Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଏଥର ରଥଯାତ୍ରାକୁ ଜଗିବ AI କ୍ୟାମେରା
ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଜଗିବ ଏଆଇ କ୍ୟାମେରା । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ଏସପି । ଟ୍ରାଫିକ୍ ଓ କ୍ରାଉଡ୍ ମ୍ୟାନେଜମେଣ୍ଟ ପାଇଁ ବଡ଼ଦାଣ୍ଡରେ ଲାଗିବ ଏଆଇ କ୍ୟାମେରା । ଏନଏଚ୍ ଓ ବଡ଼ଦାଣ୍ଡରେ କ୍ୟାମେରା ଲଗାଇବା କାର୍ଯ୍ୟ ଆରମ୍ଭ ହୋଇଛି!-->…
ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ
ଭୁବନେଶ୍ବର: ରାଜ୍ୟରେ ଆଇଏଏସ୍ ଏବଂ ଆଇପିଏସ୍ ଅଧିକାରୀଙ୍କ ମରୁଡି । ଖାଲି ପଡିଛି ପଦବୀ ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ରାଜ୍ୟରେ ଏବେ ମୋଟ ୨୪୮ ଆଇଏଏସ୍ ମଧ୍ୟରୁ ୧୮୨ ଜଣ କାର୍ଯ୍ୟରତ!-->!-->!-->…
ମୋ ବସ୍ ନା ମର୍ଡର ବସ୍? ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋଷ
ଭୁବନେଶ୍ୱର : ବିଧାନସଭାରେ ବି ଉଠିଲା ମୋ ବସ୍ ଦୁର୍ଘଟଣା ପ୍ରସଙ୍ଗ । ମୋ ବସ୍ ନା ମର୍ଡର ବସ୍ ? ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋଷ । ମୋ ବସ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ କ୍ଷତି ଭରଣା ପାଇଁ ସରକାର କି ପଦକ୍ଷେପ!-->…
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ୮ ମାସରେ ୫୦ ସରକାରୀ ବାବୁଙ୍କ ନାଁରେ ମାମଲା
ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଜାରି ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ। ଏହାରି ଭିତରେ ରାଜ୍ୟରେ ଦୁର୍ନୀତିକୁ ନେଇ ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଧରିବାକୁ ଭିଜିଲାନ୍ସ ଚେଷ୍ଟା ଜାରି ରଖିଥିବା ବେଳେ,!-->…
ଓଡ଼ିଶା ରକ୍ତଦାତା ସଂଗଠନ ମହାସଂଘ ବର୍ଦ୍ଧିତ ରକ୍ତ ପ୍ୟାକେଟ ଦର ପ୍ରତ୍ୟାହାର କରିବାକୁ ଦାବି
ଭୁବନେଶ୍ୱର: ଓଡ଼ିଶା ରକ୍ତଦାତା ମହାସଂଘ ଆଜି ଭାରତୀୟ ରେଡକ୍ରସ୍ ସୋସାଇଟି, ଓଡ଼ିଶାର ସଚିବଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛି ଏବଂ କେନ୍ଦ୍ରୀୟ ରେଡକ୍ରସ୍ ରକ୍ତ ବ୍ୟାଙ୍କ, କଟକ ଦ୍ୱାରା ରକ୍ତ ପ୍ୟାକେଟ ଦରରେ ସମ୍ପ୍ରତି ₹100 ବୃଦ୍ଧିକୁ ତୁରନ୍ତ ପ୍ରତ୍ୟାହାର କରିବାକୁ ଦାବି କରିଛି।!-->…
ପୁରୀରେ ଭୂକମ୍ପ ଗୁଜବ, ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୌଣସି ସୂଚନା ନାହିଁ
ପୁରୀ: ପୁରୀରେ ଭୂକମ୍ପ ଗୁଜବ । ଆଜି ସକାଳେ ପୁରୀରେ ୪.୭ ତୀବ୍ରତାରେ ଭୂକମ୍ପ ନେଇ କିଛି ଗଣମାଧ୍ୟମରେ ହୋଇଥିଲା ଜୋରଦାର ଚର୍ଚ୍ଚା । କିନ୍ତୁ ଏନେଇ ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । ଆଜି କେବଳ ଦିଲ୍ଲୀ ଓ ବିହାରରେ!-->…
୮ ମାସରେ ୧୮ ହଜାର ମହିଳା ବିରୋଧୀ ଅପରାଧ, ବଢିଛି ଧର୍ତ୍ତବ୍ୟ ଅପରାଧ ହାର
ଭୁବନେଶ୍ବର: ରାଜ୍ୟରେ କମୁନି ମହିଳା ବିରୋଧୀ ଅପରାଧ । ଦିନକୁ ଦିନ ମହିଳା ବିରୋଧୀ ଶୋଷଣ ବଢିଚାଲିଥିବା ବେଳେ ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତ ୮ ମାସରେ ୧୮ ହଜାର ୧ ମହିଳା ବିରୋଧୀ ଅପରାଧ ମାମଲା ରୁଜୁ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
!-->!-->!-->…
ବାଲିଅନ୍ତାରେ ଆପାର୍ଟମେଣ୍ଟ ଲୁଟେରାର ଏନକାଉଣ୍ଟର କଲା ପୋଲିସ, ଏମ୍ସରେ ଭର୍ତ୍ତି
ଭୁବନେଶ୍ବର: କମିଶନରେଟ ପୋଲିସକୁ ଆଉ ଏକ ସଫଳତା। ରାଜଧାନୀରେ ପୋଲିସର ଏନକାଉଣ୍ଟର। ଏହା ସହିତ ଏକ ଆପାର୍ଟମେଣ୍ଟ ଲୁଟେରାକୁ କାବୁ କରିବାରେ ସଫଳ ହୋଇଛି ପୋଲିସ। ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରେ ଏନକାଉଣ୍ଟର ହୋଇଛି। ରାଜ୍ୟ ବାହାରର ଲୁଟେରାକୁ ଏନକାଉଣ୍ଟର କରିଛି ପୋଲିସ।!-->…
ମୋ ବସ୍ ଦୁର୍ଘଟଣା: ଝିଅ ପରେ ମାଆର ମୃତ୍ୟୁ
ଭୁବନେଶ୍ବର: ପାତ୍ରପଡ଼ା ମୋ ବସ୍ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ । ଝିଅ ପରେ ମୋ ବସ୍ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୋ ବସ୍ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ଆଜି ମୃତ୍ୟୁ ଘଟିଛି।
ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ!-->!-->!-->…
୧୩ଜିଲ୍ଲାରେ ସଭାପତି ଘୋଷଣା କଲା ବିଜେପି
ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶାର ୧୩ଟି ଜିଲ୍ଲାର ସଭାପତିଙ୍କ ନାଁ ରବିବାର ଘୋଷଣା କରିଛି। ଦଳ ଅନୁଗୁଳ ପାଇଁ ଯଯାତି କେଶରୀ ପଟ୍ଟନାୟକ, ଭଦ୍ରକ ପାଇଁ ଭଗବାନ ପଣ୍ଡା, ଭୁବନେଶ୍ୱର ପାଇଁ ନିରଞ୍ଜନ ମିଶ୍ର, ଗଜପତି ପାଇଁ ନବକିଶୋର ଶବର ଓ ଯାଜପୁର ପାଇଁ ଦେବଯାନୀ!-->…