Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିପଦ ସଙ୍କେତ ଉପରେ ପ୍ରବାହିତ ସାଳନ୍ଦୀ, ୪ ଲକ୍ଷ ୬୮ ହଜାରରୁ ଅଧିକ ଲୋକ ପ୍ରଭାବିତ
ଭଦ୍ରକ : ପାଣି କମିଛି, ହେଲେ ଦୁର୍ଦ୍ଦଶା ବଢିଛି । ବିପଦ ସଂକେତ ତଳେ ବୈତରଣୀର ବନ୍ୟା ଜଳ । ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସାଳନ୍ଦୀ । ଜିଲ୍ଲାରେ ୪ ଲକ୍ଷ ୬୮ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ୧ ଲକ୍ଷ ୫୮ ହଜାରରୁ ଅଧିକ ଲୋକ ସ୍ଥାନାନ୍ତର । ଧୂଷୁରୀ -ହସନାବାଦ,!-->…
ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଜଟିଳ, ପାଣି ଘେରରେ ଶହ ଶହ ଗାଁ
ଭୁବନେଶ୍ବର: ବନ୍ୟାରେ ଉତ୍ତର ଓଡ଼ିଶା ବେହାଲ । ପାଣି ଘେରରେ ଶହ ଶହ ଗାଁ। ଉପରମୁଣ୍ଡ ଅଞ୍ଚଳରେ ଲଗାଣ ବର୍ଷା ପରେ ଉତ୍ତର ଓଡ଼ିଶାର ବନ୍ୟା ପରିସ୍ଥିତି ଜଟିଳ ହୋଇପଡ଼ିଛି । ବୈତରଣୀ, ବୁଢ଼ାବଳଙ୍ଗ ଓ ସାଳନ୍ଦୀ ନଦୀର ଜଳସ୍ତର ବଢ଼ିବା ସହ ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି । ଏହାକୁ!-->…
ବଢ଼ିଲା ମାଟ୍ରିକ ଫର୍ମ ଫିଲ୍-ଅପ୍ ଅବଧି, ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
କଟକ: ବୃଦ୍ଧି ହେଲା ମାଟ୍ରିକ ଫର୍ମ ଫିଲ୍-ଅପ୍ ତାରିଖ । ରାଜ୍ୟରେ ବନ୍ୟା ସ୍ଥିତିକୁ ନଜରରେ ରଖି ଏହି ତାରିଖରେ ବୃଦ୍ଧି କରାଯାଇଛି । ପୂର୍ବରୁ ଜୁଲାଇ ୩୧ ତାରିଖ ଶେଷ ଦିନ ଭାବେ ଧାର୍ଯ୍ୟ ହୋଇଥିଲା, ହେଲେ ଏବେ ଛାତ୍ରଛାତ୍ରୀମାନେ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ଫର୍ମ ଫିଲ୍-ଅପ୍ କରିପାରିବେ ।!-->…
ବର୍ଷାରେ କ୍ଷତିଗ୍ରସ୍ତ ଗ୍ରାମ୍ୟ ସଡ଼କ ମରାମତି ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ
ଭୁବନେଶ୍ବର: ରାଜ୍ୟରେ ଏବେ ଲଗାଣ ବର୍ଷା ସହ ଉତ୍କଟ ବନ୍ୟା ପରିସ୍ଥିତି ଲାଗି ରହିଛି । ଏଥି ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ଗ୍ରାମ୍ୟ ରାସ୍ତା, ପୋଲ, କଲଭର୍ଟ ଏବଂ କ୍ରସ୍-ଡ୍ରେନେଜ୍ (ସିଡି) କାର୍ଯ୍ୟର ତୁରନ୍ତ ମରାମତି ଓ ପୁନରୁଦ୍ଧାର କରିବାକୁ ଗ୍ରାମ୍ୟ ଉନ୍ନୟନ ବିଭାଗ କଡ଼ା ନିର୍ଦ୍ଦେଶ!-->…
ସ୍ୱଚ୍ଛ ଶକ୍ତି କ୍ଷେତ୍ରରେ ୧.୫ ଲକ୍ଷ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଅଦାନୀ ଗ୍ରୁପ୍!
