Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବତୀ ଉଦ୍ଧାର ମାମଲା, ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ବରଗଡ଼ : ଗିରଫ ହେଲେ ୩ ଅଭିଯୁକ୍ତ, ମୁଖ୍ୟ ଅଭିଯୁକ୍ତ ଏବେବି ଫେରାର । ବରଗଡ଼ ସଦର ବ୍ଲକ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବତୀ ଉଦ୍ଧାର ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କଲା ବରଗଡ଼ ପୋଲିସ । ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । ମୁଖ୍ୟ ଅଭିଯୁକ୍ତକୁ ଫେରାର!-->…
କାଲିଠୁ କମିବ ଶୀତ
ଭୁବନେଶ୍ବର: କାଲିଠୁ କମିବ ଶୀତ । ରାଜ୍ୟରେ ଆସନ୍ତାକାଲିଠୁ ରାତି ତାପମାତ୍ରା ବଢିବା ସହିତ ଶୀତର ପ୍ରକୋପ କମିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଶୀତ କମିବା ନେଇ ସମ୍ଭାବନା ରହିଛି । ଆସନ୍ତା ୨୨ ଏବଂ ୨୩ରେ ବଙ୍ଗୋପସାଗରରେ!-->…
ବ୍ରଜ ଦାସଙ୍କ ଘରେ ଚତୁର୍ଥ ଦିନରେ ଆଇଟି ରେଡ୍, ଆୟକର ସମ୍ପର୍କିତ କାଗଜପତ୍ର କରୁଛନ୍ତି ଯାଞ୍ଚ
ସମ୍ବଲପୁର : ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଚତୁର୍ଥ ଦିନରେ ଆଇଟି ରେଡ୍ । ସମ୍ବଲପୁର ସିଟି ଷ୍ଟେସନ ନିକଟସ୍ଥ ଧନକଉଡ଼ାର ଏକ ଭଡା ଘରେ ଏହି ରେଡ କରାଯାଉଛି । ଲଗାତାର ୩ ଦିନ ଧରି ଆୟକର ବିଭାଗର ଅଧିକାରୀମାନେ ଏହି ରେଡ୍ କରୁଛନ୍ତି। ଆଜି ସକାଳୁ ଚତୁର୍ଥ!-->…
ବଢୁଛି ନବଙ୍କ ହତ୍ୟାକାଣ୍ଡ ଦ୍ବନ୍ଦ୍ବ: ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ
ଭୁବନେଶ୍ବର: ଏବେ ପୁଣି ଚର୍ଚ୍ଚାରେ ରହିଛି ୨୩ର ସେ ବହୁଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ । ଗୋଟେ ପରେ ଗୋଟେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି । ଯାହାକୁ ନେଇ ଏବେ ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚର ତଦନ୍ତ ଉପରେ ଉଠିଛି ପ୍ରଶ୍ନ । ଏବେ ଗଣମାଧ୍ୟମରେ ନବ!-->…
ଏସସିବିରେ ଡାକ୍ତରଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ୨ଜଣ ଅଟକ
କଟକ : କଟକ ଏସସିବିରେ ଡାକ୍ତରଙ୍କୁ ଦୁର୍ବ୍ୟବହାର ଅଭିଯୋଗ । କାଜୁଆଲଟି ମେଡିକାଲ ଅଫିସରଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ରୋଗୀ ଓ ତାଙ୍କ ସମ୍ପର୍କୀୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି । ଏନେଇ ଏସସିବି ଫାଣ୍ଡିରେ ଅଭିଯୋଗ!-->…
ଆସନ୍ତା ୨୪ରୁ ପିଏମ୍ ଆବାସ ସର୍ଭେ
ଭୁବନେଶ୍ବର: ଆଉ ନାହିଁ ବିଜ ପକ୍କାଘର । ଏଥର ପିଏମ୍ ଆବାସରେ ଘର ପାଇଁ ସହାୟତା ଯୋଗାଇବେ ରାଜ୍ୟ ସରକାର । ଯାହାକୁ ନେଇ ଆସନ୍ତା ୧୪ରେ ପିଏମ ଆବାସ ଆରମ୍ଭ ହେବା ନେଇ ସୂଚନା ଦେଇଛନ୍ତି, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ଏନେଇ ମନ୍ତ୍ରୀ କହିଛନ୍ତି, ଉଭୟ ଅଫଲାଇନ ଏବଂ ଅନଲାଇନରେ!-->…
କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
କୋଣାର୍କ : କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ । ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦ୍ର ଖଣି ମନ୍ତ୍ରଣାଳୟ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗିତାରେ ସମ୍ମିଳନୀର ଆୟୋଜନ କରାଯାଇଛି । ଏଥିରେ ଓଡ଼ିଶା ସମେତ ୧୬ଟି ଖଣି ବହୁଳ!-->…
ରାଜ୍ୟରେ ପୂରଣ ହେବ ନୂଆ ଦୁଇ ହଜାର ଟ୍ରାଫିକ୍ ପୋଲିସ ପଦବୀ
ଭୁବନେଶ୍ୱର: ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସଡ଼କ ଦୁର୍ଘଟଣା, ସାଇବର ଅପରାଧ ରୋରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକ!-->…
ଅଂଶୀଦାରଙ୍କ ସହ ଆଲୋଚନା କଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ
କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ଜି. କିଶନ ରେଡ୍ଡୀ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତରେ ଆସି ଆଜି ଖଣି ଏବଂ କୋଇଲା ଶିଳ୍ପ ସହିତ ଜଡିତ ବିଭିନ୍ନ ସରକାରୀ କ୍ଷେତ୍ର, ଘରୋଇ କ୍ଷେତ୍ର ଏବଂ ଶିଳ୍ପ ସଂଘର ଅଂଶୀଦାରମାନଙ୍କ ସହିତ ଏକ ପାରସ୍ପରିକ ଆଲୋଚନା କରିଥିଲେ। ଭୁବନେଶ୍ୱରସ୍ଥିତ ନାଲକୋ ଭବନରେ!-->…
ଚିଲିକାରେ ଫସିଲେ ୫୦ ଯାତ୍ରୀ
ବ୍ରହ୍ମଗିରି: ଚିଲିକା ଜଳରାଶିରେ ରବିବାର ଅପରାହ୍ଣରେ ଏକ ଯାତ୍ରୀବାହୀ ଡଙ୍ଗା ଅଟକି ଯାଇଛି। ଏହି ଅଘଟଣ ପାଇଁ ୫୦ ଜଣ ଯାତ୍ରୀ ଦୀର୍ଘ ସମୟ ପର୍ଯ୍ୟନ୍ତ ଫସିଛନ୍ତି। ସେମାନଙ୍କୁ ଅନ୍ୟ ଡଙ୍ଗା ସାହାଯ୍ୟରେ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ଯାନ୍ତ୍ରିକ ତ୍ରୁଟି ପାଇଁ ଏହିଭଳି ପରିସ୍ଥିତି!-->…