Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଫେବୃଆରୀ ୧୬ରେ ବିଧାନସଭା ଘେରିବେ ଶିକ୍ଷକ
ଭୁବନେଶ୍ବର: ଆସନ୍ତା ୧୬ରେ ବିଧାନସଭା ଘେରିବେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ । ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ । ଯାହା ଅନିର୍ଦ୍ଧିଷ୍ଟ କାଳ ପାଇଁ ଚାଲିବ ବୋଲି ଚେତାବନୀ ଦେଇଛି ସଂଘ ।
ଉକ୍ତ ଦାବି ଗୁଡିକ ହେଲା, ୨୦୧୦ ମସିହାରେ ରାଜ୍ୟରେ ଲାଗୁ ହୋଇଥିବା ଶିକ୍ଷା!-->!-->!-->…
ତିନିଯୁବକଙ୍କ ଆକ୍ରମଣରେ ଜଣେ ଶ୍ରମିକ ମୃତ, ଜଣେ ଗୁରୁତର
ଛେଣ୍ଡିପଦା ନିଶା ଶିଳ୍ପାଞ୍ଚଳ ଥାନା ଗୋଳାବନ୍ଧରେ ସ୍ଥାନୀୟ ତିନିଯୁବକଙ୍କ ଆକ୍ରମଣରେ ଜିନ୍ଦଲ କମ୍ପାନୀର ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉଜଣେ ଗୁରୁତର ଆହତ ହୋଇଛନ୍ତି।
ପୁଲିସ ସୂତ୍ରରୁ ପ୍ରକାଶ ଗତକାଲି ରାତି ୮ ଟାରେ ଜିନ୍ଦଲ ପ୍ଲାଣ୍ଟରେ କାମ ସାରି ବିହାର ଅଞ୍ଚଳର!-->!-->!-->…
ଏଫଆଇଏଚ୍ ପ୍ରୋ ଲିଗ୍: ଭୁବନେଶ୍ୱରରେ ପହଞ୍ଚିଲେ ଇଂଲଣ୍ଡ ମହିଳା ହକି ଦଳ, ୧୫ରୁ ହକି ଫାଇଟ୍
ଭୁବନେଶ୍ବର: ଇଂଲଣ୍ଡ ମହିଳା ହକି ଦଳ ରବିବାର ଦିନ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ । ଏହା ଫେବୃଆରୀ ୧୫ ରୁ ୨୫ ତାରିଖ!-->…
ଦିଲ୍ଲୀରେ ଉତ୍ତମ ମହାନ୍ତି, ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା
ଦିଲ୍ଲୀରେ ଉତ୍ତମ ମହାନ୍ତି । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା । ଗତକାଲି ଘରୋଇ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି । ଗ୍ରୀନ କରିଡରରେ ହସ୍ପିଟାଲରୁ ଏୟାରପୋର୍ଟକୁ ନିଆଯାଇଥିଲା । ଲିଭର ସିରୋସିସରେ ପୀଡ଼ିତ ହୋଇ କିମ୍ସ ସୁପର ସ୍ପେଶାଲିଟି!-->…
୧୫ ପରେ ଆଉ ବଢ଼ିବନି ରାସନ କାର୍ଡ ଇ-କେୱାଇସି ଅବଧି
ଭୁବନେଶ୍ଵର: ରାସନ କାର୍ଡ ଧାରକଙ୍କ ପାଇଁ ବଡ ଖବର । ୧୫ରେ ସରିବ ରାସନ କାର୍ଡ ଇ-କେୱାଇସି ଅବଧି । ୧୫ ପରେ ଆଉ ବଢ଼ିବନି ଇ-କେୱାଇସି ଅବଧି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏବେ ସୁଦ୍ଧା ୩୭ ଲକ୍ଷ ୮୫ ହଜାର ୪୯୬ ଲୋକ ଇ-କେୱାଇସି କରିନାହାନ୍ତି ।!-->…
ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ରାଜ୍ୟର ୧ନଂ ହେବ: ମୁଖ୍ୟମନ୍ତ୍ରୀ
