Browsing Category

ଓଡିଶା

ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ବେଳେ କଳା ପତକା ବିରୋଧ ପ୍ରଦର୍ଶନ

ପୁରୀ: ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିରୋଧ । ପୁରୀ ଗସ୍ତ ସମୟରେ ପୁରୀ ଜିଲ୍ଲା ଛାତ୍ର କଂଗ୍ରେସ ତରଫରୁ କଳା ପତକା ଦେଖାଇ ବିରୋଧ ପ୍ରଦର୍ଶନ କରାଯାଇଛି । ଛାତ୍ର କଂଗ୍ରେସ ରାଜ୍ୟ ସଭାପତି ଉଦିତ୍ ପ୍ରଧାନଙ୍କୁ ଆରଏସଏସ ମୁଖ୍ୟ ମୋହନ୍ ଭାଗବତଙ୍କୁ ବିରୋଧ କରିବା ସମୟରେ ମିଥ୍ୟା

ସମ୍ବଲପୁର ବିଶ୍ବବିଦ୍ୟାଳୟ ଅଧ୍ୟାପକଙ୍କ ଘରେ ରେଡ୍, ନାକ୍ ରେଟିଂ ବଢ଼ାଇବା ପାଇଁ ଲାଞ୍ଚ ଅଭିଯୋଗ

ସମ୍ବଲପୁର: ପ୍ରଫେସରଙ୍କ ଘରେ ସିବିଆଇ । ସମ୍ବଲପୁର ବିଶ୍ବବିଦ୍ୟାଳୟର ପ୍ରଫେସରଙ୍କ ଘରେ ରେଡ୍ ହୋଇଛି । ଆଜି ସିବିଆଇ ଟିମ୍ ବୁଲୁ ମହାରଣାଙ୍କ ଘରେ ପହଞ୍ଚି ତଦନ୍ତ କରିଛନ୍ତି । ଏହି ଯାଞ୍ଚ ଟିମରେ ୫ ଜଣ ଅଧିକାରୀ ରହିଛନ୍ତି । ଦୀର୍ଘ ଦୁଇ ଘଣ୍ଟା ଧରି ପ୍ରଫେସର ବୁଲୁ

ଓଡ଼ିଶାରେ ତିଆରି ହେବ କ୍ୟାନ୍‌ସର ରେଜିଷ୍ଟ୍ରି

ଭୁବନେଶ୍ୱର: ବିଶ୍ବ କର୍କଟ ଦିବସରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ଓଡ଼ିଶାରେ ତିଆରି ହେବ କ୍ୟାନ୍‌ସର ରେଜିଷ୍ଟ୍ରି। ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର। ସାରା ରାଜ୍ୟର ତଥ୍ୟକୁ ନେଇ ଦୁଇ ପ୍ରକାର ରେଜିଷ୍ଟ୍ରି ରହିବ। ହସ୍ପିଟାଲ୍‌ ଆଧାରିତ ଓ ଜନସଂଖ୍ୟା

ଆତ୍ମସମର୍ପଣ କଲେ ଦୁଇ ମାଓ ଦମ୍ପତି

ଭୁବନେଶ୍ବର: ଦୁଇ ମାଓ ଦମ୍ପତି ଆତ୍ମସମର୍ପଣ କରିଥିବାର ଖବର ମିଳିଛି। ଝାଡ଼ଖଣ୍ଡର ଗଢଚିରୋଲି ଠାରେ ୪ଜଣଯାକ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ନାଁରେ ୨୮ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା। ପ୍ରଥମ ମାଓବାଦୀ ଦମ୍ପତି ହେଲେ ୬୩ ବର୍ଷୀୟ ବାଲାନ୍ନା ଏବଂ ତାଙ୍କ ୫୪ ବର୍ଷୀୟ ପତ୍ନୀ

ଓଡିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଗୀତିକାର ସଂଗ୍ରାମ କେଶରୀ ମହାନ୍ତିଙ୍କ ପରଲୋକ

ବାରିପଦା: ଆଉ ନାହାନ୍ତି ଓଡିଆ ସିନେମା ଜଗତର ସୁନାମଧନ୍ୟ ଗୀତିକାର ସଂଗ୍ରାମ କେଶରୀ ମହାନ୍ତି । ଆଜି ସକାଳେ ମୟୂରଭଞ୍ଜ ଜିଲ୍ଲା ଭଞ୍ଜପୁର ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ଗୀତିକାର ସଂଗ୍ରାମ କେଶରୀ ମହାନ୍ତି ଥିଲେ

