅ ହଜାର ଟଙ୍କା!-->!-->!-->…
ସୀମାନ୍ତରେ ମାଓବାଦୀଙ୍କ ବୋତଲ ବୋମାକୁ ନିଷ୍କ୍ରିୟ କଲେ ଯବାନ…
ମାଲକାନଗିରି, ୨୪।୨ ମାଲକାନଗିରି ଛତିଶଗଡର ବିଜାପୁର ଜିଲ୍ଲାରେ ମାଓବାଦୀଙ୍କ ଦ୍ଵାରା ଖଞ୍ଜ ଯାଇଥିବା ବିୟର୍ ବୋତଲ ବୋମାକୁ ଠାବ କରି ନିଷ୍କ୍ରିୟ କଲେ ଯବାନ। ସୂଚନା ଅନୁଯାୟୀ ବିଜାପୁର ଜିଲ୍ଲାର ଗାଙ୍ଗାଲୁର ଥାନା ଅନ୍ତର୍ଗତ ପିଡିଆ ସ୍ଥିତ କୋବ୍ରା ବାଟାଲିଆନର ଜବାନ ମାନେ କେରିପୁ ଅଞ୍ଚଳରେ!-->…
କେନ୍ଦୁଝରରେ ପ୍ରଜାପିତା ବ୍ରହ୍ମକୁମାରୀ କାର୍ଯ୍ୟାଳୟକୁ ଉଦଘାଟିତ କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର: ପ୍ରଜାପିତା ବ୍ରହ୍ମକୁମାରୀ କେନ୍ଦୁଝର ଶାଖାର ନବନିର୍ମିତ କାର୍ଯ୍ୟାଳୟ ‘ସୁଖ ଶାନ୍ତି ସରୋବର’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକ ସୁନ୍ଦର, ଅଧ୍ୟାତ୍ମିକ ପୃଥିଵୀର ପରିକଳ୍ପନାକୁ ବାସ୍ତବିକତାର ରୂପ ଦେବାପାଇଁ!-->!-->!-->…
ଏମ୍ସ ଭୁବନେଶ୍ୱରରେ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ କ୍ଲିନିକ୍ ଉଦ୍ଘାଟିତ
ଭୁବନେଶ୍ୱର: ଯକୃତ(ଲିଭର) ପ୍ରତିରୋପଣ ସେବା ପ୍ରତିଷ୍ଠା କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ଵରୂପ, ଏମ୍ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଯକୃତ ପ୍ରତିରୋପଣ କ୍ଲିନିକ୍ ଉଦଘାଟିତ ହୋଇଯାଇଛି। ଏହା ଉନ୍ନତ ଯକୃତ ଯତ୍ନ କ୍ଷେତ୍ରରେ ଏକ ବିଶେଷ ସଂଭାବନା ସୃଷ୍ଟି କରିଛି। ଏହି ପଦକ୍ଷେପ!-->…
୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ଆରମ୍ଭ
କଟକ: କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ୨୦୨୫ ଆରମ୍ଭ ହୋଇଛି। ଆର. ପି. କୋଚେ, ଆଇପିଏସ, ନିର୍ଦ୍ଦେଶକ (ଗୁଇନ୍ଦା) ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।
ଖେଳ ପରସ୍ପର ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଭାବନା!-->!-->!-->…
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ
ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା!-->…
ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ଖସି ପଡ଼ିଲା ବ୍ୟାଟେରୀ, ଅଧାରେ ଅଟକିଲା ଟ୍ରେନ
ସୋର: ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ବ୍ୟାଟେରୀ ଖସିପଡ଼ିଥିବା ସୂଚନା ମିଳିଛି। ଫଳରେ ଏହି ଟ୍ରେନ୍ଟି ଅଧାରେ ଅଟକି ରହିଛିା ସବିରା ଷ୍ଟେସନ ପାଖରେ ବ୍ୟାଟେରୀ ଖସିପଡ଼ିବାରୁ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଅଟକି ରହିଥିବା ଜଣାପଡ଼ିଛି। ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଚେନ୍ନାଇରୁ!-->…
ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତଙ୍କ ଦେହାନ୍ତ
ଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତ ଦିଲ୍ଲୀ ବାସଭବନରେ ଶନିବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା।
ପରିବାର ବର୍ଗଙ୍କ ସୂଚନା ଅନୁଯାୟୀ, ଆଜି ସକାଳେ ସେ ନାତିନାତୁଣୀ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ଗହଣରେ ଖିଆପିଆ!-->!-->!-->…
୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଶା ଟ୍ରାଭେଲ ବଜାର
ଭୁବନେଶ୍ୱର: ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଭୁବନେଶ୍ୱରର ମେ' ଫେୟାର କନଭେନସନ ଓ ସ୍ୱସ୍ତି ପ୍ରିମିୟମ ହୋଟେଲଠାରେ ଲାଗିବ ଏହି ବଜାର। ଏହା ଏକ ପ୍ରମୁଖ କ୍ରେତା ଓ!-->…
ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ୨ ଭାଇ ଗିରଫ
ନୂଆପଡା: ଭିଜିଲାନ୍ସ ଜାଲରେ ୨ ଭାଇ । ନୂଆପଡ଼ା ଜିଲା ଘୁଚାଗୁଡ଼ା ପିଇଓ ସତ୍ୟବ୍ରତ ବରାଳ ଏବଂ ତାଙ୍କ ଭାଇ ଉତ୍ତମ ବରାଳଙ୍କୁ ଧରିଛି ଭିଜିଲାନ୍ସ । ସରକାରୀ ଅର୍ଥ ଆତ୍ମସାତ କରିବା ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ । ଉଭୟ ଭାଇଙ୍କ ବିରୋଧରେ ୭ ଲକ୍ଷ ୨୦ ହଜାର ଟଙ୍କା ହଡ଼ପ!-->…