Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦହିବରା ଖାଇ ଝାଡାବାନ୍ତିରେ ଆକ୍ରାନ୍ତ ଘଟଣା, ୭ ଦିନ ପାଇଁ ସମସ୍ତ ଫାଷ୍ଟପୁଡ୍ ଦୋକାନ ବନ୍ଦ
ଯାଜପୁର : ଯାଜପୁର ଦଶରଥପୁରରେ ଦହିବରା ଓ ଫାଷ୍ଟଫୁଡ ଖାଇ ଶତାଧିକ ଲୋକ ଆକ୍ରାନ୍ତ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଦହିବରା ବ୍ୟବସାୟୀ ସର୍ବେଶ୍ୱର ସାହୁ କୋର୍ଟ ଚାଲାଣ । ସର୍ବେଶ୍ବର ଏବଂ ତାଙ୍କ ପତ୍ନୀଙ୍କୁ ଅଟକ ରଖି ପଚରାଉଚରା କରୁଥିଲା ଦଶରଥପୁର ଥାନା ପୋଲିସ । ପରେ ଖାଦ୍ୟ ସୁରକ୍ଷା!-->…
ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ, ଜୁନ୍ ୧ରୁ ବଦଳିବ ରେଳ ମାନଚିତ୍ର
ରାୟଗଡ଼ା: ବିଶାଖାପାଟଣାରେ ନୂଆ ‘ଦକ୍ଷିଣ ଉପକୂଳ ରେଳ ଜୋନ୍ । ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ’ । କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ‘ଦକ୍ଷିଣ ଉପକୂଳ ରେଳ ଜୋନ୍’ ଗଠନ ନେଇ ଆନୁଷ୍ଠାନିକ ଘୋଷଣା କରାଯାଇଛି । ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଏହି ନୂଆ ଜୋନ୍ ର!-->…
ବନ୍ଧୁକ ମୁନରେ ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ
ପଟ୍ଟାମୁଣ୍ଡାଇ: ବନ୍ଧୁକ ମୁନରେ ଲୁଟ୍ । ଘରୁ ଓ ଦୋକାନ ଘରୁ ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ । କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଚୁନଢିଅରେ ଏକ ସାନିଟାରୀ ଦୋକାନ ଓ ଘରୁ ଚୋରି ହୋଇଛି । ସମସ୍ତ ଡକାୟତ ମୁଖା ପିନ୍ଧିଥିବା ବେଳେ ହାତରେ!-->…
ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ କିଲନ୍ ମେଣ୍ଟେନାନ୍ସ କାମ କରୁଥିବା ବେଳେ ୩ ଶ୍ରମିକଙ୍କ ମୃତ୍ୟୁ
ଅନୁଗୁଳ : ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଘଟଣ । ଅନୁଗୋଳ ନିଶା ଥାନା ଅଧୀନରେ ଥିବା ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଘଟଣ ଘଟିଛି । କିଲନ୍ ମେଣ୍ଟେନାନ୍ସ କାମ କରୁଥିବା ବେଳେ ତିନି ଜଣ ଶ୍ରମିକ ଗୁରୁତର ହୋଇଥିଲେ । ସେମାନଙ୍କୁ ତୁରନ୍ତ ହିନ୍ଦୋଳନ ମେଡିକାଲକୁ!-->…
ଭିନ୍ନକ୍ଷମ, ଅସୁସ୍ଥ ଓ ଅସହାୟ ହିତାଧିକାରୀଙ୍କ ଘରେ ପହଞ୍ଚିବ ଭତ୍ତା
ଭୁବନେଶ୍ବର: ମଧୁ ବାବୁ ପେନ୍ସନ୍ ଯୋଜନା (MBPY) ଅଧୀନରେ ଭତ୍ତା ପାଉଥିବା ବୃଦ୍ଧ, ଅସହାୟ ଓ ଭିନ୍ନକ୍ଷମମାନଙ୍କୁ ଆଉ ଖରାରେ ବାହାରକୁ ଆସିବାକୁ ପଡ଼ିବ ନାହିଁ । ଏଣିକି ସେମାନଙ୍କୁ ସେମାନଙ୍କ ଘର ଦୁଆରମୁହଁରେ ଭତ୍ତା ଯୋଗାଇ ଦିଆଯିବ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର!-->…
