Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଫାଇନାନ୍ସ କର୍ମଚାରୀ ଅପହରଣ ମାମଲା, ୨ ଗିରଫ
ଦିଗପହଣ୍ଡି: ୪ ଯୁବକଙ୍କୁ ଅପହରଣ ମାମଲା । ୨ ଜଣଙ୍କୁ ଗିରଫ କଲା କେ.ନୂଆଗାଁ ଥାନା ପୋଲିସ । ଗତକାଲି ଅଟକ ଥିବା ଜଣେ ଯୁବକଙ୍କ ସହ ମୁଖ୍ୟ ଅଭିଯୁକ୍ତର ସ୍ତ୍ରୀ କୁ ଗିରଫ କରିଛି ପୋଲିସ । ବାଡ଼ିପଟେ ଗଞ୍ଜେଇ ଚାଷ କରିବା ଅଭିଯୋଗରେ ମହିଳାଙ୍କୁ ଗିରଫ ପୋଲିସ । ପ୍ରାୟ ୧ ଏକରରୁ ଉର୍ଦ୍ଧ୍ବ ଜମିରେ!-->…
ନିରଞ୍ଜନଙ୍କ ଘରୁ ଚୋରୀ : ଦୁଇଦିନ ବିତିଲା, ଟେର ପାଉନି ପୋଲିସ୍
ଭୁବନେଶ୍ବର : ପୂର୍ବତନ ପିସିସି ସଭାପତି ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ ହୋଇଥିଲା। ଏହି ଘଟଣାକୁ ବିତିଲାଣି ୨ ଦିନ। ଚୋରିର ପୂରା ଚିତ୍ର ସିସିଟିଭିରେ କଏଦ ହୋଇଛି। ତଥାପି ଧରାପଡୁନି ମୁଖାପିନ୍ଧା ଲୁଟେରା। କୁଆଡେ ଗଲା ଚୋର, ଟେର୍ ପାଉନି ପୋଲିସ। ଲୁଟେରାକୁ!-->…
ଆଉ ୪ ଦିନ ପରେ ସରିବ ଇ-କେୱାଇସି ଅପଡେଟ୍: ଯୋଗାଣ ମନ୍ତ୍ରୀ
ଭୁବନେଶ୍ଵର: ଆଉ ୪ ଦିନ ପରେ ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ସରିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି।ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ସରକାର ଦିନ ଧାର୍ଯ୍ୟ କରିଛନ୍ତି । ଯଦି ସମୟ ସୁଦ୍ଧା ଏହା ନସରେ ପରବର୍ତ୍ତୀ ସମୟରେ!-->…
ଯୋଜନାବଦ୍ଧ ସହର ସଂଖ୍ୟା ୩୦ ପ୍ରତିଶତକୁ ବୃଦ୍ଧି କରିବାକୁ ଓଡିଶା ସରକାରଙ୍କ ଯୋଜନା: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ୱର: ବିକଶିତ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ ଅନୁଯାୟୀ ଯୋଜନାବଦ୍ଧ ସହର ସଂଖ୍ୟା ବୃଦ୍ଧି କରିବାକୁ ଲକ୍ଷ୍ୟ ଓଡ଼ିଶା ସରକାର ରଖିଛନ୍ତି। ଏସମ୍ପର୍କରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୋମବାର କହିଛନ୍ତି।ଭୁବନେଶ୍ୱରରେ ତାଙ୍କ ବିଭାଗ ଅଧୀନରେ ଥିବା ବିକାଶ!-->…
ମଝି ଚିଲିକାରେ ଦୁଇ ପର୍ଯ୍ୟଟକ ଡଙ୍ଗା ମଧ୍ୟରେ ଧକ୍କା, ୨ ଗୁରୁତର
ବ୍ରହ୍ମଗିରି: ସୋମବାର ଅପରାହ୍ନରେ ମଝି ଚିଲିକାରେ ଦୁଇଟି ପର୍ଯ୍ୟଟକ ଡଙ୍ଗା ମୁହାଁମୁହିଁ ଧକ୍କା ହୋଇଛି । ଡଙ୍ଗାରେ ଥିବା ଦୁଇ ଜଣ ପର୍ଯ୍ୟଟକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଅପରାହ୍ନରେ ସାତପଡାରୁ ଏକ ପର୍ଯ୍ୟଟକ ଡଙ୍ଗାରେ ୮ ଜଣ ବଙ୍ଗୀୟ ପର୍ଯ୍ୟଟକ ଚିଲିକା ବୁଲିବାକୁ ଯାଇଥିଲେ!-->…
ଉତ୍କର୍ଷ ଓଡିଶା କନକ୍ଲେଭରେ ରାଜ୍ୟକୁ ଛୁଟିବ ନିବେଶର ସୁଅ
ଭୁବନେଶ୍ବର : ଉତ୍ସାହିତ ଓଡ଼ିଶା, ଉତ୍ସାହିତ ଶିଳ୍ପସଂଘ। କାଲିଠୁ ଭୁବନେଶ୍ବର ଜନତା ମୈଦାନରେ ଆରମ୍ଭ ହେଉଛି ଦୁଇଦିନିଆ ଶିଳ୍ପ ମହାକୁମ୍ଭ- ଉତ୍କର୍ଷ ଓଡିଶା କନକ୍ଲେଭ୍। ବଡ଼ କଥା ହେଉଛି ପ୍ରଥମଥର ପାଇଁ ପୁଞ୍ଜିନିବେଶକଙ୍କୁ ଆକୃଷ୍ଟ କରିବାକୁ ଓଡ଼ିଶାରେ ଆୟୋଜିତ ଏ ଶିଳ୍ପପତି ସମ୍ମିଳନୀକୁ!-->…
କାଳ ସାଜିଲା ବିଷାକ୍ତ ଫଳ, ଗୁରୁତର ହୋଇ ୯ ଶିଶୁ କଟକ ଶିଶୁ ଭବନରେ ଭର୍ତ୍ତି
ଯାଜପୁର : ପୁଣି ଅଜଣା ଫଳ ଖାଇ ଗୁରୁତର ହେଲେ ଶିଶୁ । ଧର୍ମଶାଳାରେ ବିଷାକ୍ତ ଫଳ ଖାଇ ଗୁରୁତର ହୋଇଥିବା ୯ ଗୁରୁତର ଶିଶୁଙ୍କୁ କଟକ ଶିଶୁ ଭବନରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ଶିଶୁ ଭବନରେ ପ୍ରାଥମିକ ଚିକିତ୍ସାପରେ ଶିଶୁ ମାନଙ୍କୁ ଜେନେରାଲ ମେଡ଼ିସିନ ୱାର୍ଡକୁ!-->…
ମଧୁସୂଦନ ପାଢ଼ୀଙ୍କୁ ମୁଖ୍ୟ ନିର୍ବାଚନ କମିସନର ଦାୟିତ୍ବ
ଭୁବନେଶ୍ବର: ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ ସରକାର ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରିଛନ୍ତି ।ଭାରତର ସମ୍ବିଧାନର!-->…
ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ପାଇଁ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା
ଭୁବନେଶ୍ୱର: ଜାନୁଆରି ୨୮ରୁ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଏବଂ ମେକ୍ ଇନ୍ ଓଡିଶା ପ୍ରଦର୍ଶନୀ ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି।ସେ କହିଛନ୍ତି, ଏହି କାର୍ଯ୍ୟକ୍ରମରେ!-->…
ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ନିଯୁକ୍ତି
ଭୁବନେଶ୍ବର: ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହା ଦ୍ବାରା ଏଣିକି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିବ। ସେ ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ ପରିଚିତ।!-->…