Browsing Category

ଓଡିଶା

ବାରବାଟୀ ଦିନିକିଆ: କାଉଣ୍ଟର ଟିକେଟ୍‌ ନପାଇ ନିରାଶ ହେଲେ କ୍ରିକେଟ୍‌ପ୍ରେମୀ

କଟକ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖ ଦିନ ବାରବାଟୀ ଷ୍ଟାଡିୟମ୍‌ରେ ଖେଳାଯିବାକୁ ଥିବା ଦ୍ବିତୀୟ ଦିନିକିଆ ମ୍ୟାଚ୍‌ ପାଇଁ ଆଜି ସନ୍ଧ୍ୟାରେ କାଉଣ୍ଟର ଟିକେଟ୍‌ ବିକ୍ରି ଶେଷ ହୋଇଛି। କଟକ ଡିସିପି ଜଗମୋହନ ମୀନା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, କାଉଣ୍ଟର

ଡଙ୍ଗାବୁଡ଼ି ଦୁଇ ଛାତ୍ର ନିଖୋଜ ଘଟଣା: ୪ଦିନ ପରେ ଜଣକ ମୃତଦେହ ଉଦ୍ଧାର

ଲମତାପୁଟ: ଜିଲ୍ଲାର ମାଛକୁଣ୍ଡ ଥାନା ଅନ୍ତର୍ଗତ ଜଲାପୁଟ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଦୁଇ ଛାତ୍ର ନିଖୋଜ ଘଟଣାକୁ ଆଜିକୁ ୪ଦିନ ପରେ ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବା ଜଣାଯାଇଛି। ଆଉ ଜଣେ ନାବାଳକ ଏବେବି ନିଖୋଜ ଅଛନ୍ତି। ଉଦ୍ଧାର ହୋଇଥିବା ମୃତଦେହ ଅମିତ ହନ୍ତାଲଙ୍କର ବୋଲି

ଅସହ୍ୟ ହେଲାଣି ଆର୍ଥିକ ସଙ୍କଟ, ଭାରତ ସହିତ ସମସ୍ତ ସମସ୍ୟାର ସମାଧାନ ଚାହୁଁଛି ପାକିସ୍ତାନ

ନୂଆଦିଲ୍ଲୀ,୫ା୨: ପାକିସ୍ତାନ ପୁଣିଥରେ କାଶ୍ମୀର ପ୍ରସଙ୍ଗ ଉଠାଇଛି। ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ବୁଧବାର କହିଛନ୍ତି ଯେ ପାକିସ୍ତାନ ଭାରତ ସହିତ କାଶ୍ମୀର ସମେତ ସମସ୍ତ ସମସ୍ୟାର ସମାଧାନ ଆଲୋଚନା ମାଧ୍ୟମରେ କରିବାକୁ ଚାହୁଁଛି। ସେ କହିଛନ୍ତି ଯେ ତାଙ୍କ ଦେଶ କାଶ୍ମୀର ଲୋକଙ୍କୁ “ଅଟଳ”

ଅଙ୍ଗନୱାଡ଼ି ଭିତ୍ତିଭୂମି: ଏଣେତେଣେ ଚାଲିଛି ୫୪୭ କେନ୍ଦ୍ର, ୩୯୯ ପଦବି ଖାଲି

କୋରାପୁଟ: ଜିଲ୍ଲାର ୧୪ବ୍ଲକ ଓ ସୁନାବେଡା ପୌରାଂଚଳକୁ ନେଇ ୧୫ଟି ସ୍ଥାନରେ ୩୩୯୭ଟି ଅଙ୍ଗନୱାଡି କେନ୍ଦ୍ରରୁ ୨୮୫୦ଟି ନିଜସ୍ବକୋଠାରେ ଚାଳିଛି। ୩୯୯ ଜଣ ଧାର୍ଯ୍ୟ ସଂଖ୍ୟକ କର୍ମଚାରୀ ଅଭାବ ସାଙ୍ଗକୁ ୫୪୭ଟି ସ୍ଥାନରେ ନିଜସ୍ବ କେନ୍ଦ୍ର ନାହିଁ। ୧୯୮୪ଟି ସ୍ଥାନରେ ବିଦ୍ୟୁତ ସଂଯୋଗ, ୧୭୨୭ଟି

‘ଆମ ଓଡିଶା, ନବୀନ ଓଡିଶା’ର ଅଧା ପ୍ରକଳ୍ପ ବି ବିକଶିତ ଗାଁ ଯୋଜନାରେ ସମ୍ପୂର୍ଣ୍ଣ ହୋଇପାରିବ

ଭୁବନେଶ୍ୱର: ପୂର୍ବ ସରକାରଙ୍କ ଅଧାରେ ଅଟକିଥିବା ପ୍ରକଳ୍ପକୁ ବି ସମ୍ପୂର୍ଣ୍ଣ କରିବେ ରାଜ୍ୟ ସରକାର | ବିକାଶ ରାଜନୀତିରୁ ଉର୍ଦ୍ଧ୍ବରେ କହି ମୋହନ ସରକାର ଆଜି ଏହି ବଡ ଘୋଷଣା କରିଛନ୍ତି | ବାସ୍ତବରେ ଆଜିଠୁ ଆରମ୍ଭ ହୋଇଛି ‘ବିକଶିତ ଗାଁ, ବିକଶିତ ଓଡିଶା’ । ଭୁବନେଶ୍ୱର ନିକଟବର୍ତ୍ତୀ

