Browsing Category

ଓଡିଶା

ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ନିଯୁକ୍ତି

ଭୁବନେଶ୍ବର: ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମ‌ୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହା ଦ୍ବାରା ଏଣିକି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିବ। ସେ ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ ପରିଚିତ।

କଟକର ବିଡ଼ାନାସୀ ପଡ଼ିଆରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କଟକ : ୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ୭୬ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଗଂଜାମ ଜିଲାସ୍ତରୀୟ ୧୫ତମ ଜାତୀୟ ମତଦାତା ଦିବସ ସମାରୋହ ପାଳିତ

ଛତ୍ରପୁର : ୧୫ତମ ଜାତୀୟ ମତଦାତା ଦିବସ-୨୦୨୫ ଗଂଜାମ ଜିଲାସ୍ତରୀୟ ସମାରୋହ ଶନିବାର ଛତ୍ରପୁରସ୍ଥିତ ଜିଲ୍ଲାପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଡ଼. ପ୍ରମୋଦ କୁମାର ପୃଷ୍ଟି ଯୋଗଦେଇ କହିଥିଲେ ଯେ ବିଶ୍ୱରେ ଭାରତ ସବୁଠୁ ବଡ ଗଣତନ୍ତ୍ର ରାଷ୍ଟ୍ର

ଦ୍ଵିତୀୟ ଥରପାଇଁ ଜିଲ୍ଲା ବିଜେପି ସଭାପତି ହେଲେ ଅଶୋକ ପରିଡା

ମାଲକାନଗିରି, ୨୫।୧ : ମାଲକାନଗିରି ଜିଲ୍ଲା ବିଜେପି ସଭାପତି ଭାବେ ଚୟନ ହେଲେ ବରିଷ୍ଠ ନେତା ତଥା ପୂର୍ବତନ ଜିଲ୍ଲା ସଭାପତି ଅଶୋକ ପରିଡା। ବିଜେପି ଦଳର ସମସ୍ତ ଜିଲ୍ଲାରେ ନୂତନ ଜିଲ୍ଲା ସଭାପତି ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଆଜି ମାଲକାନଗିରି ଜିଲ୍ଲା ବିଜେପିର ସଭାପତି ଭାବେ

ପଦ୍ମଶ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଓଡିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ଉପରେ କଲେ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଓଡ଼ିଶାକୁ ବିଭିନ୍ନ କ୍ଷେତ୍ରରେ ଗର୍ବିତ କରି ପଦ୍ମ ସମ୍ମାନରେ ସମ୍ମାନିତ ହୋଇଥିବା ବରେଣ୍ୟ ବ୍ୟକ୍ତିବିଶେଷଙ୍କୁ ସାକ୍ଷାତ କରିଛନ୍ତି । ପଦ୍ମଶ୍ରୀ ଡ଼.ଜିତେନ୍ଦ୍ର ହରିପାଲ, ଚର୍ତୁଭୂଜ ମେହେର, ପଦ୍ମଶ୍ରୀ ପ୍ରମୋଦ ଭଗତ, ପଦ୍ମଶ୍ରୀ

୪ ଓଡ଼ିଆଙ୍କୁ ମିଳିବ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। କଳା, ସମାଜସେବା, ଚିକିତ୍ସା, ଶିଳ୍ପ, ସାହିତ୍ୟ, କୀଡ଼ା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୋଟ୍ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ

‘ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରୁ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଆଶା ରହିଛି’

ଭୁବନେଶ୍ବର: ଦୁଇ ଦିନ ପରେ ଭୁବନେଶ୍ବରରେ ‘ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା-୨୦୨୫’ କାର୍ଯ୍ୟକ୍ରମ ଆରମ୍ଭ ହେବ। ଜନତା ମଇଦାନରେ ଆୟୋଜିତ ୨ ଦିନିଆ ମେଗା କାର୍ଯ୍ୟକ୍ରମରେ ଶିଳ୍ପ ଜଗତର ଜଣାଶୁଣା ଚେହେରା ଯୋଗ ଦେବେ। ରାଜ୍ୟର ସ୍ଥାୟୀ ଅଭିବୃଦ୍ଧିକୁ ଅଗ୍ରଗତି କରିବାର ଲକ୍ଷ୍ୟ ନେଇ

ଆବାସ ଯୋଜନାରେ ନୂଆ ହିତାଧିକାରୀ ଚୟନ ଲାଗି ଆବାସ ପ୍ଲସ-୨ ସର୍ଭେ ଆରମ୍ଭ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଜରିଆରେ ନୂଆ ହିତାଧିକାରୀ ଯୋଡ଼ିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ଆବାସ ଯୋଜନାରୁ ବଞ୍ଚିତ ପରିବାରଙ୍କୁ ଏଥିରେ ଯୋଡ଼ିବାକୁ ଆରମ୍ଭ ହୋଇଛି ଆବାସ ପ୍ଲସ ୨ ସର୍ଭେ । ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ

ସୁପ୍ରିମକୋର୍ଟରେ ମାହାଙ୍ଗା ଡବଲ ମର୍ଡର ମାମଲା, ଅଡ଼ୁଆରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରତାପ ଜେନା

କଟକ: କଡ଼ ଲେଉଟାଇଲା ମାହାଙ୍ଗା ଡବଲ ମର୍ଡର ମାମଲା। ଏହାଫଳରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରତାପ ଜେନାଙ୍କ ଅଡ଼ୁଆ ବଢ଼ିଛି। ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ମୃତ କୁଳମଣି ବରାଳଙ୍କ ପୁଅ ରଞ୍ଜିତ ବରାଳ। ପ୍ରତାପ ଜେନାଙ୍କ ପକ୍ଷରୁ ଆଇନଜୀବୀ ସିଦ୍ଧାର୍ଥ ଅଗ୍ରୱାଲ

ଆରାକାନ ସେନାର ନିର୍ଯାତନା: ଦେଶ ଛାଡିବାକୁ ବାଧ୍ୟ ହେଉଛନ୍ତି ରୋହିଙ୍ଗ୍ୟା

ନାପିଦ୍ବ: ମିଆଁମାରରେ ବିଦ୍ରୋହୀ ଗୋଷ୍ଠୀ ଆରାକାନ୍ ଆର୍ମି (ଏଏ)ର ପ୍ରଭାବ ବୃଦ୍ଧି ପାଇଛି। ମିଆଁମାରର ରାଖାଇନ୍ ରାଜ୍ୟକୁ ଆରାକାନ୍ ଆର୍ମି ଜୁଣ୍ଟା ସେନାଠାରୁ ଛଡ଼ାଇ ନିଜ ଦଖଲକୁ ନେଇଛି। ଏହି କାରଣରୁ ସ୍ଥାନୀୟ ରୋହିଙ୍ଗ୍ୟାମାନଙ୍କର ଭବିଷ୍ୟତ ଅନିଶ୍ଚିତ ହୋଇପଡିଛି।ମିଆଁମାରର ବାଂଲାଦେଶ ସହିତ