କେନ୍ଦୁଝରଗଡ଼: ଭାରତୀୟ ଚିକିତ୍ସକ ସଂଘ କେନ୍ଦୁଝର ଓ ବଡବିଲ ଶାଖା ମିଳିତ ସହଯୋଗରେ ଭାରତୀୟ ଚିକିତ୍ସକ ସଂଘ ଓଡ଼ିଶା ଶାଖାର ୭୪ତମ ବାର୍ଷିକ ଅଧିବେଶନ ଧରଣୀଧର ଭେଷଜ ମହାବିଦ୍ୟାଳୟ ଅଡିଟୋରିୟମଠାରେ ରବିବାର ଉଦ୍ଯାପିତ ହୋଇଯାଇଛି। ସଂଘର ରାଜ୍ୟ ସଭାପତି ଡାକ୍ତର ଶ୍ୟାମ ସୁନ୍ଦର ଖଣ୍ଡେଲୱାଲଙ୍କ!-->…
ଦୋକାନରେ ଲାଗିଲା ନିଆଁ, ନିଜ ଦୋକାନରେ ଜିଅନ୍ତା ଜଳି ଗଲେ ମହିଳା
ପଟ୍ଟାମୁଣ୍ଡାଇ: ପାନ ଦୋକାନରେ ଲାଗିଲା ନିଆଁ । ନିଜ ଦୋକାନରେ ନିଜେ ଜଳି ଗଲେ ମହିଳା । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବକ୍ତାରପୁର ଛକରେ ଘଟିଛି ଏଭଳି ଘଟଣା । ମୃତ ମହିଳା ଜଣଙ୍କ ହେଲେ ୪୮ ବର୍ଷିୟ କମଳା ସାହୁ । ବକ୍ତାରପୁର ଛକରେ କମଳାଙ୍କ ପାନ ଦୋକାନ ରହିଛି। ପୋଲିସ!-->…
ଏୟାରଲିପ୍ଟ ହେବେ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି
ଭୁବନେଶ୍ଵର: ଏୟାରଲିପ୍ଟ ହେବେ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି । ଲିଭର ସିରୋସିସ ପରି ଗମ୍ଭୀର ରୋଗରେ ପୀଡିତ ହୋଇ ଗତ ୩ ଦିନ ଧରି କିମ୍ସରେ ଚିକିତ୍ସିତ ହେଉଥିଲେ ଅଭିନେତା । ବର୍ତ୍ତମାନ ତାଙ୍କର ଅବସ୍ଥା ଗୁରୁତର ଅଛି । ଗତକାଲିଠାରୁ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି। ଅଧିକ ଚିକିତ୍ସା!-->…
ଭିସୁଟର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁ ନିଯୁକ୍ତ
ଭୁବନେଶ୍ୱର: ଓଡିଶା ରାଜ୍ୟପାଳ ତଥା କୁଳାଧିପତି ଡ. ହରି ବାବୁ କମ୍ଭମ୍ପତି ବୁର୍ଲାର ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜିର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁଙ୍କୁ ନିଯୁକ୍ତ କରିଛନ୍ତି।
୫୯ ବର୍ଷୀୟ ପ୍ରଫେସର ସାହୁ ବର୍ତ୍ତମାନ କୋଚିନ୍ ୟୁନିଭରସିଟି ଅଫ୍ ସାଇନ୍ସ!-->!-->!-->…
ବ୍ୟାସ ସରୋବରର ନବୀକରଣର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁର ଜିଲ୍ଲା ବ୍ୟାସନଗର ଉପକଣ୍ଠରେ ଥିବା ପ୍ରାଚୀନ ଏବଂ ପୂରାଣ ପ୍ରସିଦ୍ଧ ବ୍ୟାସ ସରୋବରର ନବୀକରଣର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ମହର୍ଷି ବ୍ୟାସଦେବଙ୍କ ଏଠି ମହାଭାରତର ଶେଷପର୍ବ ରଚନା!-->…