Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ: ନାମ ଯଜ୍ଞ, ଘୃତ ଯଜ୍ଞ ଓ ଅନ୍ନଯଜ୍ଞରେ ସମଗ୍ର ଅଞ୍ଚଳ…
ବାଲିଗୁଡା, ତା, ୧୬/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା' ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମିତିର!-->…
କିଟ୍ ଛାତ୍ରୀ ମୃତ୍ୟୁ ଘଟଣା: ୫ ଗିରଫ, ତଦନ୍ତ ଜାରି
ଭୁବନେଶ୍ବର: କିଟ୍ ଛାତ୍ରୀ ମୃତ୍ୟୁ ଘଟଣାରେ ସମ୍ପୃକ୍ତି ଘଟଣାରେ ମଙ୍ଗଳବାର ପୁଲିସ ବିଶ୍ୱବିଦ୍ୟାଳୟର ୫ ଜଣ କର୍ମଚାରୀଙ୍କୁ ଗିରଫ କରିଛି। ଇନଫୋସିଟି ଥାନା ପୁଲିସ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି।
ମୃତ!-->!-->!-->…
ଶିବରାତ୍ରି ପାଇଁ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ, ରାତି ୧୦ରେ ଉଠିବ ମହାଦୀପ
ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଉତ୍ସବ ପାଇଁ ରାତି ୧୦ଟାରେ ଉଠିବ ମହାଦୀପ । ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମିଳନୀ କକ୍ଷରେ ଆୟୋଜିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ନିଷ୍ପତି ନିଆଯାଇଛି । ଚଟାଣରେ କାରପେଟ ବିଛା, ପୋଲିସ ପ୍ରଶାସନ ପକ୍ଷରୁ!-->…
ବର୍ଷକରେ ମରିଛନ୍ତି ୮୧ ହାତୀ, ମୃତ୍ୟୁ ହାର ଚିନ୍ତାଜନକ
ଭୁବନେଶ୍ୱର: ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଛନ୍ତି । ହାତୀ ଶିକାର, ବିଦ୍ୟୁତ୍ ଆଘାତ ଭଳି ବିଭିନ୍ନ କାରଣରୁ ହାତୀ ମୃତ୍ୟୁ ହେଉଛି ବୋଲି ବିଧାନସଭାରେ ଆଜି ଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ!-->…
କିଟ୍ ଛାତ୍ରୀ ମୃତ୍ୟୁ ଘଟଣାରେ ତଥ୍ୟ ଅନୁସନ୍ଧାନ କମିଟି ଗଠନ କଲେ ରାଜ୍ୟ ସରକାର
ଭୁବନେଶ୍ବର: କିଟ୍ ବିଶ୍ବବିଦ୍ୟାଳୟରେ ରବିବାର ରାତିରେ ନେପାଳର ନିବାସୀ ତଥା ଇଂଜିନିୟରିଂ ଛାତ୍ରୀ ପ୍ରକୃତି ଲାମ୍ସା(୧୯)ଙ୍କ ମୃତ୍ୟୁ ନେଇ ରାଜ୍ୟ ସରକାର ଆଜି ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଜଣେ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ବରେ ଏହି କମିଟି ଘଟଣାର ତଦନ୍ତ କରିବ। ଏହି!-->…
ଜମିର ହେବ ନିର୍ଭୁଲ୍ ସର୍ଭେ; ଶୁଭାରମ୍ଭ ହେଲା ସହରାଞ୍ଚଳ ଡିଜିଟାଲ ସର୍ଭେ ‘ନକ୍ସା’
ଖୋର୍ଦ୍ଧା: ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ଆଦି ଓଡ଼ିଶାର ଚାରୋଟି ସହରରେ ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ 'ନକ୍ସା'। ଦେଶର ୧୫୨ ଟି ସହରରେ ଏ ଯୋଜନା ଆରମ୍ଭ ହୋଇଥିବା ବେଳେ ଓଡ଼ିଶାର ୪ଟି ସହରକୁ ନିଆଯାଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।
!-->!-->…
ରାଜ୍ୟର ୨ ହଜାରରୁ ଅଧିକ ଗାଁକୁ ରାସ୍ତା ନାହିଁ: ମନ୍ତ୍ରୀ
ଭୁବନେଶ୍ୱର: ବିଧାନସଭାରେ ଚାଲିଛି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଅଧିବେଶନ । ଏହି ସମୟରେ, ମଙ୍ଗଳବାର ପୂର୍ବ ସରକାର ଉପରେ ବର୍ଷିଛନ୍ତି ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଯେ, ପୂର୍ବ ସରକାର ଯୋଉ ଡିଣ୍ଡିମ ପିଟପୁଛନ୍ତି ଯେ, ଗତ ୨୫ ବର୍ଷ ଭିତରେ ରାଜ୍ୟ ବହୁତ ଆଗକୁ!-->…
ବିଧାନସଭାରେ କିଟ୍ ପ୍ରସଙ୍ଗ: ତାତିଲେ ବିଧାୟକ
ଭୁବନେଶ୍ବର: ଆଜି ବିଧାନସଭାରେ ଶୂନ୍ୟକାଳରେ କିଟ୍ ତାତି ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗ ଉଠାଇଛନ୍ତି ବିଜେପି ବିଧାୟକ ବାବୁ ସିଂ। ସେ କିଟ୍ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଗିରଫ କରିବାକୁ ବାଚସ୍ପତିଙ୍କ ନିକଟରେ ଦାବି କରିଛନ୍ତି। ବାବୁ ସିଂ କହିଛନ୍ତି, କିଟ୍ ବହୁ!-->…
କ୍ଷମା ମାଗିଲା କିଟ୍, ଆନ୍ଦୋଳନ ବେଳେ ଦୁର୍ବ୍ୟବହାର ପାଇଁ ୩ କର୍ମଚାରୀ ନିଲମ୍ବିତ
ଭୁବନେଶ୍ଵର: କିଟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ପରେ ଆନ୍ଦୋଳନକାରୀ ଛାତ୍ରଛାତ୍ରୀଙ୍କୁ ଦୁର୍ବ୍ୟବହାରକୁ ନେଇ କ୍ଷମା ମାଗିଛନ୍ତି କିଟ୍ କୁଳପତି ପ୍ରଫେସର ଶରଣଜିତ୍ ସିଂ । ଘଟଣାରେ ଦୁଇ ଜଣ ହଷ୍ଟେଲ ଅଧିକାରୀ ଓ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ କିଟ୍ କର୍ତ୍ତୃପକ୍ଷ ନିଲମ୍ବିତ କରିବା!-->…
ରାଜ୍ୟ କଂଗ୍ରେସର ‘ସଂକଳ୍ପ ପଦଯାତ୍ରା
ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ମଙ୍ଗଳବାର ଦିନ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ଏକ ‘ସଂକଳ୍ପ ପଦଯାତ୍ରା’ ଆରମ୍ଭ କରିଛି।
ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଏହି ପଦଯାତ୍ରା ଆରମ୍ଭ ହୋଇଥିଲା ବେଳେ ତୃଣମୂଳ ସ୍ତରରେ ସଂଗଠନକୁ ମଜବୁତ କରିବା ଲକ୍ଷ୍ୟ ନେଇ!-->!-->!-->…