Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ରାଜ୍ୟର ୧ନଂ ହେବ: ମୁଖ୍ୟମନ୍ତ୍ରୀ
କେନ୍ଦୁଝରଗଡ଼: ଭାରତୀୟ ଚିକିତ୍ସକ ସଂଘ କେନ୍ଦୁଝର ଓ ବଡବିଲ ଶାଖା ମିଳିତ ସହଯୋଗରେ ଭାରତୀୟ ଚିକିତ୍ସକ ସଂଘ ଓଡ଼ିଶା ଶାଖାର ୭୪ତମ ବାର୍ଷିକ ଅଧିବେଶନ ଧରଣୀଧର ଭେଷଜ ମହାବିଦ୍ୟାଳୟ ଅଡିଟୋରିୟମଠାରେ ରବିବାର ଉଦ୍ଯାପିତ ହୋଇଯାଇଛି। ସଂଘର ରାଜ୍ୟ ସଭାପତି ଡାକ୍ତର ଶ୍ୟାମ ସୁନ୍ଦର ଖଣ୍ଡେଲୱାଲଙ୍କ!-->…
ଦୋକାନରେ ଲାଗିଲା ନିଆଁ, ନିଜ ଦୋକାନରେ ଜିଅନ୍ତା ଜଳି ଗଲେ ମହିଳା
ପଟ୍ଟାମୁଣ୍ଡାଇ: ପାନ ଦୋକାନରେ ଲାଗିଲା ନିଆଁ । ନିଜ ଦୋକାନରେ ନିଜେ ଜଳି ଗଲେ ମହିଳା । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବକ୍ତାରପୁର ଛକରେ ଘଟିଛି ଏଭଳି ଘଟଣା । ମୃତ ମହିଳା ଜଣଙ୍କ ହେଲେ ୪୮ ବର୍ଷିୟ କମଳା ସାହୁ । ବକ୍ତାରପୁର ଛକରେ କମଳାଙ୍କ ପାନ ଦୋକାନ ରହିଛି। ପୋଲିସ!-->…
ଏୟାରଲିପ୍ଟ ହେବେ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି
ଭୁବନେଶ୍ଵର: ଏୟାରଲିପ୍ଟ ହେବେ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି । ଲିଭର ସିରୋସିସ ପରି ଗମ୍ଭୀର ରୋଗରେ ପୀଡିତ ହୋଇ ଗତ ୩ ଦିନ ଧରି କିମ୍ସରେ ଚିକିତ୍ସିତ ହେଉଥିଲେ ଅଭିନେତା । ବର୍ତ୍ତମାନ ତାଙ୍କର ଅବସ୍ଥା ଗୁରୁତର ଅଛି । ଗତକାଲିଠାରୁ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି। ଅଧିକ ଚିକିତ୍ସା!-->…
ଭିସୁଟର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁ ନିଯୁକ୍ତ
ଭୁବନେଶ୍ୱର: ଓଡିଶା ରାଜ୍ୟପାଳ ତଥା କୁଳାଧିପତି ଡ. ହରି ବାବୁ କମ୍ଭମ୍ପତି ବୁର୍ଲାର ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜିର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁଙ୍କୁ ନିଯୁକ୍ତ କରିଛନ୍ତି।
୫୯ ବର୍ଷୀୟ ପ୍ରଫେସର ସାହୁ ବର୍ତ୍ତମାନ କୋଚିନ୍ ୟୁନିଭରସିଟି ଅଫ୍ ସାଇନ୍ସ!-->!-->!-->…
ବ୍ୟାସ ସରୋବରର ନବୀକରଣର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁର ଜିଲ୍ଲା ବ୍ୟାସନଗର ଉପକଣ୍ଠରେ ଥିବା ପ୍ରାଚୀନ ଏବଂ ପୂରାଣ ପ୍ରସିଦ୍ଧ ବ୍ୟାସ ସରୋବରର ନବୀକରଣର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ମହର୍ଷି ବ୍ୟାସଦେବଙ୍କ ଏଠି ମହାଭାରତର ଶେଷପର୍ବ ରଚନା!-->…
ସର୍ବନିମ୍ନ ୧୦ ହଜାର ଟଙ୍କା ମିଳିବ ପେନସନ୍
ଭୁବନେଶ୍ୱର: ଗତ ୨୦୨୪ ଅଗଷ୍ଟ ୨୪ ତାରିଖରେ ଏକୀକୃତ ପେନସନ୍ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ୍ । ସୁନିଶ୍ଚିତ ପେନ୍ସନ୍, ପାରିବାରିକ ପେନ୍ସନ୍, ମୁଦ୍ରାସ୍ଫିତି ଆଦି ବିଭିନ୍ନ କାରଣକୁ ଦୃଷ୍ଟିରେ ରଖି ଅନୁରୂପ ପେନ୍ସନ୍ ନିର୍ଦ୍ଧାରଣ କରିବା ପାଇଁ ବିଭିନ୍ନ ସେବା!-->…
୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ଏଗାରଟି ପ୍ରସ୍ତାବରେ ବାଜିଛି ମୋହର। ତୃଣମୂଳ ସ୍ତରରେ କ୍ରୀଡ଼ାଭିତ୍ତି ଭୂମି ବିକାଶ ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ | କ୍ରୀଡ଼ା ଓ ଯୁବ ସେବା ବିଭାଗ ତରଫରୁ ଯେଉଁ ପିଲାମାନେ ଭଲ ପ୍ରଦର୍ଶନ କରନ୍ତି, ସେମାନଙ୍କୁ ବ୍ଲକ!-->…
ଭାରତ-ଇଂଲଣ୍ଡ ମ୍ୟାଚ୍: କଟକରେ ଦୁଇଦିନିଆ ଟ୍ରାଫିକ୍ କଟକଣା
କଟକ: ବାରବାଟୀରେ ଆସନ୍ତାକାଲି ଖେଳାଯିବ ଭାରତ-ଇଂଲଣ୍ଡ ମ୍ୟାଚ୍। କ୍ରିକେଟ ମ୍ୟାଚ ପାଇଁ ଯେପରି କୌଣସି ଟ୍ରାଫିକ୍ ସମସ୍ୟା ନହୁଏ ସେଥିପାଇଁ କଟକ ଟ୍ରାଫିକ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି କରାଯାଇଛି। ଶନିବାର ନେଟ୍ ପ୍ରାକ୍ଟିସ୍ ପାଇଁ ଦିନ ୧ଟାରୁ ରାତି ୯ଟା ଏବଂ ରବିବାର ସକାଳ!-->…
ବଦଳିବ ମୋ ବସ ନାମ, ହେବ ‘ଆମ ବସ’, ବସ୍ର ଆଗରେ ଓ ପଛରେ ଲାଗିବ କ୍ୟାମେରା
ଭୁବନେଶ୍ବର: ବଦଳିବ ମୋ ବସ ନାମ । ମୋ ବସ ବଦଳରେ ହେବ ‘ଆମ ବସ’ । ଭୁବନେଶ୍ବର ସମେତ କଟକ, ରାଉରକେଲା, ସମ୍ବଲପୁର, ଖୋର୍ଦ୍ଧା ସହରରେ ପରିଚାଳିତ ହେଉଥିବା ସାଧାରଣ ପରିବହନ ବ୍ୟବସ୍ଥା ‘ମୋ ବସ୍’ର ନାମ ବଦଳିବ । ଏ ନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗଣମାଧ୍ୟମକୁ କହିଛନ୍ତି!-->…
ମହିଳାଙ୍କ ଆକାଉଣ୍ଟକୁ ଆସିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ୱର: ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେଇ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ!-->…