ମାଛ ବଜାରରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିବା ଘଟଣା: କଣାସ ଥାନାର ୩ ଏଏସ୍ଆଇଙ୍କ ବଦଳି, ୪ ଗିରଫ
ପିପିଲି : ପୁରୀ ଜିଲ୍ଲା କଣାସରେ ମାଛ ବଜାରରେ ଯୁବକଙ୍କୁ ଗୋଡାଇ ଗୋଡାଇ ପନିକିରେ ହାଣିବା ଘଟଣା। କଣାସ ଥାନାର ୩ ଏଏସ୍ଆଇଙ୍କୁ ପୁରୀ ଏସ୍ପି ବଦଳି କରିଛନ୍ତି। ଜୁମର ବିଶ୍ଵାଳ, ସଞ୍ଜୟ ପାଟ୍ଟଶାଣୀ ଓ ସନ୍ତୋଷ ଉଦୟସିଂହଙ୍କୁ ଅସ୍ତରଙ୍ଗ, କାକଟପୁର ଓ କୃଷ୍ଣପ୍ରସାଦ ଥାନାକୁ ବଦଳି କରାଯାଇଛି।!-->…
୧.୨୩ ଲକ୍ଷ ବଞ୍ଚିତ ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା
ଭୁବନେଶ୍ଵର: ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ଟଙ୍କା । ୩ୟ କିସ୍ତିରୁ ବଞ୍ଚିତ ଥିବା ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ଆଜି ଟଙ୍କା ମିଳିଛି। ୬୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏହି ମହିଳା ମାନେ ଗତ ମାର୍ଚ୍ଚ ୮ ତାରିଖରେ ସୁଭଦ୍ରା!-->…
୬ ଦିନ ହେଲା ଜଳ ଯୋଗାଣ ଠପ, ରାସ୍ତାରୋକ କଲେ ମହିଳା
ଟିଟିଲାଗଡ଼: ତତଲାଗଡ଼ ଭାବରେ ପରିଚିତ ଟିଟିଲାଗଡ଼ ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି । ବ୍ଲକର ଦେଶିଲ ଏବଂ ବାନ୍ଧୁପଳା ଗାଁରେ ଦୀର୍ଘ ୬ ଦିନ ହେଲା ପାନୀୟ ଜଳ ଯୋଗାଣ ଠପ ହୋଇପଡିଛି । ଏହାକୁ ନେଇ ଅଭିଯୋଗ ସତ୍ବେ ପ୍ରଶାସନ ତଥା ବିଭାଗୀୟ ଅଧିକାରୀ ନିଦାବିଷ୍ଣୁ!-->…
ରାଜ୍ୟରେ ଆତଙ୍କ ଖେଳାଇଛନ୍ତି ସୁପାରି କିଲର….
ଭୁବନେଶ୍ୱର : ରାଜ୍ୟରେ ପୁଣି ଆତଙ୍କ ଖେଳାଇଛନ୍ତି ସୁପାରିକିଲର (ଭଡ଼ାଟିଆ ହତ୍ୟାକାରୀ)। ସୁପାରିକିଲରଙ୍କ ସହାୟତାରେ ଯୋଜନାବଦ୍ଧ ଭାବେ ଷଡ଼ଯନ୍ତ୍ର ରଚୁଛନ୍ତି ଷଡ଼ଯନ୍ତ୍ରକାରୀ। ବ୍ୟବସାୟିକ ଶତ୍ରୁତା, ରାଜନୈତିକ ଛକାପଞ୍ଝା, ଜମିବାଡ଼ି ବିବାଦ, ପ୍ରେମରେ ପ୍ରତାରଣା ଘଟଣାକୁ ନେଇ!-->…
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାରପ୍ରସାର କରୁଛି ଓଡ଼ିଶା ପରିବାର
ଭୁବନେଶ୍ବର : ଇଂଲଣ୍ଡରୁ ଜାପାନ ଆଉ ଦୁବାଇରୁ ଘାନା। ନିକଟରେ ଦକ୍ଷିଣ ଆଫ୍ରିକା ଏବଂ କୁଏତରେ ଥିବା ପ୍ରବାସୀ ଓଡ଼ିଆଙ୍କ ସହ ଯୋଡ଼ି ହୋଇଛି ଓଡ଼ିଶା ପରିବାର ନିର୍ଦେଶାଳୟ। ଏହା ରାଜ୍ୟ ତଥା ଦେଶ ବାହାରେ ଥିବା ପ୍ରତିଟି ପ୍ରବାସୀ ଓଡ଼ିଆଙ୍କୁ ସାହାଯ୍ୟ ସହଯୋଗର ହାତ ବଢ଼ାଇବା ତଥା ଓଡ଼ିଆ ଭାଷା,!-->…