Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କିଟ୍ ପ୍ରସଙ୍ଗରେ କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ବିସ୍ଫୋରକ ବୟାନ
ଭୁବନେଶ୍ବର: କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, କିଟରେ ଘଟିଥିବା ଘଟଣା ନିନ୍ଦନୀୟ। ସେ ଆହୁରି କହିଛନ୍ତି, ମୁଁ ମୁଖ୍ୟ ଶାସନ!-->…
ସାନ ଯା’ଙ୍କୁ ବଡ ଯା’ ଲିଭର ଦେବା ଘଟଣା, ସାନ ଯା’ଙ୍କ ମୃତ୍ୟୁ
ସମ୍ବଲପୁର: ଝାଙ୍କରପାଲି ଅଞ୍ଚଳର ସାନ ଯାଆକୁ ବଡ ଯାଆ ଲିଭର ଦେବା ଘଟଣା । ଲିଭର ଦେବା ପରେ ବି ବଞ୍ଚିଲେନି ସାନ ଯାଆ । ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦରେ ସାନ ଯାଆର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଗତକାଲି ରାତିରେ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ମହିଳାଙ୍କ ସ୍ବାମୀ ।
!-->!-->!-->…
ଆନ୍ତଃରାଜ୍ୟ ସୁନାଚେନ ଲୁଟେରା ଗ୍ୟାଙ୍ଗର ୭ ଗିରଫ, ୨୪ ଟି ସୁନା ଚେନ୍ ଜବତ
ତାଳଚେର : ତାଳଚେର ପୋଲିସ ହାତରେ ଆନ୍ତଃରାଜ୍ୟ ସୁନାଚେନ ଲୁଟେରା ଗ୍ୟାଙ୍ଗ । ୭ଜଣଙ୍କୁ ଗିରଫ ସହ ୨୪ଟି ସୁନା ଚେନ୍ ଜବତ କରିଛି ପୋଲିସ । ଜବତ ଚେନର ଆନୁମାନିକ ମୂଲ୍ୟ ୨୪ ଲକ୍ଷ ଟଙ୍କା ହେବ ବୋଲି କହିଛନ୍ତି ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ।ମହିଳାଙ୍କୁ ଟାର୍ଗେଟ କରି ବିଭିନ୍ନ ସ୍ଥାନରୁ!-->…
କଂଗ୍ରେସ ନେତାଙ୍କୁ ଭେଟିବେ ରାଜ୍ୟ ପ୍ରଭାରୀ ଅଜୟ ଲଲୁ
ଭୁବନେଶ୍ଵର: କଂଗ୍ରେସର ବରିଷ୍ଠ ନେତାଙ୍କ ସହ ବିଧାୟକଙ୍କୁ ଭେଟିବେ ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ଅଜୟ ଲଲୁ । ପିସିସି ସଭାପତିଙ୍କ ଉପସ୍ଥିତିରେ ସବୁ ନେତାଙ୍କୁ ଭେଟିବେ ଅଜୟ । ରାଜ୍ୟ କଂଗ୍ରେସର ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରିବେ । କାହିଁକି କଂଗ୍ରେସ କ୍ଷମତାକୁ ଆସୁନି, କ’ଣ କଲେ!-->…
କିଟର ସରକାରୀ ଜମି ଓ ଜଙ୍ଗଲ ଜମି ଜବରଦଖଲ ପ୍ରସଙ୍ଗ, ସ୍ପେଶାଲ ଡ୍ରାଇଭ୍ ପାଇଁ ଯୋଜନା ହେଉଛି: ଆଇନ ମନ୍ତ୍ରୀ
ଭୁବନେଶ୍ବର: କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ସରକାରୀ ଜମି ଓ ଜଙ୍ଗଲ ଜମି ଜବରଦଖଲ ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯେଉଁଠି ଯେଉଁଠି ଜବରଦଖଲ ଅଛି, ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଓ ଏଇ ବିଭାଗ ପକ୍ଷରୁ!-->…
ଟ୍ରକକୁ ପଛରୁ ପିଟିଲା କାର୍, ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି
ଭୁବନେଶ୍ୱର: ଖୋର୍ଦ୍ଧା ପୀତାପଲ୍ଲୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା। କାର୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି। ଇନଫୋଭ୍ୟାଲି ଥାନା ପୀତାପଲ୍ଲୀ ଛକରେ ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ କାର୍ରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ!-->…
ତିନି ଦିନ ଯାଏ ରାଜ୍ୟରେ ବର୍ଷା, ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ଭୁବନେଶ୍ୱର : ତିନି ଦିନ ଯାଏ ରାଜ୍ୟରେ ହେବ ବର୍ଷା । ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ ରହିଛି । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ!-->…
ଗୁଳିମାଡ଼ରେ ଶଳା ଭିଣୋଇ ଗୁରୁତର ଘଟଣା: ୫ ସୁପାରୀ କିଲର ଗିରଫ
ଅନୁଗୁଳ: ବନ୍ତଳା ଥାନା କହ୍ନେଇ ନଗରରେ ଗୁଳିମାଡ଼ରେ ଶଳା ଭିଣୋଇ ଗୁରୁତର ଘଟଣାରେ ୫ ସୁପାରୀ କିଲର ଗିରଫ ହୋଇଛନ୍ତି। ସେମାନଙ୍କ ଠାରୁ ଦୁଇଟି ରିଭରଭର, ଗୁଳି,ବାଇକ ଓ ଏଟିଏମ କାର୍ଡ ଜବତ କରିଛି ପୋଲିସ। ରାଜକିଶୋର ସାହୁ ସହ ପୂର୍ବ ଶତ୍ରୁତାରୁ ଏହି ଘଟଣା ଘଟିଥିବା ଅନୁଗୁଳ ଏସପି ସୂଚନା!-->…
KIIT କର୍ତ୍ତୃପକ୍ଷ ଓ ନେପାଳ କର୍ତ୍ତୃପକ୍ଷଙ୍କ ସହ ନିରନ୍ତର ଯୋଗାଯୋଗରେ ଅଛି MEA
କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବୈଦେଶିକ ମନ୍ତ୍ରାଳୟ (MEA) ମୁଖପାତ୍ର ରଣଧୀର ଜୟସୱାଲ । ଏହା ସହ ମୃତ ଛାତ୍ରୀଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି । କହିଛନ୍ତି, ଭାରତ ସରକାର ଦେଶର ସମସ୍ତ ଆନ୍ତର୍ଜାତୀୟ!-->…
ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା: କମିଟି ସାମ୍ନାରେ ହାଜର ହେଲେ ଅଚ୍ୟୁତ ସାମନ୍ତ
ଭୁବନେଶ୍ୱର: କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମ୍ସାଙ୍କ ଆତ୍ମହତ୍ୟା ଓ ପରବର୍ତ୍ତୀ ଛାତ୍ର ଅଶାନ୍ତି ବେଳେ ହଷ୍ଟେଲ ଅନ୍ତେବାସୀଙ୍କୁ ମାଡ଼ ମରାଯିବା ମାମଲା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏହି ଘଟଣାକୁ ନେଇ ବିଧାନସଭାରୁ ରାଜରାସ୍ତା ପର୍ଯ୍ୟନ୍ତ ସବୁଠି କିଟ୍!-->…