Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅଲିଭରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ, ପ୍ରଥମ ଦିନରେ ୧୮୫ ଅଣ୍ଡା ସଂଗ୍ରହ
କୋଣାର୍କ: ଆରମ୍ଭ ହୋଇଛି ବିରଳ ପ୍ରଜାତି ଅଲିଭ ରିଡଲେ କଇଁଛଙ୍କ ଅଣ୍ଡାଦାନ ପ୍ରକିୟା । କୋଣାର୍କ ଚନ୍ଦ୍ରଭାଗା ସମୁଦ୍ର ଉପକୂଳରୁ ଗୁରୁବାର ବିଲମ୍ବିତ ରାତିରେ ପ୍ରଥମ କରି ଦୁଇଟି ଅଲିଭରିଡଲେ ୧୮୫ଟି ଅଣ୍ଡା ଦେଇଥିବା ଦେଖିବାକୁ ମିଳିଛି । ଏହି ସମସ୍ତ ଅଣ୍ଡାକୁ ସଂଗୃହିତ କରାଯାଇ ଚନ୍ଦ୍ରଭାଗା!-->…
ଛାତ୍ରାବାସରୁ ୧୫ ଛାତ୍ର ପଳାଇଯିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ
ରାଉରକେଲା: ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତ୍ରାବାସରୁ ୧୫ ଜଣ ଛାତ୍ର ଫେରାର ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବଣାଇ ବିଇଓ ସୁନୀଲ ମୁଣ୍ଡୁ । ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଦ୍ରୌପଦୀ!-->…
କରପଡା ଗ୍ରାମରେ ଭାଗବତ ସପ୍ତାହର ସମାପନ ଉତ୍ସବ
ଛତ୍ରପୁର : ଆଜି ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ଗ୍ରାମରେ ଭବ୍ୟତାର ସହିତ ଭାଗବତ ସପ୍ତାହ ସମାହିତ ହୋଇଛି l ଏହି ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ର ମୁଖ୍ୟ ପ୍ରବକ୍ତା ଭାବେ ଶ୍ରୀକୃଷ୍ଣ ଚୈତନ୍ୟ ମିଶନର ଆଚାର୍ଯ୍ୟ ତଥା ଗୁରୁ ତ୍ରିଦଣ୍ଡି ସ୍ୱାମୀ ଶ୍ରୀମଦ ଭକ୍ତି ବିଚାର ବିଷ୍ଣୁ ଗୋସ୍ୱାମୀ ମହାରାଜ!-->…
ଫେବୃୟାରୀ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ଶୁକ୍ରବାର ଏହି ସମୟରୁ ଆରମ୍ଭ ହେବ ପଞ୍ଜୀକରଣ
ଭୁବନେଶ୍ୱର,୩୦।୧: ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।
ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧!-->!-->!-->…
୨ ଯାଏ ଘନକୁହୁଡ଼ି, ଏହି ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୩୦ା୧: ଆସନ୍ତା ୨ ତାରିଖ ଯାଏ ଘନକୁହୁଡ଼ି ନେଇ ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। କଟକ, ଖୋର୍ଦ୍ଧା, ଢେଙ୍କାନାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କୋରାପୁଟରେ ପ୍ରବଳ କୁହୁଡ଼ି ଦେଖାଦେବ। ଶୁକ୍ରବାର ରାତି ଓ ୧ ତାରିଖ ସକାଳ ପାଇଁ ୮!-->…
ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା ଜାରି
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫!-->…
କଟକ ଆରଟିଓରେ ପ୍ରଥମ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା
କଟକ: ମୋଟର ଯାନ ଫିଟନେସ୍ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବାକୁ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ରାଜ୍ୟରେ ପଞ୍ଜୀକୃତ ହୋଇଛି ପ୍ରଥମ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା ବା ଏଟିଏସ । କଟକ ଆରଟିଓ ଅଧୀନରେ ଏହାର ସ୍ଥାପନା ହୋଇଛି । ବୈଷୟିକ ଜ୍ଞାନକୌଶଳ ଜରିଆରେ ସ୍ୱୟଂକ୍ରିୟ ପଦ୍ଧତିରେ!-->…
୩୦ ପରିବର୍ତ୍ତେ ୩୧ରେ ସରିବ ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଦ୍ବାରା ଆୟୋଜିତ ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା ସମ୍ମିଳନୀକୁ ଅପାର ସଫଳତା ମିଳିଥିବାବେଳେ ରାଜ୍ୟ ସରକାର ଆଜି ଏହାର ଅବଧିକୁ ଆଉ ଗୋଟିଏ ଦିନ ବୃଦ୍ଧି କରିଛନ୍ତି । ଏହି ୨ ଦିନିଆ ସମ୍ମିଳନୀ ଆଜି ଶେଷ ହେଉଥିଲେ ମଧ୍ୟ ଆସନ୍ତାକାଲି ସାଧାରଣ ଜନତାଙ୍କ ପାଇଁ!-->…
‘ସୁଭଦ୍ରା’ ପାଇଁ ବ୍ୟାଙ୍କରେ ଦୁଇ ଦିନିଆ ସ୍ବତନ୍ତ୍ର ବ୍ୟବସ୍ଥା: ୩ଲକ୍ଷରୁ ଅଧିକ ଆବେଦନକାରୀଙ୍କ ବିଫଳ ହୋଇଛି…
ଭୁବନେଶ୍ବର: ଯେଉଁ ‘ସୁଭଦ୍ରା’ ଆବେଦନକାରୀଙ୍କ ଏନ୍ପିସିଆଇ ଫେଲ୍ ହୋଇଛି ସେମାନଙ୍କ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି। ଆସନ୍ତାକାଲି ଓ ୩୦ତାରିଖରେ ଯେଉଁମାନଙ୍କୁ ବ୍ୟାଙ୍କରୁ କଲ୍ କିମ୍ବା ମେସେଜ୍ ଆସିଛି ସେମାନେ ବ୍ୟାଙ୍କକୁ ଯାଇ ସେମାନଙ୍କର ଏନ୍ପିସିଆଇକୁ!-->…
ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବା ଠାରୁ ଆରମ୍ଭ କରି କେବଳ ଯାତ୍ରୀବାହୀ ବିମାନ ନୁହେଁ ବରଂ!-->…