Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ
ଭୁବନେଶ୍ବର: ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ । ଗସ୍ତ ସମୟରେ କମିସନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କ’ଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା, ଆଲୋଚନା ଆରମ୍ଭ ହୋଇଛି ।ସୂଚନା ଅନୁସାରେ ଷୋଡ଼ଶ ଅର୍ଥ କମିସନଙ୍କ ସମ୍ମୁଖରେ ୨!-->…
ରେଳବଜେଟରେ ଓଡ଼ିଶା ପାଇଁ ୧୦,୫୯୯ କୋଟିର ବ୍ୟୟବରାଦ: ଅଶ୍ବିନୀ ବୈଷ୍ଣବ
ନୂଆଦିଲ୍ଲୀ: ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ଯେ, ଓଡ଼ିଶା ପାଇଁ ରେଳ ବଜେଟରେ ୧୦, ୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତ ୧୦ ବର୍ଷ ଭିତରେ ଓଡିଶାରେ ୨ହଜାର୪୬ କିଲୋମିଟର ରେଲୱେ ଟ୍ରାକ୍ ତିଆରି ହୋଇଛି। ଯାହାକି ମ୍ୟାଲେସିଆ!-->…
ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବିରୋଧରେ ‘ଠେଙ୍ଗା ଅଭିଯାନ’ ଆରମ୍ଭ କଲେ ବାବୁ ସିଂ
ଭୁବନେଶ୍ୱର: ଏକାମ୍ର ବିଧାୟକ ବାବୁ ସିଂ ଭୁବନେଶ୍ୱରର ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ବିରୋଧରେ ଏକ 'ଠେଙ୍ଗା ଅଭିଯାନ' ଆରମ୍ଭ କରିଛନ୍ତି।ଏହି ଅଭିଯାନ ଅନ୍ତର୍ଗତ ସେ ମହିଳାଙ୍କର ସ୍ୱତନ୍ତ୍ର ଦଳ ଗଠନ କରିଛନ୍ତି। ଯାହାକୁ ସେ 'ଠେଙ୍ଗା ବାହିନୀ' ନାମରେ ନାମିତ କରିଛନ୍ତି। ଏହି!-->…
ବିଜୟର ଭବିଷ୍ୟବାଣୀ କରି ଏମିତି କହିଲେ ପ୍ରବେଶ ବର୍ମା
ନୂଆଦିଲ୍ଲୀ,୩।୨: ଦିଲ୍ଲୀରେ ଭାଜପାର ବିଜୟ ପରେ, ତାଲକାଟୋରା ଷ୍ଟାଡିୟମର ନାମ ପରିବର୍ତ୍ତନ କରାଯିବ। ନୂଆଦିଲ୍ଲୀ ଆସନରୁ ଭାଜପା ପ୍ରାର୍ଥୀ ପ୍ରବେଶ ବର୍ମା ଏହା ଘୋଷଣା କରିଛନ୍ତି। ସେ ଦାବି କରିଛନ୍ତି ଯେ ଫେବୃଆରୀ ୮ ତାରିଖରେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟିର ସରକାର ଗଠନ ହେବ।ଭାଜପା!-->…
ଯୁବକଙ୍କ ନିଆରା ଉଦ୍ୟମ: ମଣ୍ଡିରେ ଧାନ ବିକ୍ରି କରି ଛାତ୍ରଛାତ୍ରୀମାନଙ୍କୁ ପାଠ୍ୟ ଉପକରଣ ବାଣ୍ଟିଲେ
ଘୁ.ଉଦୟଗିରି: ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ବ୍ଳକ୍ର ତଲାରିମାହା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗଟାମାହା ଗ୍ରାମରେ ରାଜେଶ କୁମାର ବଗର୍ତ୍ତୀଙ୍କ ଘର। ବର୍ତ୍ତମାନ ସେ ରେଭେନ୍ସା ବିଶ୍ୱବିଦ୍ୟାଳୟର ଇତିହାସ ବିଭାଗରେ ପିଏଚଡ଼ି ପାଠ୍ୟକ୍ରମ ଉପରେ ଗବେଷଣା କରୁଛନ୍ତି। ଗବେଷଣା!-->…
ଅମିତାଭ ବଚ୍ଚନଙ୍କ ହୃଦୟ ଜିତିଲେ ଓଡ଼ିଆ ଝିଅ କରିଶ୍ମା
ନୂଆଦିଲ୍ଲୀ,୩।୨: ଓଡ଼ିଶାର ରାଇରଙ୍ଗପୁରର ଝିଅ କରିଶ୍ମା ଶର୍ମା କୌନ ବନେଗା କରୋଡ଼ପତି ୧୬ରେ ତାଙ୍କର ପ୍ରଭାବଶାଳୀ ପ୍ରଦର୍ଶନ ଦ୍ୱାରା ଅମିତାଭ ବଚ୍ଚନଙ୍କ ହୃଦୟ ଜିତିଛନ୍ତି। ଚ୍ୟାଲେଞ୍ଜିଂ ‘ସୁପର ସନ୍ଦୁକ’ ସେଗମେଣ୍ଟରେ ତାଙ୍କର ସଫଳତା ତାଙ୍କୁ କେବଳ ୧୨,୫୦,୦୦୦ ଟଙ୍କା ଦେଇନାହିଁ ବରଂ ବିଗ!-->…
ଅଷ୍ଟମ ଅଭିଯୋଗ ଶୁଣାଣିରେ ୧୦୦୦ ଦରଖାସ୍ତ ପଞ୍ଜିକୃତ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି। ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ!-->…
ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ
ବରଗଡ଼ : ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ!-->…
ବଦଳିବ ବହୁ ରାଜସ୍ବ ନିୟମ: ସୁରେଶ ପୂଜାରୀ
ଝାରସୁଗୁଡ଼ା: ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍ ଲ୍ୟାଣ୍ଡ୍ ଏନକ୍ରୋଚ୍ମେଣ୍ଟ ଆକ୍ଟ ଏବଂ ଓଡ଼ିଶା ଲ୍ୟାଣ୍ଡ୍ ସେଟଲମେଣ୍ଟ ଆକ୍ଟରେ ଅନେକ ସଂଶୋଧନ ରହିଛି। ସୋମବାର ଝାରସୁଗୁଡ଼ା ଜିଲ୍ଲା ଗସ୍ତ ସମୟରେ!-->…
ଏପ୍ରିଲ୍ ପ୍ରଥମ ସପ୍ତାହ ସୁଦ୍ଧା ସାଂଗଠନିକ ନିର୍ବାଚନ ଶେଷ ପାଇଁ ବିଜେଡିର ଲକ୍ଷ୍ୟ
ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ ଏପ୍ରିଲ୍ ପ୍ରଥମ ସପ୍ତାହ ସୁଦ୍ଧା ଦଳର ସାଂଗଠନିକ ନିର୍ବାଚନ ଶେଷ କରିବାକୁ ଯାଉଛି ବୋଲି ଦଳର ବରିଷ୍ଠ ନେତା ପ୍ରଦୀପ କୁମାର ଅମାତ କହିଛନ୍ତି।ସୋମବାର ଭୁବନେଶ୍ୱରର ଶଙ୍ଖ ଭବନରେ ଆୟୋଜିତ ଦଳର ସମନ୍ୱୟ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ!-->…