Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଏକସଙ୍ଗେ ଆସୁଛି ଦୁଇ ଲଘୁଚାପ
ଭୁବନେଶ୍ବର: ମେ’ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି। ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ଥିବା ବେଳେ ୨୨ ମେ’ ବେଳକୁ ଏହା ଲଘୁଚାପର ରୂପ ନେବ। ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ ବୋଲି!-->…
ଗଞ୍ଜାମ ଜିଲ୍ଲାରେ ପଥର ମାଫିଆ ସକ୍ରିୟ ଲଣ୍ଡା ହେଉଛି ପାହାଡ଼…..!
ଜିଲ୍ଲାରେ ମାଳ ମାଳ କ୍ରସର ୟୁନିଟ... ଖଣି ବିଭାଗ ଚଢ଼ାଉ କରିବ କେବେ...??
ପ୍ରଶାସନ ବଟି ନେଇ ସାଜିଛି ଧୃତରାଷ୍ଟ୍ର..
ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲାର କୋଣ ଅନୁକୋଣ ରେ ଥିବା ପାହାଡ଼କୁ ମାଫିଆ ମାନେ ଲଣ୍ଡା କରି ଚାଲିଛନ୍ତି। ଏହି ସବୁ ବେଆଇନ କାର୍ଯ୍ୟ ପ୍ରଶାସନର ନାକ ତଳେ!-->!-->!-->!-->!-->!-->!-->…
ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣା: ମୁହଁ ଖୋଲିଲେ ପ୍ରିୟଙ୍କା ସେନାପତି
ପୁରୀ: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣାରେ ମୁହଁ ଖୋଲିଛନ୍ତି ପ୍ରିୟଙ୍କା ସେନାପତି। ସେ କହିଛନ୍ତି, ଜ୍ୟୋତି ମୋର କେବଳ ଜଣେ ସାଙ୍ଗ। ୟୁଟ୍ୟୁବ ମାଧ୍ୟମରେ ତାଙ୍କ ସହ ମୋର ପରିଚୟ ହୋଇଥିଲା। ଜ୍ୟୋତି ମାଲହୋତ୍ରା ଯେଉଁ ଅଭିଯୋଗରେ ଗିରଫ ହୋଇଛନ୍ତି, ସେ ସଂପର୍କରେ ମୁଁ ଅଜ୍ଞ। ଯଦି ସେ!-->…
ଖୁବଶୀଘ୍ର ନୟାଗଡରୁ ବୌଦ୍ଧକୁ ଟ୍ରେନ୍ ଚାଲିବ: ମୁଖ୍ୟମନ୍ତ୍ରୀ
ବୌଦ୍ଧ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲା ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକରେ ନିଜର ସନ୍ତୋଷ ପ୍ରକାଶ କରିଛନ୍ତି ।
!-->!-->!-->…
ଲଜ୍ ଭିତରୁ ମିଳିଲା ଯୁବକଙ୍କ ମୃତଦେହ
ନୂଆପଡ଼ା: ନୂଆପଡ଼ା ସହର ସ୍ଥିତ ନୀଳାଦ୍ରି ବିହାର କଲ୍ୟାଣ ମଣ୍ଡପ ଓ ଲଜର ୧୧୫ ନମ୍ବର ବନ୍ଦ କୋଠରୀ ଭିତରୁ ସ୍ଥାନୀୟ ପୁଲିସ ସହାୟତାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବ୍ୟକ୍ତି ଜଣକ ପଡ଼ୋଶୀ ଛତିଶଗଡ଼ ଦୁର୍ଗ ଜିଲ୍ଲା ଭିଳାଇ ସ୍ଥିତ ଇଂସା ଗ୍ରାମର ଅମିତ ସିଂ। ମୃତ୍ୟୁର କାରଣ ଜଣା!-->…
ଗୁପ୍ତଚର ଜ୍ୟୋତିଙ୍କ ସହ ପ୍ରିୟଙ୍କାଙ୍କ ଲିଙ୍କ୍: ପୁରୀ ଛାଡ଼ି ନଯିବାକୁ ଯୁବତୀଙ୍କୁ ନିର୍ଦ୍ଦେଶ
