Browsing Category

ଓଡିଶା

୧୫ ଭିତରେ ଅଯୋଗ୍ୟ ହିତାଧିକାରୀ କାର୍ଡ ସରେଣ୍ଡର ନ କଲେ ହେବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ରାସନ୍ କାର୍ଡ ଇ-କେୱାଇସି ଅପଡେଟ ପାଇଁ ଆବେଦନ ନ କରିଥିଲେ ଆଉ ମିଳିବନି ସୁଯୋଗ । ଆସନ୍ତା ୧୫ ତାରିଖ ରାସନ କାର୍ଡ E-kyc ପାଇଁ ଆବେଦନର ଶେଷ ତାରିଖ । ଏହାପରେ ଆଉ ସମୟ ଅବଧି ବଢ଼ିବ ନାହିଁ ବୋଲି କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏପର୍ଯ୍ୟନ୍ତ

ଭିଜିଲାନ୍ସ ଜାଲରେ ତହସିଲଦାର, ୭ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଭିଯୋଗରେ ଭୁବନେଶ୍ବର ଓ ବାଲେଶ୍ବରର ୭ଟି ସ୍ଥାନରେ ଚାଲିଛି ଚଢାଉ । ରେଡ୍ ରେ ୬ DSP, ୩ ଇନ୍ସପେକ୍ଟର, ୧୦ ASIସାମିଲ ଅଛନ୍ତି । ସ୍ପେଶାଲ

ସ୍କର୍ପିଓ- ଅଟୋ ମୁହାଁ ମୁହିଁ ଧକ୍କା, ଘଟଣାସ୍ଥଳରେ ଦୁଇ ମୃତ

ବାରିପଦା: ସ୍କର୍ପିଓ- ଅଟୋ ମୁହାଁ ମୁହିଁ ଧକ୍କା, ଦୁଇ ମୃତ । ବାରିପଦା ୧୮ ନମ୍ବର ଜାତୀୟ ରାଜପଥ ମଞ୍ଚାବନ୍ଧା ଠାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବ୍ୟାଟେରୀ ଚାଳିତ ଅଟୋକୁ ସ୍କର୍ପିଓ ଧକ୍କା ଦେଇଛି । ଘଟଣାସ୍ଥଳରେ ଅଟୋ ଚାଳକ ସହିତ ଅନ୍ୟଜଣଙ୍କ ମୃତ୍ୟ ହୋଇଛି । ପୋଲିସ ପହଞ୍ଚି

ଓଡ଼ିଶା ସ୍ୱାସ୍ଥ୍ୟସେବା ନିୟମରେ ହେବ ପରିବର୍ତ୍ତନ, ଜାରି ହେଲା ବିଜ୍ଞପ୍ତି

ଭୁବନେଶ୍ୱର: ଓଡ଼ିଶା ମେଡିକାଲ ହେଲ୍‌ଥ ସର୍ଭିସେସ (ମେଥଡ୍‌ ଅଫ୍‌ ରିକ୍ୟୁଟ୍‌ମେଣ୍ଟ ଆଣ୍ଡ କଣ୍ଡିସନ୍‌ସ ଅଫ୍‌ ସର୍ଭିସେସ) ଆମେଣ୍ଡମେଣ୍ଟ ରୁଲସ୍‌-୨୦୨୫ କରାଯିବ। ଅର୍ଥାତ ଓଡ଼ିଶା ମେଡିକାଲ ହେଲ୍‌ଥ ସର୍ଭିସେସ ଆମେଣ୍ଡମେଣ୍ଟ ରୁଲସ୍‌ ୨୦୧୭ରେ ପରିବର୍ତ୍ତନ ଅଣାଯିବ। ଏହାଦ୍ୱାରା ଡାକ୍ତରଙ୍କ

