Browsing Category

ଓଡିଶା

ନୂଆପଡ଼ା ସମୀନ୍ତ ଜଙ୍ଗଲରେ ୨ ନକ୍ସଲ ନିପାତ

ନୂଆପଡ଼ା: ନୂଆପଡ଼ା ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜଙ୍ଗଲରେ ସୁରକ୍ଷା ବାହିନୀକୁ ପୁଣି ଏକ ସଫଳତା ମିଳିଛି। ମେନ୍‌ପୁର ଥାନା ଅଧୀନ କୁଲାରିଘାଟ ସଂରକ୍ଷିତ ଜଙ୍ଗଲରେ ସୁରକ୍ଷା ବାହିନୀର ଯବାନମାନେ ୨ ଜଣ ନକ୍ସଲଙ୍କୁ ନିପାତ କରିଛନ୍ତି। ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ନକ୍ସଲମାନେ ଥିବା ନେଇ

ବନ୍ଧୁକ ଭୁଜାଲି ଦେଖାଇ ଲୁଟି ନେଲେ ଦେଢ଼ କୋଟି ଟଙ୍କାର ସୁନା ଅଳଙ୍କାର

ସୁନ୍ଦରଗଡ଼ : ସୁନା ,ଟଙ୍କା ଲୁଟି ନେଲେ ଲୁଟେରା । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ବସୁନ୍ଧରା ବରପାଲିରେ ଘଟିଛି ବଡ ଧରଣର ଲୁଟ । ନିଖିଲ ଅଗ୍ରୱାଲଙ୍କ ଘରୁ ଦେଢ଼ କୋଟି ଟଙ୍କାର ସୁନା ଅଳଙ୍କାର ସହ ଦୁଇ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ  । ନିଖିଲ ଓ ତାଙ୍କ ପରିବାର ଲୋକଙ୍କୁ ଘର

ସାନପଦର ଠାରେ ନୂଆ ପାସେଞ୍ଜର ହଲ୍ଟ; ଉପକୃତ ହେବେ ସ୍ଥାନୀୟ ଯାତ୍ରୀ

ଭୁବନେଶ୍ୱର: ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନରେ ଅବସ୍ଥିତ ସାନପଦର ଠାରେ ଏକ ନୂତନ ପାସେଞ୍ଜର ହଲ୍ଟ ଶୁଭାରମ୍ଭ କରିଛି ଭାରତୀୟ ରେଳବାଇ । ଏହି ନୂତନ ପାସେଞ୍ଜର ହଲ୍ଟ ଅଞ୍ଚଳର ବର୍ଦ୍ଧିତ ପରିବହନ ଆବଶ୍ୟକତା ପୂରଣ କରିବ ଏବଂ ସ୍ଥାନୀୟ ଯାତ୍ରୀମାନଙ୍କ ପାଇଁ ସୁଗମତାକୁ ଉନ୍ନତ କରିବ ।

କଟକ ସହରରେ ପୁଣି ଜବର ଦଖଲ ଉଚ୍ଛେଦ, ଆଜି ୨୦ ରୁ ଅଧିକ ବେଆଇନ ନିର୍ମାଣ ଭାଙ୍ଗିଛି ପ୍ରଶାସନ

କଟକ : କଟକ ସହରରେ ପୁଣି ଦେଖିବାକୁ ମିଳିଛି ଜବର ଦଖଲ ଉଚ୍ଛେଦ । ଖାନନଗର ପେଟ୍ରୋଲ ପମ୍ପ ଠାରୁ ମାଛ ଗୋଦାମ ପର୍ଯ୍ୟନ୍ତ ରାସ୍ତା କଡ଼କୁ ଲାଗି କରିଥିବା ବେଆଇନ ନିର୍ମାଣ ଉଚ୍ଛେଦ କରୁଛି କଟକ ମହାନଗର ନିଗମ । ପୂର୍ତ୍ତ ବିଭାଗ ଅଧୀନସ୍ଥ ଏକ ପ୍ରକଳ୍ପ କାର୍ଯ୍ୟ ପାଇଁ ଏହି ଉଚ୍ଛେଦ

ସୁଧାଂଶୁ ଶେଖର ପରିଡ଼ାଙ୍କ ନିଲମ୍ବନ ପ୍ରତ୍ୟାହାର ପ୍ରସଙ୍ଗ; ବିଜେଡିକୁ ଲୋକେ ଆଉ ଗ୍ରହଣ କରିବେନି: ସମୀର ଦାଶ