ପୁରୀ: ବର୍ଷ ବର୍ଷ ଧରି ଶତ୍ରୁରାଷ୍ଟ୍ର ପାକିସ୍ତାନ ପାଇଁ ଗୁପ୍ତଚୋର କରୁଥିବା ଅଭିଯୋଗରେ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାକୁ ହରିୟାଣା ପୋଲିସ ଗିରଫ କରିବା ପରେ ଗୋଟେ ପରେ ଗୋଟେ ଗୁମର ଖୋଲିବାରେ ଲାଗିଛି। ଏହାରି ଭିତରେ ପୁରୀ କାଳିକାଦେବି ସାହିର ପ୍ରିୟଙ୍କା ସେନାପତି ସହ ବନ୍ଧୁତ୍ୱ ସ୍ଥାପନ!-->…
କାଠଯୋଡ଼ିରେ ବୁଡି ଦୁଇ ଜଣ ଯୁବକ ନିଖୋଜ, ଜଣଙ୍କର ମୃତ ଦେହ ଉଦ୍ଧାର
କଟକ : ଗାଧେଇଲା ବେଳେ ଅଘଟଣ। କଟକ ସଡ଼ିଏ ୧୧ ନିକଟ କାଠଯୋଡ଼ି ଗଡା ନିକଟରେ ଗାଧେଇଲା ବେଳେ ବୁଡି ଗଲେ ଦୁଇ ଯୁବ ଇଞ୍ଜିନିୟର । ଜଣଙ୍କ ମୃତ ଶରୀର ଉଦ୍ଧାର କରାଯାଇଥିବା ବେଳେ ଏବେ ବି ଜଣେ ନିଖୋଜ ଅଛନ୍ତି । ସୂଚନା ମୁତାବକ ଏସିବି ସମ୍ପ୍ରସାରଣ କାର୍ଯ୍ୟ ରେ ଏକ କମ୍ପାନୀ ପକ୍ଷରୁ!-->…
ମେ ୧୯ରୁ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ
କଟକ: କଟକ ସହରରେ ଓଡ଼ିଶା ହାଇକୋର୍ଟ ଗ୍ରୀଷ୍ମ ଛୁଟି ପାଇଁ ମେ ୧୯ରୁ ଜୁନ୍ ୧୬ ପର୍ଯ୍ୟନ୍ତ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଜରୁରୀ ମାମଲା ଶୁଣାଣି ପାଇଁ କିଛି ନିର୍ଦ୍ଦିଷ୍ଟ ତାରିଖରେ ଭେକେସନ ବେଞ୍ଚ ଗଠନ କରାଯିବ।
କାର୍ଯ୍ୟସୂଚୀ ଅନୁଯାୟୀ, କୋର୍ଟ ଆଠଟି ନିର୍ଦ୍ଦିଷ୍ଟ ଦିନରେ ମାମଲା ବିଚାର!-->!-->!-->…
ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗ ମୃତ
ଆନନ୍ଦପୁର : ଏମିତି ସାଙ୍ଗ ଜଗତେ ନାହିଁ । ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗ ମୃତ । କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ବଡ଼ପଦନା ଗାଁରେ ଅଘଟଣ ଘଟିଛି । ମୃତକ ହେଲେ ଶୁଭମ ସାହୁ । ପଦନା ଗାଁର ଶୁଭମ ଓ ମାନସ ଅନ୍ଧାରୀ ଗାଁର ଅନ୍ୟଜଣେ ସାଙ୍ଗ ଘରକୁ ଜନ୍ମଦିନ ଭୋଜି ଖାଇବାକୁ ଯାଇଥିଲେ!-->…
ଶ୍ରୀମନ୍ଦିର ସମ୍ପତ୍ତି ହସ୍ତାନ୍ତର ପ୍ରସଙ୍ଗ: ଗାଇଡଲାଇନ ଜାରି କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୁରୀ: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ଶ୍ରୀମନ୍ଦିର ସମ୍ପତ୍ତି ହସ୍ତାନ୍ତର ପାଇଁ ଗାଇଡଲାଇନ ଆଣିବାକୁ ଜାରି କଲେ ନିର୍ଦ୍ଦେଶନାମା । ପୁରୀ ଜଗନ୍ନାଥ ମନ୍ଦିରର ସମ୍ପତ୍ତିର ସୁରକ୍ଷା ଏବଂ ପରିଚାଳନା!-->…