Browsing Category

ଓଡିଶା

ବାରବାଟୀରେ ଲାଇଟ କଟିବା-ଟିକେଟ କଳାବଜାରୀ ପ୍ରସଙ୍ଗ: ସରକାରଙ୍କୁ ଦାୟୀ କଲେ ତାରା ବାହିନୀପତି

ଭୁବନେଶ୍ବର: ବାରବାଟୀରେ ଭାରତ ଏବଂ ଇଂଲଣ୍ଡ ମ୍ୟାଚ୍ ସମୟରେ ଲାଇଟ କଟିବା ପ୍ରସଙ୍ଗରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ସରକାର ଏଥିପାଇଁ ଦାୟୀ। ମୁଁ ଏହାକୁ ନିନ୍ଦା କରୁଛି। ଓଡ଼ିଶାର କଥା ବାହାରେ ପଡିଛି। ଯେଉଁମାନେ ଭୁଲ

ଷଣ୍ଢ ଆକ୍ରମଣରେ ମହିଳାଙ୍କ ଜୀବନ ଗଲା

ଭୁବନେଶ୍ୱର: ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳରେ ସୋମବାର ଦିନ ଏକ ଷଣ୍ଢ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସହରର ମଞ୍ଚେଶ୍ୱର ଥାନା ଅଧୀନସ୍ଥ ବାରିମୁଣ୍ଡା ଅଞ୍ଚଳରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ରବିବାର ମହିଳାଙ୍କୁ ଷଣ୍ଢ ଆକ୍ରମଣ କରିଥିଲା ​​ଯାହାପରେ ସେ

ନବବଧୂଙ୍କ ସଂନ୍ଦେହ ଜନକ ମୃତ୍ୟୁ, ଯୌତୁକ ଜନିତ ହତ୍ୟା ଅଭିଯୋଗ

ଗୁଣୁପୁର: ଗୁଣୁପୁର ଥାନା ଅନ୍ତର୍ଗତ ଗଣେଷ ବିହାର ଠାରେ ଭଡାଟିଆ ଘରେ ନବବଧୂଙ୍କ ସଂନ୍ଦେହ ଜନକ ମୃତ୍ୟ ହୋଇଛି । ମୃତକ ହେଲେ ରଶ୍ମୀ ରଂଞ୍ଜନୀ ବଡକୁମାର । ଯୌତୁକ ଜନିତ ହତ୍ୟା ଅଭିଯୋଗ ଆଣିଲେ ମୃତ ମହିଳାଙ୍କର ବାପା କୁଞ୍ଜ ବିହାରୀ ବଡକୁମାର । ୮ ମାସ ତଳେ ଜଣେ ପୋଲିସ କନେଷ୍ଟବଳଙ୍କୁ ବିବାହ

ପାନୀୟ ଜଳ ଯୋଗାଇବେ ସରକାର; ୭୦ରୁ ଅଧିକ ଜନସଂଖ୍ୟା ଥିବା ଗାଁରେ ଖୋଳାଯିବ ୨ଟି ନଳକୂପ 

ଭୁବନେଶ୍ବର: ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବେ ରାଜ୍ୟ ସରକାର। ଗାଁ ଗାଁରେ ନଳକୂପ ଦେବେ ବିଜେପି ସରକାର। ଖରାଦିନକୁ ଆଖି ଆଗରେ ରଖି 70 ଜନସଂଖ୍ୟା ଥିବା ଗାଁରେ ଖୋଳାଯିବ ନଳକୂପ । ଯେଉଁ ଗାଁରେ 70ରୁ ଅଧିକ ଜନସଂଖ୍ୟା ଥିବ ସେଠାରେ 2ଟି ନଳକୂପ ବସିବ। ଏନେଇ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛି

ମାଓବାଦୀଙ୍କୁ ନେଇ ଓଡ଼ିଶା ସୀମାବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ ଜାରି

ମାଲକାନଗିରି: ଧ୍ବଂସ ହେଉଛି ମାଓଗଡ଼। ଗତକାଲି ୩୧ ମାଓବାଦୀଙ୍କ ନିପାତ ପରେ ଆହୁରି ଜୋରଦାର କରାଯାଇଛି ଅପରେସନ। ତେବେ ଏନେଇ ଓଡ଼ିଶା ସୀମାବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି। ଏହି ସୀମାବର୍ତ୍ତୀ ଅଞ୍ଚଳରେ ମୁତୟନ ହୋଇଛନ୍ତି ଅଧିକ ଫୋର୍ସ। ସୀମାନ୍ତ ଅଞ୍ଚଳକୁ ସିଲ୍ କରି ଅପରେସନ୍

