Browsing Category

ଓଡିଶା

ଫେବୃଆରୀ ୧୩ରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ୧୩ ତାରିଖ ଠାରୁ ଆରମ୍ଭ ହେବ। ଏହି ଅଧିବେଶ‌ନରେ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍‌ ଉପସ୍ଥାପନ କରିବେ। ଅର୍ଥ ବିଭାଗର ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ୍‌ ଉପସ୍ଥାପନ

ଏଣିକି ଓଡିଆରେ ଏମବିଏ ପଢିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଛାତ୍ରଛାତ୍ରୀମାନେ ଏବେ ଓଡ଼ିଆ ଭାଷାରେ ଏମବିଏ (ମାଷ୍ଟର ଅଫ୍ ବିଜନେସ୍ ଆଡମିନିଷ୍ଟ୍ରେସନ୍) ଶିକ୍ଷା ପାଇବେ । ଏନେଇ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଆଇଜିଏନଓୟୁ) ପ୍ରଥମ ଥର ପାଇଁ ଓଡ଼ିଆ ଭାଷାରେ ଏମବିଏପୁସ୍ତକ ପ୍ରସ୍ତୁତ କରିଛି । ଏନେଇ ସୂଚନା

ହଂସପାଳ ଫ୍ଲାଏଓଭରକୁ ଉଦଘାଟନ କଲେ ସାଂସଦ ଅପରାଜିତା

ଭୁବନେଶ୍ୱର: ଭୁବନେଶ୍ୱରର ହଂସପାଳରେ ଜାତୀୟ ରାଜପଥ-୧୬ର ବହୁ ପ୍ରତୀକ୍ଷିତ ଫ୍ଲାଏଓଭରକୁ ମଙ୍ଗଳବାର ଦିନ ସାଂସଦ ଅପରାଜିତା ଷଡଙ୍ଗୀ ଉଦଘାଟନ କରିଛନ୍ତି। ତେବେ ୧୮ ମାସ ମଧ୍ୟରେ ସମାପ୍ତ ହେବାକୁ ଥିବା ଏହି ପ୍ରକଳ୍ପକୁ ଶେଷ ହେବା ପାଇଁ ପାଞ୍ଚ ବର୍ଷ ଲାଗିଥିଲା। ୬୦୦ ମିଟର ଫ୍ଲାଏଓଭର

ନରସଂହାର ବନ୍ଦ ହେବା ଉଚିତ: ସିପିଆଇ-ଏମ୍‌ଏଲ୍‌

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ସିପିଆଇ ମାସ ଲାଇନ (ଏମ୍‌ଏଲ୍‌)ର ରାଜ୍ୟ ସଚିବ ପି.ଗଙ୍ଗା ରାଓ ଆଜି ପ୍ରେସ ବିଜ୍ଞପ୍ତିରେ ଛତିଶଗଡରେ ହେଉଥିବା ନରସଂହାରକୁ ବନ୍ଦ କରିବା ଦରକାର ବୋଲି ଦାବି କରିଛନ୍ତି। ଅନେକ ଏନକାଉଣ୍ଟର ନାମରେ କେନ୍ଦ୍ର ଓ ରାଜ୍ୟ ସରକାର ଛତିଶଗଡ଼ରେ ଆଦିବାସୀ ତଥା

ସାଲୁଜାଙ୍କ ବିସ୍ଫୋରକ ବୟାନ, ହତ୍ୟା ପୂର୍ବରୁ ନବ ଦାସଙ୍କୁ କୋଲ୍‌‌ ବ୍ଲକରୁ ଦୂରେଇ ରହିବାକୁ କୁହାଯାଇଥିଲା

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକୁ ନେଇ କଂଗ୍ରେସର ବରିଷ୍ଠ ନେତା ସନ୍ତୋଷ ସିଂ ସାଲୁଜା ବିସ୍ଫୋରକ ବୟାନ ଦେଇଛନ୍ତି। ଶ୍ରୀ ସାଲୁଜା କହିଛନ୍ତି ଯେ ହତ୍ୟା ପୂର୍ବରୁ ସ୍ୱର୍ଗତ ନବ ଦାସଙ୍କୁ କୋଲ୍‌‌ ବ୍ଲକରୁ ଦୂରେଇ ରହିବାକୁ କୁହାଯାଇଥିଲା। ସେତେବେଳର ଏସପି ଓ ଜିଲାପାଳ

ଏନକାଉଣ୍ଟରରେ କୋଟିଏ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ ଚଳପତି ମୃତ, ୧୯ ଜଣ ମାଓବାଦୀଙ୍କ ମୃତଦେହ ଜବତ

