Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ୮ନକ୍ସଲ ନିପାତ
ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ଶନିବାର ମିଳିଛି ବଡ ସଫଳତା। ଏନକାଉଣ୍ଟରରେ ୮ ନକ୍ସଲ ନିପାତ । ସୂଚନାନୁସାରେ, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନକ୍ସଲ ପ୍ରଭାବିତ ବିଜାପୁର ଜିଲ୍ଲାରେ ସୁରକ୍ଷା ବାହିନୀଙ୍କ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ!-->…
୧୩ରେ ବିଧାନସଭା ସମ୍ମୁଖରେ ଧାରଣା ଦେବ ନିଖିଳ ଓଡ଼ିଶା ଜୀବିକା ମିଶନ ଇସି ସଂଘ
ଛତ୍ରପୁର : ପୁନର୍ଗଠନ ଆଳରେ ଓଡିଶାରେ ୨୫ ଵର୍ଷ ଧରି ଜୀବିକା ମିଶନ ଓ ୧୧ ଵର୍ଷ ଧରି ମିଶନ ଶକ୍ତିରେ କାର୍ଯ୍ୟ କରୁଥିବା ଲକ୍ଷାଧିକ କାର୍ଯ୍ୟକାରୀ ସଦସ୍ୟଙ୍କୁ ଛଟେଇ କରିବା ଯୋଜନା ପ୍ରତିବାଦରେ ଶୁକ୍ରବାର ଗଞ୍ଜାମ ଜିଲାରେ କାର୍ଯ୍ୟରତ ହଜାର ହଜାର ଇସି ସଦସ୍ୟ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ!-->…
କେନ୍ଦ୍ର ବଜେଟରେ ନିରାଶ ଓଡ଼ିଶା
ଭୁବନେଶ୍ୱର: ନିର୍ବାଚନ ସମୟରେ ବିଜେପି ଓଡିଶାବାସୀଙ୍କୁ ବହୁତ ବଡ ବଡ ପ୍ରତିଶ୍ରୁତି ଦେଇଥିଲା। ଗତଥର ଭଳି ଚଳିତ ଥର ମଧ୍ୟ କେନ୍ଦ୍ର ବଜେଟରେ ଓଡିଶା ପାଇଁ କିଛି ନାହିଁ। ୨୦୨୫-୨୬ରେ ରାଜ୍ୟ ପାଇଁ କୌଣସି ସ୍ୱତନ୍ତ୍ର ଯୋଜନା ବା ଘୋଷଣା କରିନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ!-->…
ମୟୂରଭଞ୍ଜ ମାଟି ହେଉଛି କଳା ଓ ସଂସ୍କୃତିର ମାଟି – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର; ମୟୂରଭଞ୍ଜ ଜିଲାର ଗୌରବଜ୍ଜଳ ଇତିହାସ ସର୍ବଜନ ବିଦିତ। ଓଡ଼ିଶା ମାଟିକୁ ବିଭିନ୍ନ କ୍ଷେତ୍ରରେ ମୟୂରଭଞ୍ଜର ଅବଦାନ ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର୍ ଠାରେ ଆୟୋଜିତ ମୟୂରଭଞ୍ଜ ଉତ୍ସବ ଅବସରରେ କହିଛନ୍ତି।
ଭୁବନେଶ୍ୱର ଉତ୍କଳ ମଣ୍ଡପ ଠାରେ ଏହି!-->!-->!-->…
ଟ୍ୟାକ୍ସ ଛାଡ ଘୋଷଣା ପରେ ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ବଜେଟ୍ ୨୦୨୫-୨୬ରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ!-->!-->!-->…
ରାଜ୍ୟରେ ଧୀରେ ଧୀରେ ବଢ଼ୁଛି ତାତି, କୁହୁଡି ପାଇଁ ୧୬ ଜିଲ୍ଲାକୁ ୨୪ ଘଣ୍ଟା ୟେଲୋ ଆଲର୍ଟ
ରାଜ୍ୟରେ ଧୀରେ ଧୀରେ ତାତି ବଢ଼ୁଥିବାରୁ ଟାଇ ଟାଇ ଖରା ସହ ଅସ୍ୱାଭାବିକ ଗରମ ଦେଖିବାକୁ ମିଳିଛି ।ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଫଳରେ ରାଜ୍ୟରେ ତାତି ସହ ସହ ଅସ୍ୱାଭାବିକ ଗରମ ଅନୁଭୁତୁ ହେଉଛି।!-->…
ଧର୍ମଗଡରୁ ୮ ଅଭିଯୁକ୍ତ ଗିରଫ, ୩ କୋଟି ୫୧ଲକ୍ଷ ଟଙ୍କା ଜବତ
କଳାହାଣ୍ଡି: ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ପୋଲିସ । ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ ୩ କୋଟି ୫୧ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ!-->…
ବାହାର ପଟୁ କବାଟ ଦେଇ ଲୁଟିନେଲେ ୧୦ ଲକ୍ଷ ଟଙ୍କାର ସୁନା ଗହଣା
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଭୁଇଁପୁର ବାଲିସାହି ଗାଁରେ ସଶସ୍ତ୍ର ଡକାୟତି । ଗତକାଲି ବିଳମ୍ବିତ ରାତିରେ ନାରାୟଣ ସାହୁଙ୍କ ଘରେ ୫ରୁ ଊର୍ଦ୍ଧ୍ବ ଡକାୟତ ପଶି ଲୁଟ୍ କରିଥିବା ଅଭିଯୋଗ ହୋଇଛି । ଘର ବାହାରପଟୁ କବାଟ ଦେଇ ୧୦ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୨ଲକ୍ଷ ନଗଦ କ୍ୟାସ!-->…
ଠିକା ନିଯୁକ୍ତ ସରକାରୀ କର୍ମଚାରୀଙ୍କର କଟିବ ନାହିଁ ରାସନକାର୍ଡ
ଭୁବନେଶ୍ବର: ଠିକାରେ ନିଯୁକ୍ତ ହୋଇଥିବା ସରକାରୀ କର୍ମଚାରୀଙ୍କର କଟିବନି ରାସନ କାର୍ଡ। ଯେଉଁ କର୍ମଚାରୀଙ୍କର ମାସିକ ୧୫ହଜାର ଟଙ୍କାରୁ କମ୍ ଦରମା ପାଉଛନ୍ତି, ସେମାନଙ୍କ ରାସନକାର୍ଡ କଟିବ ନାହିଁ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହି ଠିକା ସରକାରୀ କର୍ମଚାରୀମାନେ!-->…
କଣାସ ହଇଜା ସ୍ଥିତିକୁ ନେଇ ନବୀନଙ୍କ ଉଦବେଗ
ଭୁବନେଶ୍ବର : କଣାସ ହଇଜା ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବେଗ। ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ସ୍ଥିତି ନିୟନ୍ତ୍ରଣକୁ ଆସିବା ପରିବର୍ତ୍ତେ ଅଣାୟତ୍ତ ହେଉଛି। ଝାଡ଼ାବାନ୍ତିରେ ଲୋକଙ୍କ ପ୍ରାଣହାନୀ ହେବା ସହ ଧନଜୀବନ!-->…