Browsing Category

ଓଡିଶା

ରାଜ୍ୟରେ ସଡ଼କ ଦୁର୍ଘଟଣାରେ ମିଳିବ ତ୍ୱରିତ ଚିକିତ୍ସା

ଭୁବନେଶ୍ୱର: ସଡ଼କ ଦୁର୍ଘଟଣାରେ ଆପାତକାଳୀନ ଚିକିତ୍ସା କ୍ଷେତ୍ରରେ ଓଡ଼ିଶା ଆଉ ପାଦେ ଆଗକୁ ବଢିଛି । ଓଡ଼ିଶା ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ସଡ଼କ ଦୁର୍ଘଟଣାରେ ତ୍ଵରିତ ଚିକିତ୍ସା ଯୋଗାଇ ଦେବା ପାଇଁ ଏକ ବୈଠକରେ ସମୀକ୍ଷା କରିଛନ୍ତି । ଏହି ବୈଠକରେ ସ୍ୱାସ୍ଥ୍ୟ

ଆହୁରି ୫ ଦିନ ଶୀତରେ ଥରିବ ଓଡିଶା: ଘନ କୁହୁଡି ନେଇ ୪ ଜିଲ୍ଲାକୁ ସତର୍କତା

ଭୁବନେଶ୍ଵର: ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରୀ । ଏହା ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ । ଏହା ସାଙ୍ଗକୁ କଲବଲ କରିବ ଘନ କୁହୁଡି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟର

ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିଲେ, ସିଏ ହିଁ ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ

ଝାରସୁଗୁଡ଼ା: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପଛର ଖଳନାୟକମାନେ ସାମ୍ନାକୁ ଆସିବା ଦରକାର। ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ, ତାହା ଆଜି ପ୍ରମାଣିତ ହେବାକୁ ଯାଉଛି। ଆଜି ଏଭଳି ଚାଞ୍ଚଲ୍ୟକର ବୟାନ

ବଢିଲା ଅଫିସରଙ୍କ ଗାଡ଼ି ଭଡ଼ା

ଭୁବନେଶ୍ଵର: ବର୍ତ୍ତମାନ ଫେବୃୟାରୀ ପହିଲାରୁ ଅଫିସରମାନଙ୍କୁ ଗାଡ଼ି ଉପଯୋଗ ପାଇଁ ବର୍ଦ୍ଧିତ ଦର ଦେବାକୁ ପଡ଼ିବ । ବଢୁଥିବା ତେଲ ଦର କାରଣରୁ ଅଫିସରମାନେ ବ୍ୟବହାର କରୁଥିବା ଗାଡ଼ିର ଭଡ଼ା ପରିମାଣକୁ ରାଜ୍ୟ ସରକାର ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି । ନିଜ ବାସଭବନରୁ ଅଫିସକୁ

ଖଣ୍ଡଗିରି ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳତା, ଜାରି ହେବ ମାର୍ଗଦର୍ଶିକା: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର : ଖଣ୍ଡଗିରି ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳତା । ଏନେଇ ଖୁବ ଶୀଘ୍ର ଜାରି ହେବ ମାର୍ଗଦର୍ଶିକା । ଅଶ୍ଳୀଳତାକୁ ନେଇ ସରକାର ମାଗଦର୍ଶିକା ଆଣିବେ ବୋଲି କହିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ଯାତ୍ରା କମିଟି, କଳାକାର ଏବଂ ମାଲିକଙ୍କ ସହ ଆଲୋଚନା ହୋଇଛି । ତେବେ ଖୁବ

ଭିତରକନିକାରେ ବଢିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା

କେନ୍ଦ୍ରାପଡା: ଚଳିତ ବର୍ଷ ଭିତରକନିକାରେ ବଢିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା । ଗତବର୍ଷ ତୁଳନାରେ ଭିତରକନିକାରେ ୧୯୩ଟି ଅଧିକ ବିଦେଶୀ ପକ୍ଷୀଙ୍କ ଆସର ଜମିଛି । ଚଳିତ ବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଏଥିସହିତ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଛନ୍ତି, ଯାହା