ନୂଆପଡ଼ା: ନୂଆପଡ଼ା ନିକଟ ଓଡ଼ିଶା ସୀମାନ୍ତରେ ସୁରକ୍ଷା ବାହିନୀକୁ ବଡ଼ଧରଣର ସଫଳତା ମିଳିଛି। ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ପୁଲିସ ଓ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ୧୯ ଜଣ ମାଓବାଦୀଙ୍କ ମୃତଦେହ ଜବତ ହୋଇଛି। ଏନ୍‌କାଉଣ୍ଟରରେ ଏକ କୋଟି ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ

କଣାସରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା; ‘ଚିକିତ୍ସା ସେବା ଠିକରେ ଚାଲିଛି, ସରକାର ସଜାଗ ଅଛନ୍ତି’

ଭୁବନେଶ୍ବର: ପୁରୀ ଜିଲ୍ଲା କଣାସ ଅଞ୍ଚଳରେ ବ୍ୟାପିବାରେ ଲାଗିଛି ଝାଡ଼ାବାନ୍ତି । ବର୍ତ୍ତମାନ ସୁଦ୍ଧା ଏଥିରେ ୩ ଜଣଙ୍କର ଜୀବନ ଯାଇଥିବା ବେଳେ, ଅନେକ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।

କଣାସରେ ଝାଡ଼ାବାନ୍ତି ବ୍ୟାପିବା ମାମଲା, ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇଥିବା ନେଇ ବର୍ଷିଲା ବିଜେଡି

ଭୁବନେଶ୍ୱର : କଣାସ ଅଞ୍ଚଳରେ ଝାଡାବାନ୍ତି ବ୍ୟାପିବା ପ୍ରସଙ୍ଗରେ ସରକାରଙ୍କୁ ଘେରିଲା ବିଜେଡି । ୧୦ ଦିନ ହେଲା ହଇଜା ବ୍ୟାପୁଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ସରକାରଙ୍କ ଦାୟିତ୍ବହୀନତା କାରଣରୁ ହଇଜା ସ୍ଥିତି ଉପୁଜିଥିବା ଅଭିଯୋଗ କରିଛି ବିଜେଡି । ଘଟଣାକୁ

‘ସାମ୍ବାଦିକଙ୍କୁ ପ୍ରବେଶ ମନା’: ବ୍ଲକ ଅଫିସରେ ଲାଗିଲା ପୋଷ୍ଟର…

ବ୍ରହ୍ମପୁର // ସାନଖେମୁଣ୍ଡି : ସାମ୍ବାଦିକଙ୍କୁ ବ୍ଲକ ଅଫିସ୍ କାର୍ଯ୍ୟାଳୟ ପ୍ରବେଶ ମାନ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ଉନ୍ନୟନ ଅଧିକାରୀଙ୍କ ସ୍ୱାକ୍ଷରରେ ଲାଗିଛି ଏଭଳି ନୋଟିସ। ଆଉ ନୋଟିସରେ ବଡ଼ ବଡ଼ ଅକ୍ଷରରେ ଲେଖାଯାଇଛି, ‘ସାମ୍ବାଦିକଙ୍କୁ ପ୍ରବେଶ

ବିକଟାଳ ଶବ୍ଦ କରୁଥିବା ଗାଡି ଚାଳକଙ୍କ ଉପରେ ଆକ୍ସନ, ଫାଇନ ନୁହେଁ, ସିଧା କୋର୍ଟରୁ ହେବାକୁ ପଡ଼ିବ ବେଲ୍‌

ଭୁବନେଶ୍ୱର : ରୋଡ଼ ରୋମିଓଙ୍କ ଉପରେ ପୋଲିସର ଆକ୍ସନ। ଏଥର ଫାଇନ ନୁହେଁ, ସିଧା କୋର୍ଟରୁ ହେବାକୁ ପଡ଼ିବ ବେଲ । ମଡିଫାଏଡ଼ ସାଇଲେନ୍ସର ଗୁଡିକୁ ଖୋଲିଲା ପୋଲିସ । ସ୍ପୀଡ଼ ଡ୍ରାଇଭିଂ, ରଙ୍ଗ ଡ୍ରାଇଭ, ଟ୍ରିପଲ ରାଇଡିଂ, ପଲ୍ୟୁସନ, ହେଲମେଟ ନିୟମ ମାନୁନଥିବା ଟ୍ରାଫିକ ଖିଲାପକାରୀଙ୍କ