Browsing Category

ଓଡିଶା

ନେପାଳ ଛାତ୍ରଛାତ୍ରୀଙ୍କୁ କିଟ୍ ପ୍ରତିଷ୍ଠାତାଙ୍କ ଅପିଲ, ବିଶ୍ବବିଦ୍ୟାଳୟକୁ ଫେରିଆସି କ୍ଲାସରେ ଯୋଗ ଦେବାକୁ ନିବେଦନ

ଭୁବନେଶ୍ୱର : କିଟ ବିଶ୍ବବିଦ୍ୟାଳୟରେ ଶାନ୍ତିଶୃଙ୍ଖଳାର ସହ ପାଠପଢା ଚାଲିଛି । ନେପାଳର ଛାତ୍ରଛାତ୍ରୀଙ୍କୁ ବିଶ୍ବବିଦ୍ୟାଳୟକୁ ଫେରି କ୍ଲାସରେ ଯୋଗ ଦେବାକୁ ଅପିଲ କରିଛନ୍ତି କିଟ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ । ସେ ଅତ୍ୟନ୍ତ ଦୁଃଖିତ ଅନୁଭବ କରି କହିଛନ୍ତି ଯେ KIIT

ମାଟ୍ରିକ ପରୀକ୍ଷାର୍ଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

କେନ୍ଦ୍ରାପଡ଼ା: ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ। ନାଳକୁ ଓଲଟିଲା ବୋଲେରୋ। ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଦୁର୍ଘଟଣା ଘଟିଛି। ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଓଲଟିଲା ବୋଲେରୋ। ଏହି ଦୁର୍ଘଟଣାରେ ଜଣେ ଛାତ୍ରୀ ଗୁରୁତର ଏବଂ ଆଉ କିଛି ଛାତ୍ର

SCBରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ, ନବଜାତ କନ୍ୟାକୁ ବଦଳ କରି ମୃତ ଶିଶୁ ଧରାଇ ଦେଲେ କର୍ମଚାରୀ

କଟକ: କଟକ ଏସସିବିରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ । ଏସ୍ଏନସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି । ନବଜାତ କନ୍ୟାକୁ ବଦଳ କରି କର୍ମଚାରୀମାନେ ଏକ ମୃତ ଶିଶୁ ଧରାଇ ଦେଇଥିବା ଅଭିଯୋଗ କରିଛନ୍ତି ସମ୍ପର୍କୀୟ । ଏହି ଘଟଣାରେ ପ୍ରସୂତିଙ୍କ ପରିବାର ଲୋକେ ଏସ୍ ସିବି

ମହାପ୍ରଭୁୁ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ ‘ଅମୃତ ଅନ୍ନ’

ପୁରୀ: ମହାପ୍ରଭୁଙ୍କ ପାଖରେ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ। ଗୁରୁବାର ମଧ୍ୟାହ୍ନ ଧୂପରେ ଭୋଗ ଲାଗିଲା ଅମୃତ ଅନ୍ନ। ସୁଆର ମହାସୁଆର ନିଯୋଗ ପାଞ୍ଚ ପ୍ରକାର ଜୈବିକ ଚାଉଳ ପାଇବା ପରେ ପ୍ରସ୍ତୁତ ହୋଇଥିଲା ଅମୃତ ଅନ୍ନ। ଝିଲି, ଗୋବିନ୍ଦ ଭୋଗ, କଳାଜିରା, ପଦ୍ମକେଶରୀ, ୧୦୧୪

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା

କଟକ: ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଥିଲା । ଏଥିଲାଗି ସକାଳ ସାଢ଼େ ୭ଟା ବେଳୁ ପରୀକ୍ଷାକେନ୍ଦ୍ର ସମ୍ମୁଖରେ ଅଭିଭାବକ, ଛାତ୍ରଛାତ୍ରୀ ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ

