Browsing Category

ଓଡିଶା

ହଂସିତାଙ୍କ ଦ୍ବିତୀୟ ସ୍ବାମୀ ମନୋଜଙ୍କ ଆଗୁଆ ଜାମିନ ଆବେଦନ ଖାରଜ

କଟକ: ହାଇପ୍ରୋଫାଇଲ ଠକ ଯୋଡ଼ି ହଂସିତା-ଅନୀଲ ମାମଲା । ତଥାକଥିତ ହଂସିତାଙ୍କ ଦ୍ବିତୀୟ ସ୍ବାମୀ ମନୋଜ ଆଚାର୍ଯ୍ୟଙ୍କ ଅଡ଼ୁଆ ବଢିଲା । ମନୋଜଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଜଷ୍ଟିସ ଭି ନରସିଂହଙ୍କୁ ନେଇ ଗଠିତ ଜଣିକିଆ ଖଣ୍ଡପୀଠ ଏହି ଆଗୁଆ ଜାମିନ ଖାରଜ କରିଛନ୍ତି ।

ସୁନ୍ଦରଗଡରେ ଫୁଟିଲା ଗୁଳି, ଯୁବକ ଗୁରୁତର

ସୁନ୍ଦରଗଡ: ସୁନ୍ଦରଗଡର ଲେଫ୍ରିପଡାରେ ଫୁଟିଲା ଗୁଳି । ଯୁବକଙ୍କୁ ଗୁଳିମାଡ କଲେ ଦୁର୍ବୁତ୍ତ । ଦର୍ଲ୍ଲିପାଲି ନିକଟରେ ଏହି ଗୁଳିମାଡ ହୋଇଛି । ଯୁବକଙ୍କ ଛାତିରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଯୁବକ । ତେବେ ଏହି ଗୁଳିମାଡ ବ୍ୟବସାୟିକ ଶତୃତା କାରଣରୁ

ପୂର୍ବତନ କୁଳପତିଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ଝାରସୁଗୁଡ଼ା: ସମ୍ବଲପୁର ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଡ. ଧ୍ରୁବରାଜ ନାୟକଙ୍କ ହତ୍ୟା ମାମଲାରେ ଆସିଲା ଗୁରୁତ୍ବପୂର୍ଣ୍ଣ ରାୟ । ଏଥିରେ ଦୋଷୀ ସାବ୍ୟସ୍ତ ହୋଇଥିବା ପ୍ରବୀଣ ଧୂରିଆଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ଝାରସୁଗୁଡ଼ା ଏଡିଜେ କୋର୍ଟ । ସୂଚନାଯୋଗ୍ୟ, ୨୦୨୧

ମ୍ୟାଚ ପୂର୍ବରୁ ବାରବାଟୀ ଷ୍ଟାଡିୟମରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ: ବାରବାଟୀ ଷ୍ଟାଡିୟମରେ ଆଗାମୀ ଫେବୃଆରୀ ୯ ତାରିଖ ରେ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମ୍ୟାଚ୍ ପାଇଁ ପ୍ରସ୍ତୁତ ଥିମ୍ ସଙ୍ଗ ଉନ୍ମୋଚନ କରିବା ପରେ ଷ୍ଟାଡିୟମର ପ୍ରସ୍ତୁତି ଅନୁଧ୍ୟାନ କରୁଛନ୍ତି। ସୂଚନା ଅନୁଯାୟୀ,

ଉଭୟ ଗୃହରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି, ଦିନକ ପାଇଁ ଗୃହ ମୁଲତବୀ

ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିବା ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲୋକସଭା ଓ ରାଜ୍ୟସଭାରେ ଉପସ୍ଥାପିତ ହୋଇଥିଲା। ପରେ ଲୋକସଭାରେ ବାଚସ୍ପତି ଓମ୍ ବିର୍ଲା ଦେଶର ବିକାଶ ପାଇଁ ଡଃ ମନମୋହନ ସିଂହଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। ବାଚସ୍ପତି କହିଥିଲେ

୪ ଦିନ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ଗତ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମକୁ ୪ ଦିନ ଯାଏଁ ବନ୍ଦ ରଖାଯିବ । ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨, ୩, ୫ ଓ ୬ ତାରିଖ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି । ଏହି ଦିନ

ସମର୍ଥ କେନ୍ଦ୍ରରୁ ସ୍ଥାନାନ୍ତର ହେଲେ ୪୨ ଜଣ ଦିବ୍ୟାଙ୍ଗ ଅନ୍ତେବାସୀ

ସମ୍ବଲପୁର: ସମର୍ଥରେ ନିର୍ଯାତିତ ୪୨ ଜଣ ମାନସିକ ଅନଗ୍ରସରଙ୍କୁ ସ୍ଥାନାନ୍ତରିତ କଲେ ସରକାର। ଅନ୍ତେବାସୀଙ୍କ ମଧ୍ୟରେ ଅଛନ୍ତି ୧୫ ମହିଳା ଓ ୨୭ ଜଣ ପୁରୁଷ। ସମ୍ବଲପୁର ସମର୍ଥ ଅନୁଷ୍ଠାନରେ ଦିବ୍ୟାଙ୍ଗଙ୍କୁ ନିର୍ୟାତନା ପରେ ପ୍ରଶାସନର ତତ୍ତ୍ବାବଧାନରେ ୪୨ଜଣ ଅନ୍ତେବାସୀଙ୍କୁ ସ୍ଥାନାନ୍ତରିତ

ଗିରଫ ହେଲେ କୋଟିପତି ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ

ବଣାଇ: ଗିରଫ ହେଲେ ବଣେଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଏହାପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ । ସୂଚନା ଅନୁସାରେ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ

ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ। ଭୁବନେଶ୍ୱର ତୋଷାଳି ଭବନରେ ଥିବା କାର୍ଯ୍ୟାଳୟରେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରଛନ୍ତି। ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ

କଣାସରେ ଝାଡ଼ାବାନ୍ତି ନେଲା ଆଉ ଏକ ଜୀବନ; ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଭୁବନେଶ୍ୱର: ପୁରୀ ଜିଲ୍ଲାର କଣାସ ବ୍ଲକରେ ପ୍ରଦ୍ୟୁଷିତ ଜଳ ପିଇ ଡ଼ାଇରିଆ ବ୍ୟାପିବା ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଫଳରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ମୃତକ ହେଲେ କଣାସ ବ୍ଲକର ଜାଗୁଳେଇପଦର ଗ୍ରାମର ବାସିନ୍ଦା କୃଷ୍ଣ ବେହେରାଙ୍କ ପତ୍ନୀ ଜହ୍ନି ବେହେରା । ସେ ଡାଇରିଆରେ