Browsing Category

ଓଡିଶା

ବିଗିଡିଲା ଭେଟେରାନ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି । ତିନି ଦଶନ୍ଧି ଧରି

ମହାନଦୀ ବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗଲା ମାମୁ -ଭଣଜାଙ୍କ ଜୀବନ

କଟକ : ଦୁର୍ଘଟଣା ନେଲା ମାମୁ -ଭଣଜାଙ୍କ ଜୀବନ । ଜଗତପୁର ଶିଖରପୁରକୁ ସଂଯୋଗ କରୁଥିବା ମହାନଦୀ ବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାଇ ଭଉଣୀ ଓ ପାଞ୍ଚ ବର୍ଷର ପୁଅ ବାଇକରେ ଯାଉଥିବାବେଳେ ଏକ ଅଜଣା ଗାଡ଼ି ଧକ୍କା ଦେଇ ଫେରାର ହୋଇଯାଇଥିଲା । ଦୁର୍ଘଟଣାରେ ମାମୁ -ଭଣଜାଙ୍କ

ରାଜ୍ୟରେ ଲାଗୁ ହେବ ଅନ୍ତୋଦୟ ଗୃହ ଯୋଜନା, ୧୧ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର

ଭୁବନେଶ୍ୱର: ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସମାଜର ଦୁର୍ବଳ ବର୍ଗର ଲୋକମାନଙ୍କୁ

ଜାମିନ ପାଇଁ ହାଇକୋର୍ଟର ଦ୍ୱାରସ୍ଥ ହେଲେ ହଂସିତା-ଅନୀଲ୍‌

କଟକ : ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହଂସୀତା ଅନୀଲ। ବହୁଚର୍ଚ୍ଚିତ ଠକେଇ ମାମଲାରେ ଜାମିନ ଲୋଡିଛନ୍ତି ହଂସୀତା ଅଭିଲିପ୍ସା ଓ ଅନୀଲ କୁମାର ମହାନ୍ତି। ଇନଫୋସିଟି ଥାନାରେ ରୁଜୁ ମାମଲାରେ ଜାମିନ ଆବେଦନ କରିଛନ୍ତି । ଭୁବନେଶ୍ୱର ଅତିରିକ୍ତ ଦୌରାଜଜ୍ ଜାନୁଆରୀ ୨୮ ରେ ଜାମିନ ଖାରଜ

ମହାପ୍ରଭୁଙ୍କ ଦର୍ଶନ କଲେ ଟିମ୍‌ ଇଣ୍ଡିଆ

କଟକ: ଇନସିଟିରେ କ୍ରିକେଟ ଫିଭର। ଆସନ୍ତାକାଲି (ରବିବାର) କଟକ ବାରବାଟୀରେ ସୁପରସଣ୍ଡେରେ ସୁପର ମୁକାବିଲା। ଭୁବନେଶ୍ବରରେ ଭାରତ ଓ ଇଂଲଣ୍ଡ ଟିମ। ଟୁଉଭୟ ଦଳର ଖେଳାଳି ସ୍ବତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ମେ

ମାଲକାନଗିରି ଆରଏମସି ରେ ଦୁର୍ନୀତି ର ଗନ୍ଧ :ଧର୍ମକୁ ଆଖିଠାର ନୀତିରେ ଉନ୍ନତି ନାମରେ ଦୁର୍ନୀତି…!!

ଭୁବନେଶ୍ବର ୮ !୨ ମାଲକାନଗିରି ଆରଏମସି ରେ ଉନ୍ନତି ନାମରେ ବ୍ୟାପକ ଦୁର୍ନୀତି ହେଉଛି lହିସାବ ରକ୍ଷକ ରୁ ସମ୍ପାଦକ ରୁପେ ପରିଚାଳନା କରିଥିବା ଦେବୀ ପ୍ରସାଦ ତ୍ରିପାଠୀ ଙ୍କ ୯ ମାସ ମଧ୍ୟରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରିବା ସହ ଅନେକ ଗୁଡ଼ିଏ କାମ କରିଛନ୍ତି। ସେଥିରେ ଦୁର୍ନୀତି

କନ୍ଧମାଳରେ ଆଉ ଏକ ଦାଦନ ଯନ୍ତ୍ରଣା : ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରିଲେ

ବାଲିଗୁଡା : ରାଜ୍ୟରେ ସରୁନି ଦାଦନ ଯନ୍ତ୍ରଣା । କାମ ପାଇବା ଆଶାରେ ରାଜ୍ୟ ବାହାର କୁ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରିବାକୁ ଯାଇ ଅକାଳରେ ଚାଲି ଯାଉଛି ଜୀବନ। ଗଲାବେଳେ ସୁସ୍ଥ ସବଳ ଶରୀର ନେଇ ଯାଉଛନ୍ତି, କିନ୍ତୁ ଫେରିବା ବେଳକୁ ଶବ ହୋଇ ଫେରୁଛନ୍ତି । ଏପରି ଏକ ଅଭାବନୀୟ ଘଟଣା

ଏସୟୁଜେ ଓଡ଼ିଶାର ୫ମ ବାର୍ଷିକ ଉତ୍ସବ : ବିପଦକୁ ନ ଡରି ସତ୍ୟର ସାମ୍ନା କର – ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର (୦୭/୦୨) : ସତ୍ୟ, ଦ୍ଵାପର, ତ୍ରେତୟା ଓ କଳିଯୁଗରେ ସଦା ସତ୍ୟର ଜୟ । କଣ୍ଟକିତ ପଥରେ ସାମ୍ବାଦିକତା ବୃତ୍ତିରେ ଥିବା ସାମ୍ବାଦିକ ଜୀବନ କୁ ବିପନ୍ନ ଖବର ପରିବେଷଣ କରୁଥିଲେ ମଧ୍ୟ ଉପଯୁକ୍ତ ମର୍ଯ୍ୟାଦା ନ ମିଳିବା ପରିତାପର ବିଷୟ। ଗଣମାଧ୍ୟମ ବିପନ୍ନ ହେଲେ ଗଣତନ୍ତ୍ର ଦୁର୍ବଳ ହୁଏ

ଭୁବନେଶ୍ୱରରେ ପହଞ୍ଚିଲେ ଇଣ୍ଡିଆ-ଇଂଲଣ୍ଡ ଖେଳାଳି

ଭୁବନେଶ୍ବର: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳିବା ପାଇଁ ଉଭୟ ଭାରତ ଓ ଇଂଲଣ୍ଡ ଟିମ୍ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଉଭୟ ଦଳର ଖେଳାଳି ସ୍ବତନ୍ତ୍ର ବିମାନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ପରେ ସେମାନଙ୍କୁ

୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନିଯୁକ୍ତି ମେଳା । ୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ବରରେ ଅନୁଷ୍ଠିତ ହୋଇଥିବା ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ସ୍ବାସ୍ଥ୍ୟ ବିଭାଗରେ