Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସଂସ୍କୃତି ବିଭାଗକୁ ରାଜ୍ୟ ସରକାରଙ୍କ ଅବହେଳା ଅଭିଯୋଗ
ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ରହିଛି ଅନେକ କାର୍ଯ୍ୟାଳୟ, ସ୍ବୟଂଶାସିତ ସଂସ୍ଥା ଏବଂ ପ୍ରେକ୍ଷାଳୟ। ହେଲେ ଏସବୁର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଏବେ ଦିଗହରା। ବିଭିନ୍ନ ଏକାଡେମୀର ଥିବା ବାଇ-ଲ’ ଅନୁସାରେ କୌଣସି କାର୍ଯ୍ୟ ହେଉନଥିବା ଅଭିଯୋଗ ହେଉଛି। ବିଭାଗ!-->…
ପିକଅପ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା: ଦୁଇ ମୃତ
ଟିଟିଲାଗଡ଼ : ଟିଟିଲାଗଡ଼ରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ହିଁ ଦୁଇ ବାଇକ ଆରୋହୀଙ୍କ ମୃତ୍ୟ ଘଟିଛି । ପିକଅପ ଭ୍ୟାନ (ନମ୍ବର OD03AE 5918) ଏବଂ ଟିଭିଏସ ବାଇକ ( ନମ୍ବର OD17W5241 ) ମଧ୍ୟରେ ମୁହାଁ ମୁହିଁ ଧକ୍କା!-->…
ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ନିର୍ଧୁମ ପିଟିଲେ ଲୋକେ
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ଡୁବୁଳିଆ ଗ୍ରାମର ଜନୈକା ବିବାହିତା ମହିଳାଙ୍କୁ ଦୀର୍ଘ ବର୍ଷ ଧରି ଗୁଣି ଗାରେଡି କରି ହଇରାଣ କରୁଥିବା ଅଭିଯୋଗରେ ସମ୍ପୃକ୍ତ ଗୁଣିଆକୁ ଅଟକ ରଖି ନିର୍ଧୁମ ପିଟିଲେ ଲୋକେ । ସୂଚନା ଅନୁଯାୟୀ, ସିଂଲା ଥାନା କଇନଗରୀ ପଞ୍ଚାୟତ ଅନ୍ତର୍ଗତ!-->…
ଜମି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ସଂଘର୍ଷ, ଜଣେ ମୃତ
ଯାଜପୁର ଟାଉନ୍ : ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ । ଜଣେ ମୃତ ହୋଇଥିବା ବେଳେ ଉଭୟ ପରିବାରର ୭ ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । ମୃତକ ହେଲେ ଗୋବିନ୍ଦ ଘଡାଇ। ସମସ୍ତ ଆହତ ବ୍ୟକ୍ତି ଯାଜପୁର ଜିଲ୍ଲା ମୁଖ୍ୟ ଚିକିଶ୍ଚାଳୟରେ ଭର୍ତ୍ତି କରାଯାଇଛି । ଏଭଳି!-->…
ବରଯାତ୍ରୀ ଗାଡିକୁ ପିଟିଲା ହାଇୱା, ୫ ମୃତ
ଯାଜପୁର : ବିବାହ ସାରି ବରଯାତ୍ରୀ ଗାଡି ଫେରିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱା ପଛପଟେ ପିଟିଲା ବୋଲେରୋ । ଚାଲିଗଲା ୫ଜଣଙ୍କ ଜୀବନ । ଏହି ଦୁର୍ଘଟଣାରେ ଡ୍ରାଇଭର ସମେତ ଅନ୍ୟ ୭ଜଣ ଆହତ ହୋଇଥିବା ସୂଚନା ମିଳିଛି ।
