Browsing Category

ଓଡିଶା

ଠକ ହଂସିତା ଓ ଅନିଲକୁ ଜେରା କରିବ ଆୟକର ବିଭାଗ

ଭୁବନେଶ୍ବର : ରାଜଧାନୀରୁ ଗିରଫ ହାଇପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସା ଓ ଅନିଲକୁ ଜେରା କରିବ ଆୟକର ବିଭାଗ । ସୋମବାର ଝାରପଡ଼ା ଜେଲ୍‌ରେ ଉଭୟଙ୍କୁ ଜେରା କରିବ ଆୟକର ବିଭାଗ । ଏନେଇ ତଦନ୍ତକାରୀ ଟିମ୍‌କୁ ୬ଘଣ୍ଟା ପଚରାଉଚରା ପାଇଁ ମିଳିଲା

ଭୁବନେଶ୍ବରରେ ତାପମାତ୍ରା ୩୪ ଡିଗ୍ରୀ ଟପିଲା

ଭୁବନେଶ୍ୱର : ମାଘରେ ୩୪ ଟପିଲା ଭୁବନେଶ୍ୱର ତାପମାତ୍ରା । ଦିନ ୨ଟା ସୁଦ୍ଧା ଭୁବନେଶ୍ୱର ପାରଦ ୩୪.୪ ଡିଗ୍ରୀ ରେକର୍ଡ କରାଯାଇଛି । ପେବୃୟାରୀ ଆରମ୍ଭରୁ ତାତି ଅସମ୍ଭାଳ । ଆଗକୁ କଣ ହେବ ଏଇଥିରୁ ଆଶଙ୍କା କରାଯାଇପାରେ । ଏଥର ତାତି ଜୋର ହେବ

ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ, ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି : ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ବର :ଚଳିତ ବଜେଟ୍‌ରେ ଓଡ଼ିଶା ପ୍ରତି ଅନ୍ୟାୟ ହୋଇଛି । ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ ଓଡ଼ିଶା । ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି । ରାଜନୈତିକ ଉଦ୍ଦେଶ୍ୟରେ ବିହାରକୁ ଦେଇ

ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍‌ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ଆଜି ପବିତ୍ର ଶ୍ରୀପଞ୍ଚମୀ ଓ ସରସ୍ଵତୀ ପୂଜା।

ମାଘ ସପ୍ତମୀ ପାଇଁ ପୁରୀରେ ଟ୍ରାଫିକ କଟକଣା

ପୁରୀ : ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ହେବ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ । ଏନେଇ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ । ୬ ଜଣ ଅତିରିକ୍ତ ଏସପିଙ୍କ ସହ ୧୩ ଡିଏସପି, ୩୯ ଇନ୍ସପେକ୍ଟର

ମହୁ ମାଛି ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

କଳାହାଣ୍ଡି: ମହୁ ମାଛି ଆକ୍ରମଣରେ ୨୦ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଆହତ ହୋଇ ଥିବା ଜଣାପଡିଛି । ଏଭଳି ଖବର ଆସିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ଉପକଣ୍ଠ ଦୁଆରଶୁଣି ଗ୍ରାମରୁ । ଏକ ଘରୋଇ ସ୍କୁଲରେ ହଠାତ୍ ଛାତ୍ର ଛାତ୍ରୀ ମାନଙ୍କୁ ମହୁ ମାଛି ଆକ୍ରମଣ କରି ଥିଲା । ଆଜି ବସନ୍ତ

ଖେଳିବା ବେଳେ ଫୁଟିଗଲା ମୋବାଇଲ ବ୍ୟାଟେରୀ, ଦୁଇ ଶିଶୁ ଗୁରୁତର

ପାଟଣାଗଡ଼ : ଖେଳିବା ବେଳେ ଫୁଟିଗଲା ମୋବାଇଲ ବ୍ୟାଟେରୀ । ବିସ୍ଫୋରଣରେ ଦୁଇ ଶିଶୁ ଗୁରୁତର । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ପାଢ଼େଲ ଗାଁରେ ଘଟିଛି ଏହି ଅଘଟଣ  । ଦୁଇ ଶିଶୁ ମୋବାଇଲ ବ୍ୟାଟେରୀ ଧରି ଖେଳୁଥବା ବେଳେ ବିସ୍ପୋରଣ ହୋଇଥିଲା ।  ପ୍ରଥମେ ଦୁଇ ଶିଶୁଙ୍କୁ ପାଟଣାଗଡ଼

ବିଶ୍ବବିଦ୍ୟାଳୟର ରେଟିଂ ବଢାଇବାକୁ ଲାଞ୍ଚ ଅଭିଯୋଗ; ୧୦ ଜଣଙ୍କୁ ଗିରଫ କଲା ସିବିଆଇ

ସମ୍ବଲପୁର: ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡେସନ୍‌ କାଉନସିଲ୍‌ (ଏନଏଏସି) ରେଟିଂ ଲାଞ୍ଚ ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ସିବିଆଇ । ଆନ୍ଧ୍ରର ଏକ ଶିକ୍ଷାନୁଷ୍ଠାନର ରେଟିଂ ବଢ଼ାଇବାକୁ କହି ଲାଞ୍ଚ ଅଭିଯୋଗରେ ଗିରଫ କରିଛି ସିବିଆଇ । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ସମ୍ବଲପୁରର ଜଣେ

ଲୋକଙ୍କ ପାଖରେ ଅଲୋଡ଼ା ହୋଇନି – ପ୍ରଭାତ ତ୍ରିପାଠୀ

ଭୁବନେଶ୍ୱର :ବିଜେଡିର ବରିଷ୍ଠ ନେତା ଆଜି ପ୍ରକାରାନ୍ତରେ ବିଜେଡିକୁ ସମାଲୋଚନା କରିଛନ୍ତି। ଆଜି ଏକ ଉତ୍ସବରେ ଅନେକ ଦଳୀୟ ନେତାଙ୍କ ସହ ଏକାଠି ହେବା ପରେ ଶ୍ରୀ ତ୍ରିପାଠୀ କହିଛନ୍ତି, ସେ ବୟସ ଦୃଷ୍ଟିରୁ ବିଜେଡିର ସଦସ୍ୟତା ନବୀକରଣ କରିନାହାନ୍ତି। ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ସେ

ଫେବ୍ରୁଆରୀ ୮ରେ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା

ଭୁବନେଶ୍ଵର: ବଡ ଖବର । ଫେବ୍ରୁଆରୀ ୮ରେ ମିଳିବ ପ୍ରଥମ କିସ୍ତି ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରେ ‘ସୁଭଦ୍ରା’ ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ କରାଯିବ । ଏହାର ଏକ ମାସ ପରେ ଅର୍ଥାତ୍ ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