ଫେବୃଆରୀ ୧୦ରୁ ଜୋରଦାର ହେବ ଗାଡ଼ି ଚେକିଂ

ଭୁବନେଶ୍ୱର,୫।୨: ଫେବ୍ରୁଆରି ୧୦ରୁ ହେବ ବଡ଼ ଧରଣର ଧରପଗଡ଼। ଏନେଇ କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଗାଡ଼ି କାଚରେ କଳାଜରି, ଉଚ୍ଚ ଶବ୍ଦରେ ହର୍ଣ୍ଣ ଥିଲେ କଡ଼ା ଆକ୍ସନ ନିଆଯିବ। ସେହିପରି କଟକ ଓ ଭୁବନେଶ୍ବରରେ ବ୍ୟାପକ ଚଢ଼ାଉ ହେବ। ୧୦ ପୂର୍ବରୁ ଏଥିରୁ

କଂଗ୍ରେସ ନେତା ଜୟଦେବ ଜେନାଙ୍କୁ ମାରିଦେବାକୁ ଧମକ

ଭୁବନେଶ୍ୱର,୫।୨: ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନାଙ୍କୁ ଧମକ ଦିଆଯାଇଛି। ୫୦ ଲକ୍ଷ ଟଙ୍କା ନଦେଲେ ହତ୍ୟା କରିବାକୁ ଧମକ ଦିଆଯାଛି। ଏ ନେଇ ନିଜେ ଜୟଦେବ ଜେନାଙ୍କ ଅଭିଯୋଗ କରିଛନ୍ତି। ଏ ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ତଦନ୍ତ ଦାବି କରିଛନ୍ତି। ନିରଞ୍ଜନଙ୍କ ପରେ ଜୟଦେବଙ୍କୁ

ଫ୍ରିହୋଲ୍ଡ ପରିବର୍ତ୍ତନ ପ୍ରକ୍ରିୟାରେ  ୫୮୦ଟି ଗୃହ ଓ ଜମି ସମ୍ପତ୍ତି ହେଲା ପଞ୍ଜୀକୃତ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଦ୍ୱାରା ଥିବା ଜମି ଲିଜ଼ହୋଲ୍ଡରୁ ଫ୍ରିହୋଲ୍ଡ ପରିବର୍ତ୍ତନ ପ୍ରକ୍ରିୟାରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ, ପରିବର୍ତ୍ତନ ପାଇଁ ଆବେଦନ ହୋଇଥିବା ୮୬୭ ଆବେଦନ ପତ୍ର ମଧ୍ୟରୁ ୫୮୦ଟି ଗୃହଜମିର

ମେଜର-ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲା: ଖୁବ ଶୀଘ୍ର ରିପୋର୍ଟ ପ୍ରଦାନ କରିବେ କମିସନ

ଭୁବନେଶ୍ବର: କମିସନରେଟ୍‌ ପୁଲିସ ଅଧୀନ ଭରତପୁର ଥାନା ଅଂଚଳରେ ଗତବର୍ଷ ସେନାର ଜଣେ ମେଜର ଓ ତାଙ୍କର ବାନ୍ଧବୀଙ୍କ ଉପରେ ହୋଇଥିବା ନିର୍ଯାତନା ଅଭିଯୋଗ ମାମଲାରେ ତଦନ୍ତ ‌ଶେଷ ହୋଇଛି। ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ଗଠିତ ହୋଇଥିବା ତଦନ୍ତ କମିସନର ତଦନ୍ତ ଶେଷ କରିଛନ୍ତି।

ଏକ ସୁସ୍ଥ ସମାଜ ଗଠନରେ ଶିକ୍ଷାନୁଷ୍ଠାନର ଭୂମିକା ଯଥେଷ୍ଟ ଗୁରୁତ୍ଵପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏକ ସୁସ୍ଥ ସମାଜ ଗଠନରେ ଶିକ୍ଷାନୁଷ୍ଠାନର ଭୂମିକା ଯଥେଷ୍ଟ ଗୁରୁତ୍ଵପୂର୍ଣ୍ଣ। ଛାତ୍ରଛାତ୍ରୀଙ୍କ ଉଜ୍ଜ୍ଵଳ ଭବିଷ୍ୟତ ଗଠନ ସହ ସେମାନଙ୍କ ଆଶା ଓ ଆକାଂକ୍ଷା ପୂରଣ କରିବାରେ ଏଭଳି ଅନୁଷ୍ଠାନର ଏକ ବଡ ଭୂମିକା ରହିଛି। ଆଜିର ଏହି ଦିନ କେବଳ ଉତ୍ସବ ପାଳନରେ ସୀମିତ ନୁହେଁ, ଏହାର