ବାରବାଟୀରେ ପୂର୍ବ ସରକାର ଖାଲି ନଡ଼ିଆ ବାଡ଼େଇଥିଲେ: କ୍ରୀଡାମନ୍ତ୍ରୀ

ଭୁବନେଶ୍ବର: ବାରବାଟୀ ବିଭ୍ରାଟ ନେଇ ଏବେ ରାଜ୍ୟ ରାଜନୀତି ସରଗରମ ରହିଛି। ଏନେଇ ବିରୋଧୀ ଏବଂ ଶାସକ ଦଳ ପରସ୍ପର ମୁଣ୍ଡରେ ଅଠା ବୋଳିବାରେ ଲାଗିଛନ୍ତି। ଅଭିଯୋଗର ବାକ୍‌ଯୁଦ୍ଧ ଜାରି ରହିଛି। ଏନେଇ କ୍ରୀଡାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି, ବାରବାଟୀ ଏକ ଐତିହ୍ୟ ସମ୍ପନ୍ନ

ବାରବାଟୀ ବିଭ୍ରାଟ: କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେଡ଼ି, ପୂର୍ବ ସରକାରଙ୍କୁ ଦାୟୀ କଲା ବିଜେପି

ଭୁବନେଶ୍ବର: ବାରବାଟୀ ବିଭ୍ରାଟ ନେଇ ବିରୋଧୀ ଦଳ ବିଜେଡ଼ି ଏବଂ ଶାସକ ଦଳ ବିଜେପି ମୁହାଁମୁହିଁ ହୋଇଛନ୍ତି। ବିଜେଡ଼ି ପକ୍ଷରୁ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି। ବିଜେଡ଼ି କହିଛି ଯଦି ନୈତିକତା ଅଛି ତେ‌ବେ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ନିଜ ଉପରେ ପଦକ୍ଷେପ ନେଇ

କାହିଁକି ଗଲା ଲାଇଟ୍?, ଓସିଏକୁ ୧୦ ଦିନ ଭିତରେ ଉତ୍ତର ମାଗିଲେ ମନ୍ତ୍ରୀ

କଟକ: ବାରବାଟୀ ଷ୍ଟାଡିୟମରେ ଲାଇଟ ବନ୍ଦ ହେବା ପ୍ରସଙ୍ଗକୁ ନେଇ ଏବେ ଓସିଏକୁ ଜାରି ହେଲା କାରଣ ଦର୍ଶାଅ ନୋଟିସ୍ । କାହିଁକି ଲାଇଟ ବନ୍ଦ ହେଲା?, ଏନେଇ ସୋ କଜ୍ ନୋଟିସ୍ ଜାରି କରିଛି କ୍ରୀଡା ବିଭାଗ । ଏଭଳି ଅବ୍ୟବସ୍ଥାକୁ ନେଇ ୧୦ ଦିନ ଭିତରେ ଉତ୍ତର ରଖିବାକୁ ଓସିଏକୁ ନିର୍ଦ୍ଦେଶ ଦିଆଯାଇଛି

ଟ୍ୱିନ ସିଟିରେ ଗାଡି ଚେକିଂ କଡାକଡି

ଭୁବନେଶ୍ବର: ଆଜିଠୁ ଟ୍ୱିନ ସିଟିରେ ପୁଣି ଆରମ୍ଭ ହେବ ଗାଡି ଚେକିଂ। ଗାଡି ଚେକିଂ କଡାକଡି ହେବ ବୋଲି କମିଶନରେଟ୍ ପୋଲିସ ପୂର୍ବରୁ ସଚେତନ କରିଛି। ଚେକିଂ ପୂର୍ବରୁ ବିକଟାଳ ହର୍ଣ୍ଣ, କଳା କାଚ ନଲଗାଇବାକୁ ତାଗିଦ କରିଛି କମିଶନରେଟ୍ ପୋଲିସ। ଚେକିଂ ପୂର୍ବରୁ କାଢି ଦିଅନ୍ତୁ ନଚେତ୍ ଧରାପଡିଲେ

ବାରବାଟୀରେ ମ୍ୟାଚ୍‌ ସହ ସିରିଜ୍‌ ଜିତିଲା ଭାରତ

କଟକ : ଭାରତ ଇଂଲଣ୍ଡକୁ ଦ୍ବିତୀୟ ଦିନିକିଆରେ ୪ ଓ୍ବିକେଟରେ ହରାଇଛି । ଏହା ସହିତ ଟିମ୍ ୩ ମ୍ୟାଚର ସିରିଜରେ ୨-୦ରେ ଆଗୁଆ ରହିଛି । ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ୨ୟ ମ୍ୟାଚ୍ ଖେଳାଯାଇଛି। ଏହି