ଭୁବନେଶ୍ୱର: ଓଡ଼ିଶାର ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ଆଗ୍ରହ ପ୍ରକାଶ ଆଜି ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କରିଛନ୍ତି ଅଦାନୀ ଗ୍ରୁପ୍ର ପ୍ରତିନିଧିମାନେ । ଖାରବେଳ ଭବନଠାରେ ଏହି ସାକ୍ଷାତ ସମୟରେ ତାଙ୍କ ସମ୍ମୁଖରେ ଏକ ବିସ୍ତୃତ ଉପସ୍ଥାପନା ପ୍ରଦାନ!-->…
୩୦ ହଜାର ଲାଞ୍ଚ ନେବା ବେଳେ ଆରଆଇ ଓ ସହଯୋଗୀଙ୍କୁ ମାଡ଼ି ବସିଲା ଭିଜିଲାନ୍ସ
ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ କଟକ ଜିଲ୍ଲାର ନିଆଳି ତହସିଲ ଅନ୍ତର୍ଗତ ମାଧବା ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) କିଶୋର କୁମାର ସ୍ୱାଇଁ ଏବଂ ତାଙ୍କ ସହଯୋଗୀ ସୁକାନ୍ତ ପ୍ରଧାନଙ୍କୁ ଲାଞ୍ଚ ନେଉଥିବା ବେଳେ ଧରିଛନ୍ତି। ସେମାନେ ୩୦ ହଜାର ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି।
ଏକ ମ୍ୟୁଟେସନ୍!-->!-->!-->…
ବନ୍ୟା ଘେରରେ କେନ୍ଦ୍ରାପଡ଼ା ଜିଲ୍ଲାର ୭ ବ୍ଲକ; ସ୍ବାସ୍ଥ୍ୟସେବା ଯୋଗାଉଛନ୍ତି ୮ ମେଡିକାଲ ଟିମ୍
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ରଘୁରାମ ଆର ଆୟର ସୂଚନା ଦେଇଛନ୍ତି । ଜିଲାର ୩୮ଟି ପଞ୍ଚାୟତର ୭୫ଟି ଗାଁ ବନ୍ୟା ପାଣିରେ ପ୍ରଭାବିତ ହୋଇଥିବ ସେ କହିଛନ୍ତି।
ସେହିପରି ପଟ୍ଟାମୁଣ୍ଡାଇ ପୌରପାଳିକାର ୧୧ଟି ୱାର୍ଡ ପ୍ରଭାବିତ!-->!-->!-->…
ଏମକେସିଜି ପିଜି ପରୀକ୍ଷା ବିବାଦ: ପ୍ରଶ୍ନପତ୍ର ଲିକ୍ ନୁହେଁ ମାଲ୍ପ୍ରାକ୍ଟିସ୍ ବୋଲି ସ୍ପଷ୍ଟ କଲେ କୁଳପତି
ବ୍ରହ୍ମପୁର : ବ୍ରହ୍ମପୁର ସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ କଲେଜରେ ଅନୁଷ୍ଠିତ ପୋଷ୍ଟ ଗ୍ରାଜୁଏଟ୍ (ପିଜି) ପରୀକ୍ଷା ବିବାଦ ନୂଆ ମୋଡ଼ ନେଇଛି। ଗତ ୨୭ ତାରିଖରେ ହୋଇଥିବା ଏହି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇନାହିଁ, ବରଂ ଏହା ଏକ ‘ମାଲ୍ପ୍ରାକ୍ଟିସ’ (ଅସାଧୁ!-->…
ମୁଣ୍ଡଳୀରେ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ: ଆଗକୁ ନାହିଁ ବନ୍ୟା ଭୟ
କଟକ: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। କେବଳ ମହାନଦୀକୁ ଛାଡ଼ିଦେଲେ ବାକି ସବୁ ନଦୀ ବିପଦ ସଙ୍କେତ ତଳେ ଥିବା ସେ କହିଛନ୍ତି। ତଥାପି ମୁଣ୍ଡଳୀଠାରେ ବର୍ତ୍ତମାନ ଜଳ ପ୍ରବାହ ସ୍ଥିର ରହିଥିବାବେଳେ ଆଗକୁ ପାଣି ପରିମାଣ କମିବ ବୋଲି ଜଳ ସମ୍ପଦ ବିଭାଗ!-->…
ଭୁଲ ପାଠ୍ୟପୁସ୍ତକ ପ୍ରତ୍ୟାହାର ଦାବିରେ ଅଭିଭାବକ ମହାସଂଘର ଅନଶନ
ଭୁବନେଶ୍ୱର: ଭୁଲ ପାଠ୍ୟପୁସ୍ତକ ପ୍ରତ୍ୟାହାର ଏବଂ ଶିକ୍ଷାର ଅଧିକାର (RTE) ଆଇନର ପରିସର ବୃଦ୍ଧି ଦାବିରେ ଆଜିଠାରୁ ଅନଶନ ଆରମ୍ଭ କରିଛି ଓଡ଼ିଶା ଅଭିଭାବକ ମହାସଂଘ। ଏହି ଆନ୍ଦୋଳନରେ ସାମିଲ ହେବାକୁ ସଂଗଠନ ସମସ୍ତ ସଦସ୍ୟ ଓ RTE ଅଭିଭାବକଙ୍କୁ ଆହ୍ୱାନ କରିଛି।
ସଂଗଠନର ପ୍ରଥମ ଦାବି!-->!-->!-->…