ଭୁବନେଶ୍ବର: ଦଳକୁ ପୁଣି ଥରେ ସୁଦୃଢ କରିବାକୁ ଅଣ୍ଟା ଭିଡିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପୂର୍ବରୁ ନିଲମ୍ବନ ହୋଇଥିବା ନେତାଙ୍କୁ ପୁଣି ଥରେ ଦଳରେ ମିଶାଉଛନ୍ତି । ଏହି ପ୍ରରିପେକ୍ଷୀରେ ବାଲେଶ୍ୱର ଜିଲ୍ଲା ରେମୁଣାର ପୂର୍ବ ବିଧାୟକ ସୁଧାଂଶୁ ଶେଖର ପରିଡାଙ୍କ ଉପରେ ନିଲମ୍ବନ

ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବତୀ ଉଦ୍ଧାର ମାମଲା, ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବରଗଡ଼ : ଗିରଫ ହେଲେ ୩ ଅଭିଯୁକ୍ତ, ମୁଖ୍ୟ ଅଭିଯୁକ୍ତ ଏବେବି ଫେରାର । ବରଗଡ଼ ସଦର ବ୍ଲକ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବତୀ ଉଦ୍ଧାର ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କଲା ବରଗଡ଼ ପୋଲିସ । ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । ମୁଖ୍ୟ ଅଭିଯୁକ୍ତକୁ ଫେରାର

କାଲିଠୁ କମିବ ଶୀତ

ଭୁବନେଶ୍ବର: କାଲିଠୁ କମିବ ଶୀତ । ରାଜ୍ୟରେ ଆସନ୍ତାକାଲିଠୁ ରାତି ତାପମାତ୍ରା ବଢିବା ସହିତ ଶୀତର ପ୍ରକୋପ କମିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଶୀତ କମିବା ନେଇ ସମ୍ଭାବନା ରହିଛି । ଆସନ୍ତା ୨୨ ଏବଂ ୨୩ରେ ବଙ୍ଗୋପସାଗରରେ

ବ୍ରଜ ଦାସଙ୍କ ଘରେ ଚତୁର୍ଥ ଦିନରେ ଆଇଟି ରେଡ୍, ଆୟକର ସମ୍ପର୍କିତ କାଗଜପତ୍ର କରୁଛନ୍ତି ଯାଞ୍ଚ

ସମ୍ବଲପୁର : ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଚତୁର୍ଥ ଦିନରେ ଆଇଟି ରେଡ୍ । ସମ୍ବଲପୁର ସିଟି ଷ୍ଟେସନ ନିକଟସ୍ଥ ଧନକଉଡ଼ାର ଏକ ଭଡା ଘରେ ଏହି ରେଡ କରାଯାଉଛି । ଲଗାତାର ୩ ଦିନ ଧରି ଆୟକର ବିଭାଗର ଅଧିକାରୀମାନେ ଏହି ରେଡ୍ କରୁଛନ୍ତି। ଆଜି ସକାଳୁ ଚତୁର୍ଥ

ବଢୁଛି ନବଙ୍କ ହତ୍ୟାକାଣ୍ଡ ଦ୍ବନ୍ଦ୍ବ: ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ

ଭୁବନେଶ୍ବର: ଏବେ ପୁଣି ଚର୍ଚ୍ଚାରେ ରହିଛି ୨୩ର ସେ ବହୁଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ । ଗୋଟେ ପରେ ଗୋଟେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି । ଯାହାକୁ ନେଇ ଏବେ ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚର ତଦନ୍ତ ଉପରେ ଉଠିଛି ପ୍ରଶ୍ନ । ଏବେ ଗଣମାଧ୍ୟମରେ ନବ

ଏସସିବିରେ ଡାକ୍ତରଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ୨ଜଣ ଅଟକ

କଟକ : କଟକ ଏସସିବିରେ ଡାକ୍ତରଙ୍କୁ ଦୁର୍ବ୍ୟବହାର ଅଭିଯୋଗ । କାଜୁଆଲଟି ମେଡିକାଲ ଅଫିସରଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ରୋଗୀ ଓ ତାଙ୍କ ସମ୍ପର୍କୀୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି । ଏନେଇ ଏସସିବି ଫାଣ୍ଡିରେ ଅଭିଯୋଗ