Browsing Category

ଓଡିଶା

ସ୍କୁଟି ଚାଳକଙ୍କୁ ଘୋଷାଡ଼ି ନେଲା ‘ମୋ ବସ୍’

ଭୁବନେଶ୍ୱର,୧୬।୨: ରାଜଧାନୀ ଭୁବନେଶ୍ୱର ପାତ୍ରପଡ଼ାରେ ଏକ ମୋ ବସ୍ ସ୍କୁଟି ଉପରେ ମାଡିଯିବା ଦୁର୍ଘଟଣାର ଏକ ଭିଡିଓ ଫୁଟେଜ୍ ସାମ୍ନାକୁ ଆସିଛି। ଯାହା ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି। ଭିଡିଓ ଫୁଟେଜ୍ ମୋ ବସ୍ ଦ୍ରୁତ ଗତିରେ ଆସି ସ୍କୁଟିକୁ ଧକ୍କା

ଓଡ଼ିଶାରେ IPL ଟ୍ରଫି: ଶ୍ରୀମନ୍ଦିରରେ ହେଲା ପୂଜା

ପୁରୀ,୧୬।୨: ଶ୍ରୀକ୍ଷେତ୍ର ପୁରୀରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ରବିବାର ଆଗାମୀ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) କ୍ରିକେଟ୍ ମ୍ୟାଚ୍ ର ଟ୍ରଫି ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ନିଆଯାଇଥିଲା। ସେଠାରେ ସେବାୟତମାନେ ଟ୍ରଫିକୁ ପୂଜାର୍ଚ୍ଚନା କରିଥିଲେ। ଟ୍ରଫି ଦେଖିବା ପାଇଁ ସେଠାରେ ବହୁ

ଋଷିକୁଲ୍ୟା ମୁହାଣରେ ସମୂହ ଅଣ୍ଡାଦାନ କଲେ ଅଲିଭ୍‌ରିଡ୍‌ଲେ

ଗଞ୍ଜାମ : ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀ ମୁହାଣରେ ରବିବାର ଚଳିତବର୍ଷର ପ୍ରଥମ ଥର ପାଇଁ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋର୍‌ ୪ଟାରେ ହଜାର ହଜାର କଇଁଛ ଋଷିକୁଲ୍ୟା ନଦୀ ମୁହାଣରେ ଏକାଠି ହୋଇ ଅଣ୍ଡାଦାନ କରିଥିଲେ। ପ୍ରଥମ ଦିନରେ ପ୍ରାୟ ୧୦ ହଜାରରୁ

ଚଳନ୍ତା ଓଏସଆରଟିସି ବସରେ ଲାଗିଲା ନିଆଁ

ହିଞ୍ଜିଳିକାଟୁ ୧୬!୨ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବିଜୁପଟ୍ଟନାୟକ ଛକ ନିକଟ ଚନ୍ଦ୍ର କଳ୍ପେଶ୍ଵର ମନ୍ଦିର ନିକଟ ଜାତୀୟ ରାଜପଥ ୫୯ ରେ ଚଳନ୍ତା ଓ ଆର ଟି ସି ଯାତ୍ରୀପୂର୍ଣ୍ଣ ସରକାରୀ ବସରେ ଅଚାନକ ନିଆଁ ଲାଗିଯାଇଥିଲା । ବସରେ ନିଆଁ ଲାଗିବା ଦେଖି ଡ୍ରାଇଭର ଗାଡି ରୋକିଥିଲେ । ଏହା

ମହାକୁମ୍ଭରେ ବୁଡ଼ ପକାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପ୍ରୟାଗରାଜ, ୧୬।୨: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ଅଂଶଗ୍ରହଣ କରି କରିଛନ୍ତି। ପତ୍ନୀ ମୃଦୁଳା ଠାକୁର ପ୍ରଧାନଙ୍କ ସହିତ ଧର୍ମେନ୍ଦ୍ର ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଥିଲେ, ଯାହା ତିନୋଟି

ସରକାରଙ୍କୁ ହସ୍ତାନ୍ତର କରାଗଲା ଜୟଲଳିତାଙ୍କ ସମ୍ପତ୍ତି

ଚେନ୍ନାଇ,୧୬ା୨: ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜେ. ଜୟଲଳିତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଜବତ ହୋଇଥିବା ଜିନିଷପତ୍ର ରାଜ୍ୟ ସରକାରଙ୍କୁ ଆନୁଷ୍ଠାନିକ ଭାବରେ ହସ୍ତାନ୍ତର କରାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ କରାଯାଇଥିବା ଏହି ହସ୍ତାନ୍ତର ଦଶନ୍ଧି ଧରି ଚାଲିଥିବା ଆଇନଗତ

‘ମହାକୁମ୍ଭ ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ’

ପାଟନା,୧୬।୨: ମହାକୁମ୍ଭକୁ ନେଇ ଆରଜେଡି ମୁଖ୍ୟ ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। କୁମ୍ଭ ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ ବୋଲି ସେ କହିଛନ୍ତି। ଏଥିସହ ନୂଆଦିଲ୍ଲୀ ରେଳ ଷ୍ଟେଶନ ଦୁର୍ଘଟଣାକୁ ସେ ଏକ ଦୁଃଖଦ ଘଟଣା କହିବା ସହ ମୃତକମାନଙ୍କୁ

ରାଜ୍ୟରେ ସ୍କୁଲ ପରୀକ୍ଷାର ପ୍ରଶ୍ନପତ୍ର ବିକ୍ରି ଅଭିଯୋଗ: ଚାରି ଜଣ ୟୁଟ୍ୟୁବର୍, ସରକାରୀ ଶିକ୍ଷକ ଗିରଫ

ଭୁବନେଶ୍ୱର,୧୬।୨: ଅନଲାଇନ୍ ପ୍ଲାଟଫର୍ମରେ ଓଡ଼ିଶାରେ ସ୍କୁଲ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ରାକେଟକୁ ପୋଲିସ ପର୍ଦାଫାଶ କରିଛି। ଏହି ମାମଲାରେ ଚାରି ଜଣ ୟୁଟ୍ୟୁବର୍ ଏବଂ ଜଣେ ସରକାରୀ ସ୍କୁଲ ଶିକ୍ଷକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ

ଶ୍ରୀମନ୍ଦିରରେ ଅଘଟଣ: ଭିତରକାଠ ନିକଟରେ ରକ୍ତଛିଟା, ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି

ପୁରୀ: ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ଚାଲିଛି ବଡ଼ ମହାସ୍ନାନ ନୀତି। ଏଥିପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି। ଭିତର କାଠରେ ରକ୍ତ ପଡ଼ିଥିବାରୁ ଏହି ବଡ଼ ମହାସ୍ନାନ କରାଯାଇଥିଲା । ପ୍ରାୟ ୨ରୁ ଅଢ଼େଇ ଘଣ୍ଟା ମହାସ୍ନାନ

ଫେବ୍ରୁଆରି ୧୯ରୁ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା: ସତର୍କ ସୂଚନା ଜାରି

ଭୁବନେଶ୍ୱର: ଆସନ୍ତା ୩ ଦିନ ମଧ୍ୟରେ ସାରା ଓଡ଼ିଶାରେ ରାତିର ତାପମାତ୍ରା ଧୀରେ ଧୀରେ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ ବୋଲି ରବିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପୂର୍ବାନୁମାନ କରିଛି।ଗତ ଦୁଇ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି। ରବିବାର ସକାଳେ ୭.୪ ଡିଗ୍ରି