Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ, ଶ୍ରୀପଞ୍ଚମୀ ଓ ବନକଲାଗି ନୀତି ପାଇଁ ଥିଲା ସ୍ଥଗିତ
ପୁରୀ : ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ । ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି କରାଯିବ । ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇ!-->…
ଦେବ ନାୟାରଣ ପଣ୍ଡା ମୃତ୍ୟୁ ମାମଲା: ତତ୍କାଳୀନ ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ବସ୍ତି
କଟକ: ମାଲକାନଗିରିର ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ବସ୍ତି । ନିମ୍ନ ଅଦାଲତଙ୍କ ଏନବିଡବ୍ଲୁ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ । ମାଲକାନଗିରି ଏସଡିଜେଏମ କୋର୍ଟ ଜାରି କରିଥିଲେ ଏନବିଡବ୍ଲୁ । ବ୍ୟକ୍ତିଗତ ସହାୟକ ଦେବ ପଣ୍ଡା ମୃତ୍ୟୁ ମାମଲାରେ ଜାରି ହୋଇଥିଲା ସମନ । ୨ ଥର ସମନ!-->…
ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ସୁରକ୍ଷାକର୍ମୀଙ୍କ କମ୍ବିଂ ଅପରେସନ୍ ଜାରି
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ହନୁପାଲି ଗାଁ ଜଙ୍ଗଲରେ ଗୁଳିମିନିମୟ । ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି । ପୋଲିସର ସର୍ଚ୍ଚ ଅପରେସନ୍ ଜାରି ରହିଥିବା ବଲାଙ୍ଗୀର ଏସପି ସୂଚନା ଦେଇଛନ୍ତି । ଜଙ୍ଗଲରେ ମାଓବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ!-->…
ଦମ୍ପତ୍ତିଙ୍କ ଝଗଡାରେ ମହିଳା କନେଷ୍ଟବଳଙ୍କ ଏଣ୍ଟ୍ରିରୁ ତୁମୁଳକାଣ୍ଡ, ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ
ଭଦ୍ରକ: ଦମ୍ପତ୍ତିଙ୍କ ଝଗଡାରେ ମହିଳା କନେଷ୍ଟବଳଙ୍କ ଏଣ୍ଟ୍ରି କାରଣରୁ ତୁମୁଳକାଣ୍ଡ । ମହିଳା କନେଷ୍ଟବଳଙ୍କୁ ମଦ୍ୟପ ଯୁବକ ମାଡ଼ ମାରିଥିବା ଅଭିଯୋଗ । ଏହାପରେ ସଂପୃକ୍ତ ଯୁବକଙ୍କୁ ଥାନାକୁ ଆଣି ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି ମାଡ଼ ଖାଇଥିବା ଯୁବକଙ୍କ ସ୍ତ୍ରୀ। ।!-->…
ଠିପି ବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ ଥିବା ବେଳେ ସହରକୁ ପେଟିପେଟି ମଦ ଆସୁଛି କେଉଠୁଁ ?
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଅଧିକାଂଶ ବ୍ଲକରେ ଗତ ମାର୍ଚ୍ଚ ମାସରୁ ଅଧିକାଂଶ ବିଦେଶୀ ମଦ ଦୋକାନ ବନ୍ଦ ରହିଛି MG ବକେୟା ଟଙ୍କା ପାଇଁ ଜିଲ୍ଲାର ବହୁ ବିଦେଶୀ ଠିପି ବନ୍ଦ ମଦ ଦୋକାନ ବନ୍ଦ ରହିଛି। ଜିଲ୍ଲାର କୋଣ ଅନୁକୋଣ ରେ ଅବାଧରେ ବିଦେଶୀ ମଦ ବିକ୍ରି ହେଉଛି। ଯଦି ଅଧିକାଂଶ ବିଦେଶୀ ମଦ!-->…
ରାଜ୍ୟରେ ଦୁର୍ଘଟଣା ରୋକିବାକୁ ଆଇଆଇଟି ମାଡ୍ରାସ ସହିତ ହାତ ମିଶାଇଲେ ଓଡ଼ିଶା ସରକାର
ଭୁବନେଶ୍ୱର, ୬।୨: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ଓଡ଼ିଶା ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ୱରୂପ, ସରକାରଙ୍କ ସହ ସହଭାଗୀତା କରିଥିବା IIT ମାଡ୍ରାସର ଦଳ ଗତକାଲି DGP YB ଖୁରାନିଆଙ୍କୁ ଭେଟିଥିଲେ। ଗୁରୁବାର ଦଳ ଗଞ୍ଜାମ ଜିଲାର ବ୍ରହ୍ମପୁର ଗସ୍ତ!-->…
ମୁଖ୍ୟମନ୍ତ୍ରୀଙ୍କଠାରୁ ନିଯୁକ୍ତିପତ୍ର ପାଇବେ ୨୭୬୭ ଜଣ
ଭୁବନେଶ୍ବର: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ରାଜ୍ୟ ସରକାରଙ୍କ ପ୍ରାଥମିକତା। ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଫେବ୍ରୁଆରି ୭ରେ ଆୟୋଜିତ ହେବ ନିଯୁକ୍ତି ମେଳା। ଏହି ନିଯୁକ୍ତି ମେଳା!-->…
ବଦଳିଲା ରାମମନ୍ଦିରର ଆଳତୀ ଓ ଦର୍ଶନ ସମୟ
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଅଯୋଧ୍ୟାର ରାମ ମନ୍ଦିର ଟ୍ରଷ୍ଟ ରାମ ମନ୍ଦିର ଦର୍ଶନ ଏବଂ ଆଳତୀର ସମୟ ପରିବର୍ତ୍ତନ କରିଛି। ସୂଚନା ଅନୁଯାୟୀ, ଅଯୋଧ୍ୟାରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗି ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରୟାଗରାଜର ମହାକୁମ୍ଭକୁ ଆସୁଥିବା ଅନେକ ଶ୍ରଦ୍ଧାଳୁ ରାମ!-->…
୧୩ ଫେବୃଆରୀରୁ ବିଧାନସଭା ବଜେଟ୍ ଅଧିବେଶନ, ୧୨ରେ ସର୍ବଦଳୀୟ ବୈଠକ
ଭୁବନେଶ୍ବର: ଫେବ୍ରୁଆରି ୧୩ରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏନେଇ ଫେବ୍ରୁଆରି ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ. ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ।ଶାନ୍ତିଶୃଙ୍ଖଳାର ସହିତ ବଜେଟ୍ ଅଧିବେଶନ ଅନୁଷ୍ଠିତ!-->…
ବଦଳିବ ଭୂମିହୀନଙ୍କ ସଂଜ୍ଞା: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ବର: ଓଡ଼ିଶା ସରକାର ଲ୍ୟାଣ୍ଡ ସେଟଲମେଣ୍ଟ ଆକ୍ଟ ଅନୁସାରେ ଭୂମିହୀନମାନଙ୍କ ପାଇଁ ଘର ତିଆରି ଲାଗି ୪ ଡ଼ିସିମିଲ ଜାଗା ଦେବେ।ଉତ୍ତରାଧିକାରୀ ସୂତ୍ରରେ ଯେଉଁମାନଙ୍କର ୪ ଡିସିମିଲରୁ କମ୍ ଜମି ଥିବ ସେଭଳି ଲୋକଙ୍କୁ ଭୂମିହୀନ ଭାବେ ଗ୍ରହଣ କରାଯିବ। ଆଉ ୪ ଡିସିମିଲିରୁ ଯେତେ କମ୍ ଜାଗା!-->…