Browsing Category

ଓଡିଶା

ବ୍ୟାସ ସରୋବରର ନବୀକରଣର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁର ଜିଲ୍ଲା ବ୍ୟାସନଗର ଉପକଣ୍ଠରେ ଥିବା ପ୍ରାଚୀନ ଏବଂ ପୂରାଣ ପ୍ରସିଦ୍ଧ ବ୍ୟାସ ସରୋବରର ନବୀକରଣର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ମହର୍ଷି ବ୍ୟାସଦେବଙ୍କ ଏଠି ମହାଭାରତର ଶେଷପର୍ବ ରଚନା

ସର୍ବନିମ୍ନ ୧୦ ହଜାର ଟଙ୍କା ମିଳିବ ପେନସନ୍

ଭୁବନେଶ୍ୱର: ଗତ ୨୦୨୪ ଅଗଷ୍ଟ ୨୪ ତାରିଖରେ ଏକୀକୃତ ପେନସନ୍ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ୍ । ସୁନିଶ୍ଚିତ ପେନ୍‌ସନ୍, ପାରିବାରିକ ପେନ୍‌ସନ୍, ମୁଦ୍ରାସ୍ଫିତି ଆଦି ବିଭିନ୍ନ କାରଣକୁ ଦୃଷ୍ଟିରେ ରଖି ଅନୁରୂପ ପେନ୍‌ସନ୍ ନିର୍ଦ୍ଧାରଣ କରିବା ପାଇଁ ବିଭିନ୍ନ ସେବା

୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ଏଗାରଟି ପ୍ରସ୍ତାବରେ ବାଜିଛି ମୋହର। ତୃଣମୂଳ ସ୍ତରରେ କ୍ରୀଡ଼ାଭିତ୍ତି ଭୂମି ବିକାଶ ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ | କ୍ରୀଡ଼ା ଓ ଯୁବ ସେବା ବିଭାଗ ତରଫରୁ ଯେଉଁ ପିଲାମାନେ ଭଲ ପ୍ରଦର୍ଶନ କରନ୍ତି, ସେମାନଙ୍କୁ ବ୍ଲକ

ଭାରତ-ଇଂଲଣ୍ଡ ମ୍ୟାଚ୍: କଟକରେ ଦୁଇଦିନିଆ ଟ୍ରାଫିକ୍‌ କଟକଣା

କଟକ: ବାରବାଟୀରେ ଆସନ୍ତାକାଲି ଖେଳାଯିବ ଭାରତ-ଇଂଲଣ୍ଡ ମ୍ୟାଚ୍। କ୍ରିକେଟ ମ୍ୟାଚ ପାଇଁ ଯେପରି କୌଣସି ଟ୍ରାଫିକ୍‌ ସମସ୍ୟା ନହୁଏ ସେଥିପାଇଁ କଟକ ଟ୍ରାଫିକ ପୋଲିସ ପକ୍ଷରୁ ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ଶନିବାର ନେଟ୍‌ ପ୍ରାକ୍ଟିସ୍‌ ପାଇଁ ଦିନ ୧ଟାରୁ ରାତି ୯ଟା ଏବଂ ରବିବାର ସକାଳ

ବଦଳିବ ମୋ ବସ ନାମ, ହେବ ‘ଆମ ବସ’, ବସ୍‌ର ଆଗରେ ଓ ପଛରେ ଲାଗିବ କ୍ୟାମେରା

ଭୁବନେଶ୍ବର: ବଦଳିବ ମୋ ବସ ନାମ । ମୋ ବସ ବଦଳରେ ହେବ ‘ଆମ ବସ’ । ଭୁବନେଶ୍ବର ‌ସମେତ କଟକ, ରାଉରକେଲା, ସମ୍ବଲପୁର, ଖୋର୍ଦ୍ଧା ସହରରେ ପରିଚାଳିତ ହେଉଥିବା ସାଧାରଣ ପରିବହନ ବ୍ୟବସ୍ଥା ‘ମୋ ବସ୍’ର ନାମ ବଦଳିବ । ଏ ନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗଣମାଧ୍ୟମକୁ କହିଛନ୍ତି

ମହିଳାଙ୍କ ଆକାଉଣ୍ଟକୁ ଆସିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେଇ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ

ବିଗିଡିଲା ଭେଟେରାନ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି । ତିନି ଦଶନ୍ଧି ଧରି

ମହାନଦୀ ବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗଲା ମାମୁ -ଭଣଜାଙ୍କ ଜୀବନ

କଟକ : ଦୁର୍ଘଟଣା ନେଲା ମାମୁ -ଭଣଜାଙ୍କ ଜୀବନ । ଜଗତପୁର ଶିଖରପୁରକୁ ସଂଯୋଗ କରୁଥିବା ମହାନଦୀ ବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାଇ ଭଉଣୀ ଓ ପାଞ୍ଚ ବର୍ଷର ପୁଅ ବାଇକରେ ଯାଉଥିବାବେଳେ ଏକ ଅଜଣା ଗାଡ଼ି ଧକ୍କା ଦେଇ ଫେରାର ହୋଇଯାଇଥିଲା । ଦୁର୍ଘଟଣାରେ ମାମୁ -ଭଣଜାଙ୍କ

ରାଜ୍ୟରେ ଲାଗୁ ହେବ ଅନ୍ତୋଦୟ ଗୃହ ଯୋଜନା, ୧୧ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର

ଭୁବନେଶ୍ୱର: ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସମାଜର ଦୁର୍ବଳ ବର୍ଗର ଲୋକମାନଙ୍କୁ

ଜାମିନ ପାଇଁ ହାଇକୋର୍ଟର ଦ୍ୱାରସ୍ଥ ହେଲେ ହଂସିତା-ଅନୀଲ୍‌

କଟକ : ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହଂସୀତା ଅନୀଲ। ବହୁଚର୍ଚ୍ଚିତ ଠକେଇ ମାମଲାରେ ଜାମିନ ଲୋଡିଛନ୍ତି ହଂସୀତା ଅଭିଲିପ୍ସା ଓ ଅନୀଲ କୁମାର ମହାନ୍ତି। ଇନଫୋସିଟି ଥାନାରେ ରୁଜୁ ମାମଲାରେ ଜାମିନ ଆବେଦନ କରିଛନ୍ତି । ଭୁବନେଶ୍ୱର ଅତିରିକ୍ତ ଦୌରାଜଜ୍ ଜାନୁଆରୀ ୨୮ ରେ ଜାମିନ ଖାରଜ