Browsing Category

ଓଡିଶା

ଅନ୍ତର୍ଜାତୀୟ ଶ୍ରମିକ ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ଶ୍ରମିକ ବର୍ଗଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ର ନିର୍ମାଣରେ…

ପ୍ରଭାସିନୀ ଓ ଦେବୀଙ୍କୁ ହୋମ୍‌ଗାର୍ଡ ଚାକିରି ସହ ୧୦ଲକ୍ଷ ଲେଖାଏ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କଟକରେ କାର୍ଯ୍ୟରତ ୨ ପୋଲିସ କର୍ମଚାରୀ ଜଗବନ୍ଧୁ ମାହାଲି ଏବଂ ଲୋକନାଥ ଶବର ଗତ ୨୨ ତାରିଖରେ ପିସିଆର୍‌ ଭ୍ୟାନ୍‌ରେ ଯିବା ସମୟରେ ଦୁର୍ଘଟଣା ଘଟି ପ୍ରାଣ ହରାଇଥିଲେ। ଡ୍ୟୁଟିରେ ଥିବା ସମୟରେ ଉଭୟଙ୍କ ମୃତ୍ୟୁ ଘଟିଥିବାରୁ ସେମାନଙ୍କ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’

ଭୁବନେଶ୍ୱର,୧ା୫: ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହୋଇଛି ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ‘ସହଯୋଗ’। ପ୍ରାରମ୍ଭିକ ଭାବେ ୮ଟି ବିଭାଗର ୧୩ଟି…

ଜାତିଭିତ୍ତିକ ଜନଗଣନା ଘୋଷଣା ପରେ ରାଜ୍ୟରେ କଂଗ୍ରସ ଓ ବିଜେଡି ଉଭୟ ଶ୍ରେୟ ନେବା ଲାଗି ଦାବି କରୁଛନ୍ତି

ଭୁବନେଶ୍ବର : ମୋଦି କ୍ୟାବିନେଟରେ ଜାତିଭିତ୍ତିକ ଜନଗଣନାକୁ ନେଇ ଘୋଷଣା ପରେ ରାଜ୍ୟରେ ଏବେ ଆରମ୍ଭ ହୋଇଯାଇଛି ଶ୍ରେୟ ରାଜନୀତି । ରାଜ୍ୟ କଂଗ୍ରେସ କହୁଛି ଜାତିଭିତ୍ତିକ ଜନଗଣନା ପାଇଁ ରାହୁଲ ଗାନ୍ଧି ଦୀର୍ଘ ବର୍ଷ ହେବ ଦାବି କରି ଆସୁଥିଲେ । ଲୋକସଭାରେ ସମ୍ବିଧାନକୁ ହାତରେ ଧରି ଯୁକ୍ତିଯୁକ୍ତ…

କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ ରେଳ

କଟକ : ଭୁବନେଶ୍ଵରରୁ ଆରମ୍ଭ ହେଉଥିବା ମେଟ୍ରୋ​ ରେଳ ପ୍ରକଳ୍ପ କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ । ପୂର୍ବରୁ ଏହି ପ୍ରକଳ୍ପ ଭୁବନେଶ୍ଵରର ବିମାନବନ୍ଦରରୁ କଟକର ତ୍ରିଶୂଳିଆ ପର୍ଯ୍ୟନ୍ତ ଲମ୍ବିବାର ଯୋଜନା ଥିଲା । କିନ୍ତୁ ଏଥିରେ ପରିବର୍ତ୍ତନ କରାଯାଇଛି । ତ୍ରିଶୂଳିଆ…

୩ ଲକ୍ଷ ଜବତ ମାମଲା: ମହିଳା ଅଧିକାରୀ ଗିରଫ, ଜାଣନ୍ତୁ ଅବକାରୀ ଅଧୀକ୍ଷକଙ୍କ ସଂପତ୍ତି

ଢେଙ୍କାନାଳ: ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକଙ୍କ ଦାମୀ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ ମାମଲାରେ ଭିଜିଲାନ୍ସ ବିଭାଗ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ମାମଲାରେ ଭିଜିଲାନ୍ସ ବିଭାଗ ଶ୍ରୀମତୀ ନାୟକଙ୍କୁ ଗିରଫ କରିଛି। ଏଥି ସହିତ ଭିଜିଲାନ୍ସ ଟିମ୍ ଶ୍ରୀମତୀ ନାୟକଙ୍କ ବିରୋଧରେ ଏକ…

କଲେଜ ଛାତ୍ରଙ୍କ ମୃତଦେହ ରେଳଷ୍ଟେସନ ନିକଟରୁ ଉଦ୍ଧାର

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ଲିଙ୍ଗରାଜ ରେଳ ଷ୍ଟେସନ ପାଖରୁ ଜଣେ କଲେଜ ଛାତ୍ରଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ମୃତ ଯୁବକ ହେଲେ ତପନ ଆଚାର୍ଯ୍ୟ (୨୨)।ସୂଚନା ଅନୁସାରେ ଗୋତଣ୍ଡା ଗ୍ରାମ ମହାବୀର ନଗରର ବାସିନ୍ଦା ଅଜୟ ଆଚାର୍ଯ୍ୟଙ୍କ ଏକ ମାତ୍ର ପୁଅ ଥିଲେ। ତପନ ସିଭିରମଣ କଲେଜରେ…

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ଟଙ୍କା

ଭୁବନେଶ୍ବର : ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ ଋତୁ ନିମନ୍ତେ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ ସହାୟତା କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ଚାଷୀଙ୍କ ବ୍ୟାଙ୍କ ଖାତାକୁ ଏକ ହଜାର କୋଟିରୁ ଅଧିକ…

ଏଲଓସିରେ ବଢିଲା ଉତ୍ତେଜନା: ଭାରତୀୟ ସେନାର ଦୃଢ଼ ଜବାବ, ପୋଷ୍ଟ ଛାଡ଼ି ପଳାୟନ କଲେ ପାକିସ୍ତାନୀ ସେନା

ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ନିୟନ୍ତ୍ରଣ ରେଖା (LoC) ଉତ୍ତେଜନା ତୀବ୍ର ହୋଇଛି। ପାକିସ୍ତାନ ଦ୍ୱାରା ହେଉଥିବା ଯୁଦ୍ଧବିରତି ଉଲ୍ଲଂଘନ ପରେ ଭାରତୀୟ ସେନା ଦୃଢ଼ ପ୍ରତିଶୋଧ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରିପୋର୍ଟ ଅନୁଯାୟୀ, ପାକିସ୍ତାନୀ ସୈନ୍ୟ ସୀମା ସମ୍ମୁଖ…

ଶୀତଳଷଷ୍ଠୀର ଆଦ୍ୟ ପର୍ବ ଥାଳ ଉଠା ଅନୁଷ୍ଠିତ

ସମ୍ବଲପୁର : ସମ୍ପନ୍ନ ହେଲା ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ଆଦ୍ୟ କାର୍ଯ୍ୟକ୍ରମ ଥାଳ ଉଠା ପର୍ବ । ସମ୍ପୂର୍ଣ୍ଣ ରୀତି ନୀତି ଅନୁଯାୟୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା ଥାଳ ଉଠା ପର୍ବ । ଆଜି ପବିତ୍ର ଅକ୍ଷୟ ତୃତୀୟାରେ ସହରର ପ୍ରସିଦ୍ଧ ଶିବାଳୟ ଗୁଡିକରେ ଅନୁଷ୍ଠିତ…