କଟକରେ ଖୋଲିଲା ସର୍ବ ବୃହତ ବିଜୁ ପଟ୍ଟନାୟକ ପାର୍କ, ଅଛି ଦେଢ଼ କିଲୋମିଟରର ସିନ୍ଥେଟିକ୍ ରନିଂ ଟ୍ରାକ୍

କଟକ: କଟକରେ ଖୋଲିଲା ସର୍ଵ ବୃହତ ବିଜୁ ପଟ୍ଟନାୟକ ପାର୍କ । ୨୬ କୋଟି ଟଙ୍କା ବ୍ୟୟରେ ପୁନଃନିର୍ମାଣ ପରେ ସୋମବାର ଦିନ ଏହି ପାର୍କକୁ ଲୋକାର୍ପିତ କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ମନ୍ତ୍ରୀ କହିଛନ୍ତି ଯେ ଏହି ପାର୍କ କଟକବାସୀଙ୍କ ପାଇଁ ଏକ ଉପହାର ।

ବାଲାଟ୍ ପେପର ବ୍ୟବହାର କଲେ ବିଜେପି କୌଣସି ସ୍ଥାନରେ ଜିତିପାରିବ ନାହିଁ: ସଞ୍ଜୟ ରାଉତ

ମୁମ୍ବାଇ: ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ଆମ ଆଦମୀ ପାର୍ଟିକୁ ଝଟକା ଦେଇଥିବା ବେଳେ ଦେଶର ଅନ୍ୟାନ୍ୟ ଅଞ୍ଚଳର ବିରୋଧୀ ଦଳଗୁଡ଼ିକ ମଧ୍ୟ ଏହାକୁ ନେଇ ଆଶ୍ଚର୍ଯ୍ୟ ହୋଇଛନ୍ତି। ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନା ୟୁବିଟି ନେତା ଏବଂ ରାଜ୍ୟସଭା ସାଂସଦ ସଞ୍ଜୟ ରାଉତ ଫେବ୍ରୁଆରି ୮

୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ, ଗଜଉଦ୍ଧାରଣ ନୀତି ପାଇଁ କାର୍ଯ୍ୟ ସ୍ଥଗିତ

ପୁରୀ : ୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ । ଠିକ ସମୟରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ

ଉତ୍ତମ ମହାନ୍ତିଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର: ସୁଧୁରୁଛି ଓଲିଉଡ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟବସ୍ଥା । ଅନେକ କଳାକାରଙ୍କ ସମେତ ରାଜନେତା ମାନେ ମଧ୍ୟ ଉତ୍ତମଙ୍କୁ ଭେଟିବାକୁ ହସ୍ପିଟାଲରେ ପହଞ୍ଚିଛନ୍ତି । ଏଥିସହ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି । ଏହରି ଭିତରେ ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କୁ

ବିବାହ କରିବାକୁ ପୁଅର ଜିଦ୍, ବିରୋଧ କରିବାରୁ ବାପାର ନେଇଗଲା ଜୀବନ

ବଡ଼ବିଲ : କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ବାଂଶପାଣି ଅଞ୍ଚଳରେ ହତ୍ୟାକାଣ୍ଡ । ପୁଅର କାଠ ଫାଳିଆ ମାଡ଼ରେ ବାପାର ମୃତ୍ୟୁ ହୋଇଯାଇଛି । ମୃତକ ଯୋଡ଼ା ଥାନା ବାଂଶପାଣି ଅଞ୍ଚଳର ଅଜୟ ସେଠୀ ବୋଲି ଜଣାପଡିଛି । ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ଅଭିଯୁକ୍ତ ପୁଅ ବିକାଶ ସେଠୀକୁ ଥାନାରେ ଅଟକ

ଆସିଲା ଦଶମ ଆଡମିଟ୍‌ କାର୍ଡ

କଟକ: ଆସନ୍ତ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡମଟି କାର୍ଡ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.in ୱେବସାଇଟକୁ ଯାଇ ନିଜର ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ମାଟ୍ରିକ ସମେତ ଏସଓଏସସି ଏବଂ ମଧ୍ୟମା