Browsing Category

ଓଡିଶା

‘ଆମ ବସ୍‌’ ପୁଣି ଚାପିଦେଲା: ୩ ବାଇକ୍‌ ଆରୋହୀଙ୍କୁ ମାରିଲା ଧକ୍କା, ଶିଶୁର ମୃତ୍ୟୁ

ଖୋର୍ଦ୍ଧା/ଭୁବନେଶ୍ବର: ଜନସାଧାରଣଙ୍କ ସୁବିଧାରେ ଯାତାୟାତ ପାଇଁ ରାଜ୍ୟ ସରକାର ‘ଆମ ବସ୍‌’ ସେବା ଜାରି ରଖିଛନ୍ତି। ଏହି ସେବା ଲୋକଙ୍କ ପାଇଁ ଯେତିକି ସୁବିଧା କରୁଛି, ତାଠାରୁ ଅଧିକ ଅସୁବିଧା ମଧ୍ୟ ସୃଷ୍ଟି କରୁଛି। ଅନେକ ଯାତ୍ରୀ ‘ଆମ ବସ୍‌’ରେ ଯାତ୍ରାକୁ ସୁରକ୍ଷିତ ମନେ କରୁନଥିବା ବେଳେ…

ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ଇସ୍ତଫା ଦେଲେ ମୁନା ଖାନ୍‌

ଭୁବନେଶ୍ୱର,୧୫।୫: ଇସ୍ତଫା ଦେଲେ ମୁନା ଖାନ୍‌! ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ମୁନା ଖାନ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ବର୍ତ୍ତମାନ ନବୀନ ନିବାସରେ ପହଞ୍ଚିଛନ୍ତି ବିଜେଡି ଏମପି ମୁନା ଖାନ୍‌। ଗଣମାଧ୍ୟମ ରିପୋର୍ଟ ଅନୁସାରେ ସଂଖ୍ୟାଲଘୁ ସେଲର ସାଉଥ ଜୋନ ସଂଯୋଜକ ପଦରୁ ସେ ଇସ୍ତଫା…

ଷ୍ଟିଲ କମ୍ପାନୀ ଗୁଡିକୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍‌ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର ବୃଦ୍ଧି ଉପରେ ଆଲୋଚନା…

କାଳ ବୈଶାଖୀର କରାଳ ରୂପ : ଘରର ଛପର ଉଡିଲା, ଖୋଲା ଆକାଶ ତଳେ ପରିବାର

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳ ବୈଶାଖୀର କରାଳ ରୂପ ଦେଖାଇବାରୁ ଏକାଧିକ ଘର ଛପର ଉଡ଼ିଥିବା ଦେଖିବାକୁ ମିଳିଛି। ପ୍ରକାଶ ଯେ, ଉକ୍ତ ବ୍ଲକ ସିଆଙ୍ଗବାଲି ପଞ୍ଚାୟତ ମାଲେବାଡ଼ି ଗ୍ରାମର ଶିକଲା ପ୍ରଧାନଙ୍କ…

ଓରେରାର ଅଧ୍ୟକ୍ଷ ଭାବରେ ନିଯୁକ୍ତ ଅସିତ କୁମାର ମହାପାତ୍ର

ଭୁବନେଶ୍ୱର: ଦୀର୍ଘ ଦିନର ଅପେକ୍ଷା ପରେ ରାଜ୍ୟ ସରକାର ବୁଧବାର ଅସିତ କୁମାର ମହାପାତ୍ରଙ୍କୁ ଓଡ଼ିଶା ରିଅଲ୍ ଇଷ୍ଟେଟ୍ ନିୟାମକ ପ୍ରାଧିକରଣ (ଓରେରା)ର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ନୂତନ ନିଯୁକ୍ତି ତାଙ୍କ କାର୍ଯ୍ୟଭାର ଗ୍ରହଣ କରିବା ତାରିଖରୁ…

ପିପିଲି ନାବାଳିକା ଦୁଷ୍କର୍ମ ଘଟଣା; ନ୍ୟାୟ ପାଇଁ ଏସପିଙ୍କୁ ଭେଟିଲା ବିଜେଡି ପ୍ରତିନିଧି ମଣ୍ଡଳୀ

ପୁରୀ: ପିପିଲି ଅଞ୍ଚଳରେ ନାବାଳିକା ଦୁଷ୍କର୍ମ ଘଟଣାରେ ତ୍ଵରିତ ନ୍ୟାୟ ପାଇଁ ଏସପିଙ୍କୁ ଭେଟିଛନ୍ତି ବିଜେଡି ପ୍ରତିନିଧି ମଣ୍ଡଳୀ । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଓ ନାରୀ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଏହି ପ୍ରତିନିଧି ମଣ୍ଡଳୀ । ସେପଟେ ଏହି ଘଟଣାରେ…

ଠିକା କାମର ବିଲ୍ ନ ଦେବାରୁ ଯନ୍ତ୍ରୀଙ୍କ ସମ୍ପତ୍ତି ଆଟାଚ କଲା କୋର୍ଟ, ବାକି ଥିଲା ୭୦ ଲକ୍ଷ ଓ ୧୮ ଲକ୍ଷ ଟଙ୍କାର ୨ଟି…

ସମ୍ବଲପୁର : ଠିକାକାମର ବିଲ୍ ନ ଦେବାରୁ ଯନ୍ତ୍ରୀଙ୍କ ସମ୍ପତ୍ତି ଆଟାଚ କଲା କୋର୍ଟ । ସମ୍ବଲପୁର ସିନିୟର ସିଭିଲ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଉତ୍ତରାଞ୍ଜଳ ରାସ୍ତା ଓ ଗୃହ ସମ୍ବଲପୁର ମଣ୍ଡଳଙ୍କ ସମ୍ପତ୍ତି ଆଟାଚ୍ କରାଯାଇଛି । କଲେଜ ହଷ୍ଟେଲ ନିର୍ମାଣ ବିଲ୍…

ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍‌ ଜବାବ ଦେବା ପାଇଁ ଆମ ସେନାବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା…

ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ପରୀକ୍ଷା ଫଳ ପ୍ରକାଶନ ନେଇ ଚାଲିଛି ସମସ୍ତ ପ୍ରକ୍ରିୟା । ଆଶା କରେ ଖୁବ ଶୀଘ୍ର ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ମେ ମାସ ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ନେଇ ସୂଚନା…

ଦୀଘା ‘ଜଗନ୍ନାଥ ଧାମ’ ନିଷ୍ପତ୍ତି ପ୍ରସଙ୍ଗ: ଗଜପତିଙ୍କୁ ଚିଠି ଲେଖି ଦୋଷ ଛଡ଼ାଇଲା ଇସ୍କନ

ପୁରୀ: ଦୀଘାରେ ଜଗନ୍ନାଥ ମନ୍ଦିରକୁ ନେଇ କିଛି ଦିନ ହେବ ବାଦ ବିବାଦ ଚାଲିଥିଲା। ଶ୍ରୀମନ୍ଦିରରୁ ବଳକା ଦାରୁ ଅଂଶ ନିଆଯାଇ ଚତୁର୍ଦ୍ଧା ବିଗ୍ରହ ନିର୍ମାଣ ପରେ ପଶ୍ଚିମବଙ୍ଗର ଦୀଘା ଜଗନ୍ନାଥ ମନ୍ଦିରରେ ପ୍ରତିଷ୍ଠା ହେଲା। ଦଇତାପତି ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ବଙ୍ଗଳା ଚ୍ୟାନେଲକୁ…