Browsing Category

ଓଡିଶା

ଓଡ଼ିଶା ଟୁର୍ ରେ ଆସିବ ଆଇପିଏଲ ଟ୍ରଫି

ଭୁବନେଶ୍ୱର : ଓଡ଼ିଶା ଟୁର୍ ରେ ଆସିବାକୁ ଯାଉଛି ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ) ଟ୍ରଫି । ଆଇପିଏଲ ମ୍ୟାଚ୍ ଅନୁଷ୍ଠିତ ହୋଇ ନ ଥିଲା ବେଳେ ଏବେ ଏହାର ଟ୍ରଫି ଆସିବାକୁ ଯାଉଛି । ଆଇପିଏଲ ୨୦୨୪ରେ ଏକ ସ୍ମରଣୀୟ ଅଭିଯାନ ପରେ ଡିଫେଣ୍ଡିଂ ଚାମ୍ପିଅନ୍ସ କୋଲକାତା ନାଇଟ୍ ରାଇଡର୍ସ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ବୋନି କପୁର ଓ ଅର୍ଜୁନ କପୁର

ଭୁବନେଶ୍ୱର,୧୨ା୨: ସେଲିବ୍ରିଟି କ୍ରିକେଟ୍ ଲିଗ୍ (CCL)ର ୧୧ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଓଡ଼ିଶାର ବାରବାଟୀ ଷ୍ଟାଡିୟମରେ ଲିଗ ପର୍ଯ୍ୟାୟ ମ୍ୟାଚ୍ ଆୟୋଜନ ହେବାକୁ ଥିବା ବେଳେ ଏହା ପୂର୍ବରୁ ବଲିଉଡ ପ୍ରଯୋଜକ ବୋନି କପୁର ଏବଂ ବଲିଉଡ ଅଭିନେତା ଅର୍ଜୁନ କପୁର ମୁଖ୍ୟମନ୍ତ୍ରୀ ମୋହନ ଚରଣ

ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ(ବିଏସଇ)ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମାଟ୍ରିକ ପରୀକ୍ଷା ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀ ଉଭୟଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବୋର୍ଡ ମୁଖ୍ୟାଳୟରୁ

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ

କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଗତ ଫେବ୍ରୁଆରି ପହିଲାରେ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି

ଶିକ୍ଷିତ ପତ୍ନୀ ରୋଜଗାର ନ କରି ଭରଣପୋଷଣ ଦାବି କରିପାରିବେ ନାହିଁ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୧୨।୨: ନିକଟରେ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ଉପଯୁକ୍ତ ଲାଭଦାୟକ ଚାକିରିରେ ଅଭିଜ୍ଞତା ଥିବା ଜଣେ ସୁଶିକ୍ଷିତ ପତ୍ନୀ କେବଳ ତାଙ୍କ ସ୍ୱାମୀଙ୍କଠାରୁ ଭରଣପୋଷଣ ଦାବି କରିବା ପାଇଁ ବେରୋଜଗାର ରହିପାରିବେ ନାହିଁ। ଏକ ମାମଲାର ଶୁଣାଣି କରି, ହାଇକୋର୍ଟ ଏକ ଛାଡପତ୍ର

ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ୧୦୪ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର,୧୨।୨: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ଟି ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର

ନବ ଦାସ ହତ୍ୟା: ଜନସ୍ବାର୍ଥ ମାମଲାକୁ ଗୁରୁତ୍ବର ସହ ଗ୍ରହଣ କଲେ ହାଇକୋର୍ଟ

କଟକ: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ ତଦନ୍ତର ସ୍ଥିତି ନେଇ ଅବଗତ କରିବାକୁ ରାଜ୍ୟ

ଗାଁ ରେ ସଶକ୍ତ ହେବ କ୍ରୀଡା : ଗଞ୍ଜାମ ଜିଲାରେ ୨୨ଟି ବ୍ଲକରେ ହେବ ବ୍ଲକସ୍ତରୀୟ ଷ୍ଟାଡିୟମ, ଜାଗା ଚିହ୍ନଟ ପାଇଁ…

ଛତ୍ରପୁର : ରାଜ୍ୟରେ ସମସ୍ତ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବାନେଇ କ୍ୟାବିନେଟ୍ ମଞ୍ଜୁରି ମିଳିଛି । ଏନେଇ ଆଜି ରାଜ୍ୟ କ୍ରୀଡା ଓ ଯୁବ ବ୍ୟାପର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଓ କ୍ରୀଡା ସଚ୍ଚିବ ଭିସି ମାଧ୍ୟମରେ ଯୋଡିହୋଇ ଗଞ୍ଜାମ ଜିଲାରେ ଥିବା ୨୨ଟି ବ୍ଲକ ପାଇଁ ୨୨ ଟି ଜାଗା

କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି – ଭକ୍ତ ଦାସ

ଭୁବନେଶ୍ୱର,୧୨ା୨: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ। ଆସନ୍ତା ୧୮ରେ ଭୁବନେଶ୍ବର ଫେରିବି ବୋଲି ଭକ୍ତ କହିଛନ୍ତି। ସେ କହିଛନ୍ତି, ଫେରିଲା ପରେ ପ୍ରଥମେ ବରିଷ୍ଠ

ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ: ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୧୨।୨: ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