ସୂଚନା ମୁତାବକ ଆଜି ସକାଳ ସମୟରେ ଯାଜପୁର ଜିଲ୍ଲା!-->!-->!-->…
ଥାନା ଭିତରେ ପଶି ଭଙ୍ଗାରୂଜା କଲା ଦନ୍ତା
ଜଳେଶ୍ବର: ଥାନା ଭିତରେ ପଶି ଭଙ୍ଗାରୂଜା କଲା ଦନ୍ତା ହାତୀ । ବାଲେଶ୍ବର ଜିଲ୍ଲା ବାହାବଳପୁର ସାମୁଦ୍ରିକ ଥାନା ଭିତରେ ଏକ ଦନ୍ତା ହାତୀ ପଶି ଗଛ ଉପାଡିବା ସହ ଗାଡି ମଟର ଭଙ୍ଗାରୂଜା କରିଛି । ଗତ ୪ ଦିନ ଧରି ଚାନ୍ଦିପୁର ଅଞ୍ଚଳରୁ ଏହି ଦନ୍ତା ହାତୀଟି ପଶି ଆସି ବାହାବଳପୁର!-->…
ଉପ-କାରାଗାରରେ କଏଦୀଙ୍କ ମୃତ୍ୟୁ
ବାଣପୁର : ହତ୍ୟା ଅଭିଯୋଗରେ ବାଣପୁର ଉପ-କାରାଗାରରେ ଜଣେ ବିଚାରଧୀନ ବନ୍ଦୀଙ୍କର ମୃତ୍ୟୁ ହୋଇଛି।ଗତ ପଞ୍ଚାଦିନ ଧରି ବ୍ରହ୍ମପୁର ଏମକେସିଜିରେ ହୃଦ ରୋଗର ଚିକତ୍ସା ହୋଇ ଗତକାଲି ସନ୍ଧ୍ୟାରେ କାରାଗାରକୁ ଫେରିଥିଲେ ବନ୍ଦୀ ଶଠ ରାଉତରାୟ।
ଆଜି ସକାଳୁ ଗାଧୁଆଘରେ ଗାଧୋଉ ଥିବାବେଳେ ହଠାତ ଅଚେତ!-->!-->!-->…
ବଢ଼ିଲା ଓମ୍ଫେଡ୍ କ୍ଷୀର ଦର
ଭୁବନେଶ୍ଵର: ରାଜ୍ୟରେ ମହାଙ୍ଗା ହେଲା ଓମ୍ଫେଡ୍ କ୍ଷୀର ଦର। ଦର ବୃଦ୍ଧି ପରେ ଖାଉଟି ଚିନ୍ତାରେ। ନିର୍ଦ୍ଧାରିତ ମୂଲ୍ୟ ଠାରୁ ପ୍ରତି ଲିଟର ପିଛା କ୍ଷୀର ଦର ୪ ଟଙ୍କା ବୃଦ୍ଧି ପାଇଛି। ଏନେଇ ଓମ୍ଫେଡ଼ ପକ୍ଷରୁ ସ୍ଵତନ୍ତ୍ର ନୋଟିସ ଜାରି କରିବା ସହ ଏଜେଣ୍ଟମାନଙ୍କୁ ମଧ୍ୟ ସୂଚିତ!-->…
ମାଟ୍ରିକ ପରୀକ୍ଷା ଦେଇନାହାନ୍ତି ୮୩୬୪ ଛାତ୍ରଛାତ୍ରୀ, ରିପୋର୍ଟ ଦେବେ ଜିଲା ଶିକ୍ଷା ଅଧିକାରୀ
କଟକ: କିଏ ଗୋଟିଏ ବିଷୟରେ ପରୀକ୍ଷା ଦେଇଛି ତ ଆଉ କିଏ ଦୁଇଟି। ଏପରିକି ବହୁ ଛାତ୍ରଛାତ୍ରୀ ଫର୍ମପୂରଣ କରି ବି ପରୀକ୍ଷା ଦେଇନାହାନ୍ତି। ରାଜ୍ୟରେ ଚଳିତବର୍ଷ ଏହିଭଳି ଭାବେ ୮ ହଜାର ୩୬୪ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ଥିବା ଜଣାପଡ଼ିଛି। ସମ୍ପୃକ୍ତ ଛାତ୍ରଛାତ୍ରୀ କେଉଁଥି!-->…
ପରିତ୍ୟକ୍ତ କୂଅରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
କଣ୍ଟାବାଞ୍ଜି : ମୁରିବାହାଲ ଥାନା ଅଧୀନସ୍ଥ ଗୋଇମୁଣ୍ଡ ପଞ୍ଚାୟତ ଚିତ୍ରାମୁଣ୍ଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ଜାନକୀ ସାହୁ ନାମକ ଜଣେ ୪୦ ବର୍ଷୀୟ ମହିଳାଙ୍କ ମୃତଦେହ ତାଙ୍କ ଜମିରେ ଥିବା ଏକ ପରିତ୍ୟକ୍ତ କୂଅରୁ ଠାବ କରାଯାଇଛି।
ସୂଚନା ମୁତାବକ, ସକାଳ ସମୟରେ!-->!-->!-->…