Browsing Category

ଓଡିଶା

ପ୍ରଶ୍ନକାଳରେ ବିରୋଧୀଙ୍କ ହଟ୍ଟଗୋଳ, ନିନ୍ଦା କଲା ବିଜେପି

ଭୁବନେଶ୍ବର: ଆଜି ବଜେଟ ଅଧିବେଶନର ଦ୍ବିତୀୟ ଦିନ । ହେଲେ ବିରୋଧୀଙ୍କ ବାରମ୍ବାର ହଟ୍ଟଗୋଳ ଯୋଗୁଁ ଚାଲିପାରୁନି ଗୃହ । ବିରୋଧି ବିଜେଡି ଏବଂ କଂଗ୍ରେସ ବିଭିନ୍ନ ପ୍ରସଙ୍ଗ ଉଠାଇ ଗୃହ ମଧ୍ୟକୁ ଆସି ହଙ୍ଗାମା କରିଛନ୍ତି । ଏମିତିକି ଆଜି ଗୃହ ଆରମ୍ଭରୁ ହିଁ କଡା ଆଭିମୁଖ୍ୟ ଦେଖାଇଥିଲେ ବିରୋଧୀ ।

କଟକରେ ମହିଳାଙ୍କୁ ଖଣ୍ଡାରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

କଟକ: କଟକରେ ଚାଞ୍ଚଲ୍ୟ । ଦିନ ଦ୍ୱିପ୍ରହରରେ ମହିଳାଙ୍କୁ ଖଣ୍ଡାରେ ହାଣି ବିଭତ୍ସ ହତ୍ୟା କରାଯଇଛି । କଟକ ପୋତାପୋଖୋରି ଅଞ୍ଚଳରେ ଘଟିଛି ଏହି ହତ୍ୟାକାଣ୍ଡ । ପାଣି ଟାଙ୍କି ନିକଟରେ ଥିବା ବସ୍ତି ଭିତରେ ମହିଳାଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ଘର ଭିତରୁ ମହିଳାଙ୍କୁ

ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ

ଭୁବନେଶ୍ଵର: ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ। ନନ୍ଦନକାନନର ଉନ୍ନତିମୂଳକ କାର୍ଯ୍ୟ ଚାଲୁଥିବା ଯୋଗୁଁ ପର୍ଯ୍ୟଟକମାନଙ୍କ ପାଇଁ ପ୍ରବେଶ ଏବଂ ପ୍ରସ୍ଥାନ ପଥରେ ପରିବର୍ତ୍ତନ କରାଯାଇଛି। ଫଳରେ ପର୍ଯ୍ୟଟକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି।

ଜେଲଗଲା କୋଟିପତି ଚୋର ସତୀଶ, ଚୋରି ଟଙ୍କାରେ କରୁଥିଲା ମସ୍ତି

ଭୁବନେଶ୍ଵର: ଘଟଣାର ଦୁଇ ସପ୍ତାହର ପରେ ଶେଷରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଚୋରକୁ ଧରିଛି ପୋଲିସ । ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରୁ ଆସି ଭୁବନେଶ୍ବରର ଭିଭିଆଇପି ଅଞ୍ଚଳରୁ ଚୋରି କରିଥିବା ୱାନ୍‌ମ୍ୟାନ୍‌ ଆର୍ମି ତଥା ସ୍ପାଇଡର୍‌ ମ୍ୟାନ୍‌ ଭାବେ

ଗିରଫ ହେଲେ ଡାଟା ଏଣ୍ଟ୍ରି ଅପରେଟର, ଚଢ଼ଉ ବେଳେ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ

ଜୟପୁର : ଗିରଫ ହେଲେ କୋଟିପତି ଆକାଉଣ୍ଟାଣ୍ଟ । କୋରାପୁଟ କୋଟପାଡ଼ ବାଟସଣା ପଞ୍ଚାୟତର ଆକାଉଣ୍ଟାଣ୍ଟ ତଥା ଡାଟା ଏଣ୍ଟ୍ରି ଅପରେଟର ପାର୍ଥସାରଥୀ ବିଷୋୟୀ ଗିରଫ ହୋଇଛନ୍ତି । ଚଢ଼ଉ ବେଳେ କୋଟି କୋଟି ଟଙ୍କାର ସଂପତ୍ତି ଠାବ ହୋଇଥିଲା । କୋରାପୁଟ ବୋରିଗୁମାରେ ରହିଛି ପାର୍ଥ ସାରଥୀଙ୍କର

