Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜ୍ୟରେ ହସ୍ପିଟାଲ୍ ଅଗ୍ନି ନିରାପତ୍ତା ନେଇ ଜବାବ ତଲବ: ତଥ୍ୟ ମାଗିଲେ ହାଇକୋର୍ଟ
କଟକ,୨୯।୧: ରାଜ୍ୟରେ ହସ୍ପିଟାଲ୍ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ତଥ୍ୟ ମାଗିଲେ ହାଇକୋର୍ଟ। ବୁଧବାର ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯେଉଁଥିରେ ରାଜ୍ୟର ଡାକ୍ତରଖାନାଗୁଡ଼ିକର ଅଗ୍ନି ନିରାପତ୍ତା ପରିସ୍ଥିତି ସମ୍ପର୍କରେ ଏକ ବିସ୍ତୃତ!-->…
ନିଃସର୍ତ୍ତ ର ପ୍ରଭାବ ଶେଷରେବାଲି ମାଫିଆଙ୍କ ଉପରେ ପ୍ରଶାସନର ଛାଟ :ପଢାଳ ଓ ବରଗାଁ ବାଲି ଘାଟରୁ ବାଲି ନେଲେ ହେବ…
ଚଢ଼ାଉ ବେଳେ ଜବତ ଜେସିବି ଓ ହାଇୱା ଗଲା କୁଆଡ଼େ..?
ରାଜ୍ୟରୁ ଶୀତ ଗାଏବ: ୨ ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ସମ୍ଭାବନା, କୁହୁଡ଼ି ପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ
ଭୁବନେଶ୍ୱର, ୨୯।୧: ରାଜ୍ୟରୁ ଉଭାନ ହୋଇଛି ଶୀତ। ଦିନ ଭଳି ରାତି ତାପମାତ୍ରା ବୃଦ୍ଧି ପାଇଛି। ଜାନୁଆରୀ ମାସ ନ ସରୁଣୁ ଖରାଦିନ ଭଳି ଗରମ ଅନୁଭୂତ ହେଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ପରେ ସାରା ଓଡ଼ିଶାରେ ତାପମାତ୍ରା ୨ ରୁ ୪ ଡିଗ୍ରୀ!-->…
ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ କୁ ସଫଳତା: ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତରେ ଆସିବ ସମୃଦ୍ଧି
ଭୁବନେଶ୍ୱର, ୨୯।୧: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫ । ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡ଼ିଶା’ ନୂଆ ଊର୍ଜା!-->…
ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ୪ ସପ୍ତାହ ମଧ୍ୟରେ ମାମଲା ସାରିବାକୁ ସୁପ୍ରିମକୋର୍ଟଙ୍କ…
ପାଟଣାଗଡ : ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ବିଚାର ପ୍ରକ୍ରିୟା ବିଲମ୍ବନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏଥିସହ ଚାରି ସପ୍ତାହ ମଧ୍ୟରେ ମାମଲା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ହୃଷିକେଶ ରାଏ ଓ ଏସ୍ବିଏନ୍ ଭଟିଙ୍କୁ ନେଇ ଗଠିତ!-->…
୧୨ ଲକ୍ଷ ୮୯ ହଜାର କୋଟି ପୁଞ୍ଜି ନିବେଶ ପ୍ରସ୍ତାବ; ୧୩ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି !
ଭୁବନେଶ୍ବର : ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୫ ସମ୍ମିଳନୀରେ ଦୁଇଦିନରେ ୧୨ ଲକ୍ଷ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପୁଞ୍ଜି ନିବେଶ ପାଇଁ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଭୁବନେଶ୍ବରର ଜନତା ମଇଦାନରେ ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଦୁଇ ଦିନିଆ ଶିଳ୍ପ!-->…
ସ୍ବତନ୍ତ୍ର ରାଜ୍ୟ ପାହ୍ୟା, ଦରଦାମ ବୃଦ୍ଧି ପ୍ରସଙ୍ଗ ଉଠାଇବେ ବିଜେଡି ସାଂସଦ
ଭୁବନେଶ୍ବର: ଆଗାମୀ ଜାନୁଆରୀ ୩୧ରେ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ଏହି ଅଧିବେଶନରେ ବିଜେଡିର ସାଂସଦମାନେ ସାଢ଼େ ୪ କୋଟି ଓଡ଼ିଆଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏକାଧିକ ଦାବି କରିବେ। ବଜେଟ୍ ଅଧିବେଶନ ପୂର୍ବରୁ ଆଜି ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି!-->…
ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍ : ପ୍ରଥମ ଦିନର ଅପରାହ୍ଣ ସୁଦ୍ଧା ୫୪ଟି ବୁଝାମଣାପତ୍ର ସ୍ବାକ୍ଷରିତ
ଭୁବନେଶ୍ବର: ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୫ ସମ୍ମିଳନୀ ଆଜି ଠାରୁ ଭୁବନେଶ୍ବରରେ ଆରମ୍ଭ ହୋଇଯାଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ ଏହି ଦୁଇ ଦିନିଆ ଶିଳ୍ପ ସମ୍ମିଳନୀ ବୁଧବାର ସନ୍ଧ୍ୟାରେ ଶେଷ ହେବ। ଏହାରି ମଧ୍ୟରେ ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍ଡ!-->…
ଉତ୍କର୍ଷ ଓଡ଼ିଶା କନକ୍ଲେଭ: “ନୂଆ ଭାରତ ଗଠନରେ ଓଡ଼ିଶାର ପ୍ରମୂଖ ଭୂମିକା ରହିବ” କହିଲେ ମୋଦି
ଭୁବନେଶ୍ୱର : ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଉଦଘାଟିତ ହୋଇଛି । ଆନୁଷ୍ଠାନିକ ଭାବେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ‘ଜୟ ଜଗନ୍ନାଥ’ରୁ ଉଦବୋଧନ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି!-->…