Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସୁଧ ଟଙ୍କା ପାଇଁ ୯ବର୍ଷର ନାବାଳକ ପୁଅକୁ ଅପହରଣ !
କାକଟପୁର: ଥାନା ସମ୍ମୁଖରେ କାନ୍ଦି କାନ୍ଦି ଗୁହାରୀ କରୁଛନ୍ତି ବାପା ମାଆ । କହୁଛନ୍ତି ଆମ ପୁଅକୁ ଫେରାଇ ଆଣ । ସେ ସକାଳୁ କିଛି ଖାଇନି । ତାକୁ ଭାରି ଡର ଲାଗୁଥିବ । ହେଲେ କୁଆଡେ ଯାଇଛି ୟାଙ୍କ ପୁଅ । କିଏ ନେଇଛି ତାକୁ? ବୁଝୁ ବୁଝୁ ସାମ୍ନାକୁ ଆସିଲା ଏମିତି ଘଟଣା । କୁଆଡେ ଉଧାର!-->…
BCAC ଦ୍ୱାରା ଗୋଲ୍ଡେନ ଟ୍ରାଙ୍ଗେଲ୍ ସାଇକିଲିଂ ଚାମ୍ପିଅନଶିପ୍ ଅନୁଷ୍ଠିତ
ଭୁବନେଶ୍ୱର: ଭୁବନେଶ୍ୱର ସାଇକିଲିଂ ଆଣ୍ଡ ଆଡଭେଞ୍ଚର କ୍ଲବ୍ (ବିସିଏସି)ର ଗୋଲ୍ଡେନ ଟ୍ରାଙ୍ଗେଲ୍ ସାଇକିଲିଂ ଚାମ୍ପିଅନଶିପର ସପ୍ତମ ସଂସ୍କରଣ ସଫଳତାର ସହ ଶେଷ ହୋଇଛି । ପ୍ରତିଯୋଗିତାରେ ଭାଗ ନେଇଥିବା ପ୍ରତିଯୋଗୀମାନେ ଭୁବନେଶ୍ୱରରୁ ସାଇକଲେ ଚଲାଇ ପୁରୀ ଯାଇଥିଲେ ଏବଂ ସେଠାରୁ ଫେରିଥିଲେ ।!-->…
ଫ୍ଲଡ ଲାଇଟରେ ଗୁରୁତର ସମସ୍ୟା, ପ୍ୟାଭିଲିୟନକୁ ଫେରିଲେ ଉଭୟ ଦଳର ଖେଳାଳି
କଟକ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ବିତୀୟ ଦିନିକିଆରେ ବାରବାଟୀ ଷ୍ଟାଡିୟମର ଅବ୍ୟବସ୍ଥା ସାମ୍ନାକୁ ଆସିଛି। ମ୍ୟାଚର ଦ୍ବିତୀୟ ଇନିଂସରେ ଭାରତ ବ୍ୟାଟିଂ କରୁଥିବା ବେଳେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ୩୦୫ ରନ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଇନିଂସର ସପ୍ତମ ଓଭରରେ ଏଭଳି ଘଟଣା!-->…
ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ଶାଶୁଘର ଲୋକ ଫେରାର
ଖଲ୍ଲିକୋଟ: ଗଞ୍ଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ନୂତନ ଗୁରୁଣ୍ଠି ଗ୍ରାମରେ ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ । ଗତକାଲି ରାତିରେ ବୋହୁର ମୃତଦେହ ଉଦ୍ଧାର କରିଛି ପୋଲିସ । ଝିଅ ପରିବାର ଲୋକେ ଶ୍ୱଶୁର ଘର ଆଗରେ ଧାରଣାରେ ବସିଛନ୍ତି । ସେପଟେ ଶାଶୁ, ଶ୍ୱଶୁର, ନଣନ୍ଦ ଫେରାର ହୋଇଯାଇଛନ୍ତି!-->…
ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
ବାଲିଗୁଡା,: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଜ୍ୟୋସ୍ନାମୟୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ବନ!-->…
ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ନିଆଁ