ବି.ଏସ୍‌.ଏଫ୍‌. ଜବାନଙ୍କ ଦ୍ୱାରା ମାଓ ସାମଗ୍ରୀ ଜବତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ଥାନା ଅନ୍ତର୍ଗତ ସିଲାକୋଟା ଜଙ୍ଗଲରୁ ବି.ଏସ୍‌.ଏଫ୍‌. ଜବାନଙ୍କ ଦ୍ୱାରା ମାଓ ସାମଗ୍ରୀ ଜବତ ହୋଇଛିା ତତ୍ୟ ଅନୁ ଯାୟୀ ବିଶେଷ ସୁତ୍ରରୁ ଖବର ପାଇ ଜିଲ୍ଲା ପୋଲିସ ଓ ବି.ଏସ୍‌.ଏଫ୍ ଦ୍ୱିତୀୟ ବାଟାଲିୟନ ଜବାନ ମାନେ ସିଲାକୋଟା ଜଙ୍ଗଲ ଅଭିମୁଖେ ସର୍ଚ

‘‘ରାଜ୍ୟରେ ପଞ୍ଚାୟତକୁ ଅଧିକାର ହସ୍ତାନ୍ତର ସ୍ଥିତି- ଏକ ସାଂକେତିକ ସାକ୍ଷ୍ୟ ଆଧାରିତ ମାନ୍ୟତା’’ ରିପୋର୍ଟ ଉନ୍ମୋଚିତ

ନୂଆଦିଲ୍ଲୀ: କେନ୍ଦ୍ର ପଞ୍ଚାୟତିରାଜ, ମତ୍ସ୍ୟ ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସପି ସିଂ ବାଘେଲ ଆଜି ନୂଆଦିଲ୍ଲୀରେ ‘‘ରାଜ୍ୟରେ ପଞ୍ଚାୟତକୁ ଅଧିକାର ହସ୍ତାନ୍ତର ସ୍ଥିତି- ଏକ ସାଂକେତିକ ସାକ୍ଷ୍ୟ ଆଧାରିତ ମାନ୍ୟତା’’ ରିପୋର୍ଟକୁ ଉନ୍ମୋଚନ କରିଛନ୍ତି।ଢାଞ୍ଚା,

ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ, ହସ୍ପିଟାଲରେ ପହଞ୍ଚିଲେ…

ଭୁବନେଶ୍ୱର,୧୩ା୨: ଓଲିଉଡ୍‌ର ୮୦ ଦଶକର ସୁପରଷ୍ଟାର ଉତ୍ତମ ମହାନ୍ତି ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି

କେନ୍ଦ୍ର ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ – ଜୟନାରାୟଣ

ଭୁବନେଶ୍ୱର, ୧୩।୨: ବିଜେଡି ବିଧାୟକ ସନାତନ ମହାକୁଡ଼ ଭାଜପା ମିଶିବା ଚର୍ଚ୍ଚା ମଧ୍ୟରେ ବିସ୍ଫୋରକ ବୟାନ ଦେଇଛନ୍ତି ଭାଜପା ବିଧାୟକ ଜୟନାରାୟଣ ମିଶ୍ର। ଜୟନାରାୟଣ କହିଛନ୍ତି, କେନ୍ଦ୍ର ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ। ସେ ଆହୁରି କହିଛନ୍ତି କାଳେ ସବୁ ଭାଜପା ପଳେଇବେ ବୋଲି ନବୀନ ଭୟଭୀତ

ସୁରଙ୍କ ଉପରୁ ଉଠିବ ନିଲମ୍ବନ! 

ଭୁବନେଶ୍ୱର,୧୩।୨: କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟ ଏବେ ଚର୍ଚ୍ଚାକୁ ଆସିଛନ୍ତି। କୁହାଯାଉଛି ଭକ୍ତ ଚରଣ ଦାସ କଂଗ୍ରେସର ନୂଆ ପିସିସି ସଭାପତି ନିଯୁକ୍ତ ହେବା ପରେ ସୁରଙ୍କ ଉପରୁ ନିଲମ୍ବନ ଆଦେଶ ଉଠିପାରେ । ଏହାକୁ ନେଇ ସୁର ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଫେରାଇ ନେଲେ କଂଗ୍ରେସ