କାଗଜ କଲମରେ ହିଞ୍ଜିଳି ରେ ମଣ୍ଡି:ଧାନ କିଣାବିକାରେ ଚାଲିଛି ମିଥ୍ୟା ଏଣ୍ଟ୍ରି…

ହିଞ୍ଜିଳିକାଟୁ ୨୧!୨ ହିଞ୍ଜିଳିକାଟୁ ବ୍ଲକ୍ ରେ ଧାନ ବିକ୍ରିବଟାକୁ ନେଇ ଚାଷୀମାନେ ବହୁବିଧ ସମସ୍ୟାରେ ଛନ୍ଦି ହୋଇ ସମସ୍ୟା ଅଧିକ ଜଟିଳ ହୋଇ ପଡ଼ିଛି। ଏଠାରେ ରହିଥିବା ବିଭିନ୍ନ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଅନିୟମିତତା ଚାଲିଥିବା ଅଭିଯୋଗ ହୋଇଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ

ପଶ୍ଚିମ ଓଡ଼ିଶା ବିକାଶ ପାଇଁ କେତେ ଖର୍ଚ୍ଚ ହୋଇଛି, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମ ଓଡ଼ିଶା ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଗଠନ ହୋଇଛି ପ୍ରାପ୍ତ ତଥ୍ୟ ଅନୁସାରେ ପଶ୍ଚିମ ଓଡ଼ଶା ବିକାଶ ପରିଷଦ ପାଣ୍ଠିରୁ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡିକ ପାଇଁ ୨୦୨୪-୨୫ର କାର୍ଯ୍ୟାନ୍ବୟନ ପାଇଁ ମୋଟ ୧୫୦,୮୪,୬୪,୦୪୮ ଟଙ୍କା ଖର୍ଚ୍ଚ ହୋଇଛି ବୋଲି ଏକ

ଆସନ୍ତାକାଲିଠାରୁ ଓଡିଶାରେ ମାଟ୍ରିକ୍ ପରୀକ୍ଷା: ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷାଦେବେ

ଭୁବନେଶ୍ବର: ଆସନ୍ତାକାଲି ଶୁକ୍ରବାରଠାରୁ ଓଡ଼ିଶାରେ ବାର୍ଷିକ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବାରୁ, ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପରୀକ୍ଷାରେ କପି ଏବଂ ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ଠୋସ୍ ପଦକ୍ଷେପ ନେଇଛି।ସରକାରୀ ସୂତ୍ରରୁ ଜଣାପଡ଼ିଛି ଯେ, ଏଥର ରାଜ୍ୟ ସାରା ମୋଟ ୫

ନୂତନ ବିଡ଼ିଓଙ୍କୁ ଭେଟିଲେ ବ୍ଲକ ବିଜେଡ଼ି କର୍ମକର୍ତ୍ତା

ବାଲିଗୁଡା, ତା, ୨୦/୦୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ନୂତନ ଭାବେ ଗୁଣୁପୁରରୁ ବଦଳି ହୋଇ ଆସି ବିଡ଼ିଓ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶୁଭ୍ରାଞ୍ଜଳି ପ୍ରଧାନ ଙ୍କୁ ଗୁରୁବାର କ.ନୂଆଗାଁ ବ୍ଲକ ଅଧକ୍ଷା ସୁଲୋଚନା ଦଳବେହେରା ଓ ଜିଲ୍ଲାପରିଷଦ ସଦସ୍ୟା

ଟାର୍ଗେଟରେ ଥିଲେ ଯବାନ: ବିସ୍ଫୋରକ ସହ ଧରାପଡ଼ିଲେ ମାଓବାଦୀ

ମାଲକାନଗିରି : ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ବିସ୍ଫୋରକ ସାମଗ୍ରୀ ସହ ଜଣେ ମାଓବାଦୀଙ୍କୁ ଗିରଫ କରିଛି। ସେ ହେଲେ ମୁଚାକି ଦେବା । ମାଓବାଦୀଙ୍କ ଉପସ୍ଥିତି ଖବର ପାଇ କୋଣ୍ଟା ପୋଲିସ ଓ ମୁରଲିଗୁଡା କ୍ୟାମ୍ପ ସିଆରପିଏଫ ଯବାନମାନେ ବେଲପୋଛା ଗ୍ରାମ ଅଭିମୁଖେ ସର୍ଚ୍ଚ ପାଇଁ ବାହାରିଥିଲେ।