ଜଗତସିଂହପୁର: ଜଗତସିଂହପୁର ସହର ଦୁର୍ଗା ବଜାରରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ। ଆଜି ସକାଳୁ ବ୍ୟାଙ୍କର ସଟର ବାଟଦେଇ ଧୂଆଁ ବାହାରୁଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଏହା ପରେ ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସଟର ଭାଙ୍ଗିବା ସହିତ ନିଆଁକୁ!-->…
ଆରମ୍ଭ ହେଲା ଦେବରକୁଣ୍ଡ ମେଳା, ଦେବରକୁଣ୍ଡରେ ବୁଡ଼ ପକାଇ ଆଶିଷ ଲାଭ କରୁଛନ୍ତି ଶ୍ରଦ୍ଧାଳୁ
ଭଦ୍ରକ: ଆରମ୍ଭ ହୋଇଛି ଭଦ୍ରକର ପ୍ରସିଦ୍ଧ ଦେବରକୁଣ୍ଡ ମେଳା । କାଉପୁର ସ୍ଥିତ ଥିବା ଦେବରକୁଣ୍ଡଠାରେ ପବିତ୍ର ଭୈମୀ ଏକାଦଶୀରୁ ଆରମ୍ଭ ହୋଇଛି ଏହି ମେଳା। ଧାର୍ମିକ ଦୃଷ୍ଟି କୋଣରୁ ଏହି ମେଳା ବହନ କରୁଛି ସ୍ବତନ୍ତ୍ର ମାହାତ୍ମ୍ୟ। କିମ୍ବଦନ୍ତୀ କହେ ପ୍ରଭୁ ରାମଚନ୍ଦ୍ର ଓ ମାତା ସୀତା ବନବାସରେ!-->…
ଛତିଶଗଡ଼ରେ ୩୧ ନକ୍ସଲ ନିପାତ ଘଟଣା ଏକ ବଡ଼ ସଫଳତା: ଅମିତ ଶାହ
ଭୁବନେଶ୍ୱର: ଛତିଶଗଡ଼ର ବିଜାପୁରରେ ରବିବାର ସକାଳୁ ସୁରକ୍ଷାକର୍ମୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ନିହତ ହୋଇଥିବା ବେଳେ ୨ଜଣ ଯବାନ ସହିଦ ହୋଇଥିଲେ।
ନକ୍ସଲ ନିପାତ ଘଟଣାକୁ ଏକ ବଡ଼ ସଫଳତା ବୋଲି କହିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ।!-->!-->!-->…
ଯାଜପୁରରେ ବୀଭତ୍ସ ହତ୍ୟା, ଷ୍ଟୁଡିଓ ଭିତରୁ ମାଲିକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର
ଯାଜପୁର : ଷ୍ଟୁଡ଼ିଓ ମାଲିକଙ୍କୁ ବିଭତ୍ସ ଭାବେ ହାଣି ହତ୍ୟା । ଯାଜପୁର ରୋଡ ଥାନା ସୋବରାରେଏହି ବିଭତ୍ସ୍ୟ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି କ୍ଷତାକ୍ତ ମୃତଦେହକୁ ଉଦ୍ଧାର କରିଛି । ପୂର୍ବ ଶତ୍ରୁତାରୁ ଗତକାଲି ବିଳମ୍ବିତ ରାତିରେ ହତ୍ୟା କରାଯାଇଛି!-->…
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଏନ୍କାଉଣ୍ଟରରେ ୩୧ ମାଓବାଦୀ ନିହତ
ମାଲକାନଗିରି ୦୯।୦୨ : ମାଓ ସଂଗଠନକୁ ଜୋରଦାର ଝଟ୍କା । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩୧ ମାଓବାଦୀ । ଛତିଶଗଡ଼ ବିଜାପୁର ଜଙ୍ଗଲରେ ଘଟିଛି ଏହି ଏନ୍କାଉଣ୍ଟର । ଏବେବି ଜଙ୍ଗଲରେ ଚାଲିଛି ସର୍ଚ୍ଚ ଅପରେସନ ।
ଖବର ଅନୁଯାୟୀ, ବିଜାପୁର ଜଙ୍ଗଲରେ କିଛି ମାଓବାଦୀମାନେ ଲୁଚି!-->!-->!-->…