ନୟାଗଡ଼ ଜିଲ୍ଲାର ମାଟି ତଳେ ରହିଛି ଲିଥିୟମ

ଭୁବନେଶ୍ୱର : ନୟାଗଡ଼ ଜିଲ୍ଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ ମିଳିଛି । ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ-ଜିଏସଆଇ ଏନେଇ ସଙ୍କେତ ଦେଇ । ଲିଥିୟମ୍ , କପର ଆଦି କ୍ରିଟିକାଲ ମିନେରାଲ ଖୋଜା ଉପରେ ଗୁରୁତ୍ବ ଦେଉଛନ୍ତି କେନ୍ଦ୍ର ସରକାର । ମାଟି ତଳେ ଥିବା ପ୍ରାକୃତିକ ସମ୍ପଦ

ଭିତରକନିକାରେ ଆରମ୍ଭ ହୋଇଛି କୁମ୍ଭୀର ଗଣନା, ନିୟୋଜିତ ହୋଇଛନ୍ତି ୨୨ଟି ଟିମ୍

ପଟ୍ଟାମୁଣ୍ଡାଇ: ଭିତରକନିକାରେ ଆରମ୍ଭ ହୋଇଛି କୁମ୍ଭୀର ଗଣନା । ଆଜିଠୁ ୨୨ ଯାଏଁ ଭିତରକନିକାରେ ଚାଲିବ କୁମ୍ଭୀର ଗଣନା । କୁମ୍ଭୀର ଗଣନା ପାଇଁ ଭିତରକନିକାର ୫ଟି ରେଂଜରେ ୨୨ଟି ଟିମ୍ ନିୟୋଜିତ ହୋଇଛନ୍ତି । ପ୍ରତ୍ୟେକ ଟିମ୍‌ରେ ୭/୮ ଜଣ ବନ କର୍ମଚାରୀ ସାମିଲ ହୋଇଛନ୍ତି । ସେପଟେ ଗଣନା

ହାଇ ପ୍ରୋଫାଇଲ ଠକ ହଂସିତାଙ୍କ ପାଇଁ ବଢୁଛି ଅଡୁଆ, ଯୁବତୀ ଚାଲାଣ ନେଇ ମାମଲା ରୁଜୁ

ଭୁବନେଶ୍ୱର : ହାଇ ପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସାଙ୍କ ପାଇଁ ବଢୁଛି ଅଡୁଆ । ତାଙ୍କ ନାଁରେ ଆଉ ଏକ ମାମଲା ରୁଜୁ କଲା ଇନଫୋସିଟି ଥାନା ପୋଲିସ । ସ୍ପେଶିଆଲ କ୍ରାଇମ୍ ୟୁନିଟର ତଦନ୍ତକାରୀ ଅଧିକାରୀ ମାନସ ସ୍ୱାଇଁ ଙ୍କ FIR ପରେ ମାମଲା ରୁଜୁ ହୋଇଛି । ହଂସିତାଙ୍କ ନାଁରେ ଯୁବତୀ ଚାଲାଣ ନେଇ

ଛତିଶଗଡ ଏନ୍‌କାଉଣ୍ଟର: ବଢିଲା ମାଓବାଦୀଙ୍କ ମୃତ୍ୟୁ ସଂଖ୍ୟା

ମାଲକାନଗିରି: ଗତ ୧୬ ଜାନୁଆରୀରେ ବିଜାପୁର- ସୁକୁମା ଜଙ୍ଗଲରେ ଘଟିଥିବା ଏନ୍‌କାଉଣ୍ଟରରେ ୧୨ ନୁହେଁ ବରଂ ୧୮ ଜଣ ମାଓବାଦୀ ନିହତ ହୋଇଛନ୍ତି । ପ୍ରେସ୍‌ ରିଲିଜ୍‌ରେ ଏନେଇ ସୂଚନା ଦେଇଛନ୍ତି ଦକ୍ଷିଣ ବସ୍ତର ଡିଭିଜିନାଲ୍ ସଚିବ । ଏନ୍‌କାଉଣ୍ଟରରେ ମାଓ ନେତା ଦାମଦରର ମଧ୍ୟ ମୃତ୍ୟୁ ହୋଇଛି ।