Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
ଭୁବନେଶ୍ୱର: କନିଷ୍ଠ ଶିକ୍ଷକ (ସ୍କିମାଟିକ୍) ପାଇଁ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ସ୍ୱରୂପ ଓଡ଼ିଶା ସରକାର ଶିକ୍ଷକମାନଙ୍କ ମାସିକ ଦରମାରେ ୪,୯୦୦ ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫେବ୍ରୁଆରି ୧୨ ତାରିଖରେ ଏକ ପ୍ରସ୍ତାବରେ, ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ!-->…
ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ର ସପ୍ତଦଶ ପ୍ରତିଷ୍ଠା ଦିବସ ମହାସମାରୋହ
ଭୁବନେଶ୍ୱର: ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଏହାର ସପ୍ତଦଶ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳନ କରିଛି। ଏହି ଅବସରରେ ବୁଧବାର ଅରଗୁଳରେ ଅନୁଷ୍ଠାନର କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନର ସ୍ମୃତିଚାରଣ କରାଯାଇଥିଲା। ଏହି ଉତ୍ସବରେ ରାଜ୍ୟପାଳ ଡକ୍ଟର ହରିବାବୁ!-->…
ରାଜଯୋଗିନୀ ନିଲମ ଦିଦିଙ୍କ ଶ୍ରଦ୍ଧାଞ୍ଜଳୀ ସଭା, ନିଶାମୁକ୍ତ ଅଭିଯାନ ର ଶୁଭାରମ୍ଭ
ନବରଙ୍ଗପୁର : ନବରଙ୍ଗପୁର ସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ବରୀୟ ବିଶ୍ବବିଦ୍ୟାଳୟ ର ପ୍ରଥମ ମୁଖ୍ୟ ପ୍ରଶାସିକା ରାଜଯୋଗିନୀ ନୀଲମ ଦିଦିଙ୍କ ପ୍ରଥମ ଶ୍ରାଦ୍ଧ ଦିବସ ୩ ଦିନ ଧରି ଅନୁଷ୍ଠିତ ହୋଇଛି। ଆଜି ଏ ଅବସର ସ୍ଥାନୀୟ ଅମୃତ ସରୋବର ଆଶ୍ରମ ଠାରେ ଏକ ବିଶାଳ ସଭାରେ ରାଜନେତା,!-->…
ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ବର: ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି,!-->!-->!-->…
ଭକ୍ତ ଚରଣ ଦାସ ହେଲେ PCC ସଭାପତି
ଭୁବନେଶ୍ବର: ଓଡ଼ିଶା ରାଜନୀତିର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ସଭାପତିଙ୍କ ଅନୁମୋଦନ ପରେ ସାଧାରଣ ସଂପାଦକ କେସି!-->…
ଖୁବଶୀଘ୍ର ଜୟଦେବ ବିହାରରୁ ନନ୍ଦନକାନନ ଯୋଡି ହେବ ଫ୍ଲାଏ ଓଭର
ଭୁବନେଶ୍ବର: ରାଜଧାନୀରେ ଆରମ୍ଭ ହେବ ଫ୍ଲାଏ ଓଭର କାମ । ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ ବୋଲି କହିଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ସରକାର ଏହି ପ୍ରକଳ୍ପକୁ ଅନୁମତି ଦେଇ ସାରିଛନ୍ତି । ଖୁବଶୀଘ୍ର!-->…
ବାରବାଟୀରେ ଫ୍ଲଡଲାଇଟ ଅଚଳ ଘଟଣା; ଓସିଏକୁ ପରୋକ୍ଷରେ ଦୋଷ ଲଦିଲେ ଶକ୍ତି ମନ୍ତ୍ରୀ
ଭୁବନେଶ୍ୱର: କଟକ ବାରବାଟି ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ମ୍ୟାଚ ଚାଲିଥିବା ବେଳେ ହଠାତ୍ ଲାଇଟ୍ ଲିଭିଯିବା ରୁ ମ୍ୟାଚ୍ କିଛି ସମୟ ପାଇଁ ବନ୍ଦ ରହିଥିଲା । ଏହି ଘଟଣା ଉପରେ ପ୍ରତିକ୍ରିୟା ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।
ଶକ୍ତି!-->!-->!-->…
ଓଡ଼ିଶାର ଅକ୍ଷୟ ଶକ୍ତିରେ ୧ ବିଲିୟନ ଆମେରିକୀୟ ଡଲାର ନିବେଶ ପାଇଁ ଇଚ୍ଛୁକ ଏଚଆଇଏଫ
ଭୁବନେଶ୍ୱର: ସରିଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ । ହେଲେ ଏବେ ମଧ୍ୟ ଓଡ଼ିଶାକୁ ନିବେଶକଙ୍କର ସୁଅ ଛୁଟୁଛି । ଚିଲିର ଏଚଆଇଏଫ୍ ଗ୍ଲୋବାଲ ଇଣ୍ଡିଆ ନାମକ ବହୁରାଷ୍ଟ୍ରୀୟ କମ୍ପାନୀ ଓଡ଼ିଶାର ଅକ୍ଷୟ ଶକ୍ତିରେ ନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ଏନେଇ ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ!-->…
ପଞ୍ଜିକା ସମନ୍ୱୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ, ଏଣିକି ଭୁଲ ତଥ୍ୟ ଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ପୁରୀ : ପଞ୍ଜିକା ସମନ୍ୱୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ । ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକରେ ନିର୍ଭୁଲ ଓ ତ୍ରୁଟିବିହୀନ ପଞ୍ଜିକା ଉପରେ ଗୁରୁତ୍ୱ ଦିଆଯାଇଛି । ଆଠଟି ପଞ୍ଜିକା ଗଣନା ପ୍ରକାଶକଙ୍କୁ ନିମନ୍ତ୍ରଣ ଦିଆଯାଇଥିବା ବେଳେ ୫ଟି!-->…
ସୁଭଦ୍ରା ଯୋଜନା ଟଙ୍କା ପାଇନଥିବା ମହିଳାଙ୍କ ପାଇଁ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଫେବୃଆରୀ ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । ଏହାକୁ ମିଶାଇ ବତ୍ତର୍ମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା କିସ୍ତି ପାଇସାରିଲେଣି । ଏହା ସତ୍ତ୍ବେ ଏବେ ସୁଦ୍ଧା ଅଢେଇ ଲକ୍ଷରୁ ଅଧିକ!-->…