ମୋ ବସ୍ ଧକ୍କାରେ ନାବାଳିକାଙ୍କ ମୃତ୍ୟୁ ଘଟଣା, କ୍ରୁଟ୍ ପକ୍ଷରୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ

ଭୁବନେଶ୍ୱର : ମୋ ବସ୍ ଧକ୍କାରେ ୧୩ ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟଣାରେ କ୍ରୁଟ୍ ପକ୍ଷରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଦିଆଆଇଛି । ଏହାପରେ ସେଠାରେ ଯେଉଁ ସ୍ଥାନୀୟବାସୀ ରାସ୍ତାରୋକ କରିଥିଲେ ସେମାନେ ହଟିଛନ୍ତି । ଡ୍ରାଇଭରର ଭୁଲ ପାଇଁ ଦୁର୍ଘଟଣାକୁ ସ୍ୱୀକାର କଲେ

ଟ୍ରେନ ୱାଗନରୁ ୧୨ ବୋମା ଜବତ

ବଲାଙ୍ଗିର: ବଲାଙ୍ଗୀରର କଣ୍ଟାବାଞ୍ଜି ରେଳ ଷ୍ଟେସନରେ ମଙ୍ଗଳବାର ଦିନ ଏକ ମାଲବାହୀ ଟ୍ରେନ୍ ୱାଗନରୁ ସୁରକ୍ଷାକର୍ମୀମାନେ ପ୍ରାୟ ୧୨ଟି ବୋମା ଉଦ୍ଧାର କରିଛନ୍ତି। ନିୟମିତ ଯାଞ୍ଚ ସମୟରେ ସୁରକ୍ଷାକର୍ମୀଙ୍କୁ ଏହି ବୋମାଗୁଡ଼ିକ ମିଳିଛି। ରେଳ ୱାଗନ୍ ରେ ବୋମାଗୁଡ଼ିକ କିପରି ପହଞ୍ଚିଲା ତାହା

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହକୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ

ଭୁବନେଶ୍ବର: ସ୍ଥାନୀୟ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲ୍ଲା ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂହଙ୍କୁ ମଙ୍ଗଳବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି। ଆଜି ବିରୋଧୀ ଦଳ ନେତା ନବୀନ

ବିଶ୍ଵ କର୍କଟ ଦିବସ ଅବସରରେ କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ : ଆସ ମିଳିମିଶି ସଚେତନ କରିବା, କର୍କଟ ମୁକ୍ତ…

ବ୍ରହ୍ମପୁର : ବିଶ୍ବ କର୍କଟ ଦିବସ ଅବସରରେ "ଆସ ମିଳିମିଶି ସଚେତନ କରିବା, କର୍କଟ ମୁକ୍ତ ଭାରତ ଗଠନ କରିବା" ଏହି ବାର୍ତ୍ତା ଦେଶବାସୀଙ୍କୁ ଆହ୍ବାନ ଦେବାପାଇଁ ବ୍ରହ୍ମପୁରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ଓ ବିଶାଖାପାଟଣା ସ୍ଥିତ ମହାତ୍ମାଗାନ୍ଧୀ କ୍ୟାନ୍ସର ହସପିଟାଲ ଓ ରିସର୍ଚ୍ଚ

ଜିବିଏସକୁ ନେଇ ଓଡ଼ିଶାକୁ ସତର୍କ ଘଣ୍ଟି

ଭୁବନେଶ୍ୱର: ଦେଶରେ ସ୍ଥିତି ସଂଗୀନ କଲାଣି ଆଉ ଏକ ମାରାତ୍ମକ ଭୂତାଣୁ। ଏହା ଗୁଲେନବାରି ସିଣ୍ଡ୍ରମ। ଯାହା ଜଳ ବହିତ। ଏଥିରେ ରୋଗୀ ଦୁର୍ବଳ ହେବା ସହ ପକ୍ଷାଘାତ (paralysis) ହୋଇଯାଉଛି। ମହାରାଷ୍ଟ୍ର, ଗୁଜୁରାଟ ଏବଂ କୋଲକାତାରେ ଏହି ମାମଲା ଦେଖା ଦେଲାଣି। ତେବେ ଏହି ରୋଗକୁ ନେଇ ଓଡ଼ିଶା