Browsing Category

ଓଡିଶା

ଡିଏସ୍‌ପିଙ୍କ ସମେତ ୨ ଜଣଙ୍କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌

ଯାଜପୁର: ଟ୍ରକ୍‌ ଧକ୍କାରେ ଡିଏସ୍‌ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ଯାଜପୁର ଜିଲ୍ଲାରେ କାର୍ଯ୍ୟରତ ଡିଏସ୍‌ପି ଅଛନ୍ତି। ସେ ହେଲେ ବଳରାମ ନାୟକ। ଡିଏସ୍‌ପି ଶ୍ରୀ

କେବଳ ଅସମର୍ଥ ମାତାପିତାଙ୍କୁ ଭରଣପୋଷଣ ଦେବେ ପୁଅଝିଅ: ହାଇକୋର୍ଟ

କଟକ: ବାପାଙ୍କୁ ଭରଣପୋଷଣ ଦେବା ପାଇଁ ପୁଅକୁ ପ୍ରଦାନ କରାଯାଇଥିବା ନିର୍ଦ୍ଦେଶକୁ ହାଇକୋର୍ଟ ଖାରଜ କରି ରାୟ ଶୁଣାଇଛନ୍ତି ଯେ, ମାତାପିତା ଓ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ଓ କଲ୍ୟାଣ ଆଇନ, ୨୦୦୭ ଅନୁସାରେ, କେବଳ ଜଣେ ବରିଷ୍ଠ ନାଗରିକ ହୋଇଗଲେ ସନ୍ତାନ ବା ସମ୍ପର୍କୀୟଙ୍କ ନିକଟରୁ ଭରଣପୋଷଣ

ଫେବୃଆରୀ ୧୭ ଏବଂ ୨୪ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।  ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର  ଥିବାରୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

‘ବିଜେଡି ନେତା ନ ଚଳାଇଲେ ଧ୍ବଂସ ହୋଇଯିବ ବିଜେଡି’

ଭୁବନେଶ୍ବର: ଲୋକଙ୍କ ପାଇଁ କାମ କରିବାକୁ କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଲି । ଅନେକ ପ୍ରତିଶ୍ରୁତି ଦେଇ ଦଳରେ ସାମିଲ କରାଯାଇଥିଲା । ହେଲେ ଏବେ ଯଦି ତାହା ପୂରଣ ନହେଉଛି, ତେବେ ଦଳରେ କାହିଁକି ରହିବ ? ବିଜେଡିକୁ ନେତା ନ ଚଳାଇ ଆଉ ଜଣେ ଚଳାଇଲେ ଦଳ ଧ୍ବଂସ ହୋଇଯିବ । କଂଗ୍ରେସ ବରିଷ୍ଠ

୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ

ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ

ଭୁବନେଶ୍ଵର: ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ । ନୀଳଚକ୍ରରେ ନୂଆ ଅକ୍ଷୟ ଦଣ୍ଡ ଲଗାଇଛନ୍ତି ଚୂନରା ସେବାୟତ । ୧୭ ଫୁଟିଆ ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ କରାଯାଇଛି । ସୂଚନାଯୋଗ୍ୟ, ଗତକାଲି ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡଟି ଭାଙ୍ଗି ଯାଇଥିଲା ।

ସାତକୋଶିଆ ଗଣ୍ଡ ନିଷିଦ୍ଧାଞ୍ଚଳରେ ଉଡିଲା ହେଲିକପ୍ଟର

ଅନୁଗୁଳ: ଅନୁଗୁଳ ଜିଲ୍ଲା ମହାନଦୀର ସାତକୋଶିଆ ଗଣ୍ଡ ଉପରେ ଉଡ଼ିଛି ଏକ ହେଲିକପ୍ଟର । ନିଷିଦ୍ଧାଞ୍ଚଳ ସତ୍ତ୍ୱେ କିଏ ଓ କାହିଁକି ଗଣ୍ଡ ଉପରେ ହେଲିକପ୍ଟର ଉଡ଼ାଇଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । ଗୁରୁବାର ଅପରାହ୍ନ ୨ଟାରେ ଏହି ହେଲିକପ୍ଟରଟି ଗଣ୍ଡର ତଳ ଅବବାହିକା ଦିଗରୁ ଆଠମଲ୍ଲିକ

ପାଣ୍ଡିଆନଙ୍କ କଥାରେ ଗୃହକୁ ଅଚଳ କରୁଛି ବିଜେଡି: ଜୟନାରାୟଣ

ଭୁବନେଶ୍ଵର: ଦଳରେ ନାହାଁନ୍ତି କିନ୍ତୁ ବିଧାନସଭାରେ ଚାଲୁଛି ପାଣ୍ଡିଆନ୍ ରାଜ୍ । ବିଧାନସଭାରେ ପାଣ୍ଡିଆନଙ୍କ ଉପସ୍ଥିତିକୁ ନେଇ ପ୍ରମାଣ ଦେଲେ ଜୟନାରାୟଣ । କହିଲେ ଏବେ ବି ବିଜେଡିରେ ଚାଲିଛି ପାଣ୍ଡିଆନଙ୍କ ରାଜ । ପାଣ୍ଡିଆନଙ୍କ କଥାରେ ଗୃହକୁ ଅଚଳ କରୁଛି ବିଜେଡି । ଏବେ ବି ବିଜେଡିରେ

ମାରଣାସ୍ତ୍ର ଦେଖାଇ ପିଇଓଙ୍କଠାରୁ ୮ ଲକ୍ଷରୁ ଊର୍ଦ୍ଧ୍ୱ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଲୁଟ୍‌

କୋରାପୁଟ: କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ବିସିଂହପୁର ଥାନା ଅଞ୍ଚଳରେ ଆଜି ଦିନ ଦିପହରରେ ଜଣେ ପିଇଓଙ୍କଠାରୁ ୮ ଲକ୍ଷ ୫୯ ହଜାର ୩୦୦ ଟଙ୍କା ଲୁଟ୍ ହୋଇଯାଇଥିବା ଅଭିଯୋଗ ହୋଇଛି। ବିସିଂହପୁର ଥାନା ପୁଲିସ ଘଟଣାର ତଦନ୍ତ କରୁଛି। ଅଭିଯୋଗ ଅନୁଯାୟୀ, ବୋରିଗୁମ୍ମା ବ୍ଲକ ବୋଡ଼ିଗାଁ

ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର

ପୁରୀ: ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର। ରତ୍ନ ଭଣ୍ଡାରରେ କେତେ ଅଳଙ୍କାର ଅଛି , ତାହା ସାର୍ବଜନୀନ  କରିବେ ସରକାର। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଗଣତି ମଣତି ହେବା ପରେ ଅଳଙ୍କାର ନେଇ ତଥ୍ୟ ଦିଆଯିବ। ବର୍ତ୍ତମାନ