Browsing Category

ଓଡିଶା

ପୁଣି ବିମାନବନ୍ଦରରୁ ନିଶାଦ୍ରବ୍ୟ ଜବତ, ପ୍ରାୟ ୪ କୋଟି ଟଙ୍କା ମାରିଜୁଆନା ଜବତ କଲା କଷ୍ଟମ ବିଭାଗ

ଭୁବନେଶ୍ବର ୧୮।୧: ପୁଣି ବିମାନବନ୍ଦରରୁ ନିଶା ଦ୍ରବ୍ୟ ଜବତ । ୭ କେଜିର ମାରିଜୁଆନ ନିଶାଦ୍ରବ୍ୟ ଜବତ କଲା କଷ୍ଟମ ବିଭାଗ । ବ୍ୟାଙ୍କକ୍ ରୁ ଆସୁଥିଲା ନିଶା ଦ୍ରବ୍ୟ । ନିଶାଦ୍ରବ୍ୟ ଆଣି ଆସୁଥିବା ଜଣେ ବ୍ୟକ୍ତି ଅଟକ । ଅଟକ ବ୍ୟକ୍ତିଙ୍କ ଘର କେରଳ ବୋଲି ସୂଚନା ମିଳିଛି । ଜବତ ମାରିଜୁଆନା

ନକ୍ସଲ ସୁଡଙ୍ଗ ଠାବ, ସୁଡଙ୍ଗରେ ବୋମା ଓ ବନ୍ଧୁକ ତିଆରି କାରଖାନା

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର,ସୁକମା ଏବଂ ତେଲେଙ୍ଗାନା ସୀମାରେ ଗତ ଦୁଇ ଦିନ ତଳେ ହୋଇଥିବା ବଡ଼ ଧରଣର ଅପରେସନରେ ୧୨ ଜଣ ନକ୍ସଲ ମୃତ୍ୟୁ ବରଣ କରିଥିଲେ। ଏଥିରେ ୫ ଜଣ ମହିଳା ନକ୍ସଲ ଥିବାବେଳେ ୭ ଜଣ କ୍ୟାଡର ନକ୍ସଲ ମୃତ୍ୟୁବରଣ କରିଥିଲେ। ବିଜାପୁର ଜିଲ୍ଲା

ହିତାଧିକାରୀଙ୍କୁ ସମ୍ପତ୍ତି କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ରାୟଗଡା: ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀ ମାଧ୍ୟମରେ ସାରା ଭାରତରେ ‘ସ୍ୱାମୀତ୍ୱ’ ଯୋଜନାର ଶୁଭାରମ୍ଭ କରିଛନ୍ତି । ହିତାଧିକାରୀଙ୍କୁ ସମ୍ପତି ପତ୍ର ବଣ୍ଟନ କରିବା ସହ ଦେଶର ୫ ଜଣ ହିତାଧିକାରୀଙ୍କ ସହ ଆଭାସୀରେ ପ୍ରଧାନମନ୍ତ୍ରୀ ବାର୍ତାଳାପ କରିଛନ୍ତି

ରାଜଭବନ ଲୋକଙ୍କ ନିକଟତର ହେବ: ରାଜ୍ୟପାଳ

ଭୁବନେଶ୍ୱର: ଚଳିତବର୍ଷ ଜାନୁଆରୀ ୧୩ ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜଭବନ ଉଦ୍ୟାନ ଜନସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲାଯାଇଥିବା ବେଳେ ଉଦ୍ୟାନ ପରିଦର୍ଶନ ପାଇଁ ହେଉଥିବା ଜନସମାଗମକୁ ଦେଖି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଖୁସି ବ୍ୟକ୍ତ କରିଛନ୍ତି। ଆଜି ଅପରାହ୍ନରେ ରାଜଭବନ ଉଦ୍ୟାନ

୯୩୩ ପୁଲିସ ସବ-ଇନ୍ସପେକ୍ଟର ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞାପନ, ଜାନୁଆରୀ ୨୦ରୁ ଆବେଦନ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ୯୩୩ଟି ସବ-ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇଛି। ଆସନ୍ତା ଜାନୁଆରୀ ୨୦ରୁ ଏଥିପାଇଁ ଅନଲାଇନ ଆବେଦନ କରିହେବ। ଓଡିଶା ପୁଲିସ ୱେବସାଇଟ https://www.odishapolice.gov.in ରେ ଦିଆଯାଇଥିବା ସୂଚନା ଅନୁଯାୟୀ, ମୋଟ ୯୩୩ଟି

ଗାଡ଼ି ବୀମା ନ ଥିଲେ ଜେଲ ଓ ଜୋରିମାନା, ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ

ଭୁବନେଶ୍ୱର: ଏଣିକି ଗାଡ଼ିରେ ବୀମା ନ ଥିଲେ ଟୋଲ ଗେଟ ଧରିବ। ବୀମା ନ ଥିଲେ ସ୍ୱୟଂକ୍ରିୟା ପ୍ରଣାଳୀରେ ଗାଡ଼ି ଧରାପଡ଼ିବ। ଗାଡ଼ିର ବୀମା ନଥିଲେ ୨ହଜାର ଟଙ୍କା ଜରିମାନା କିମ୍ବା ୩ ମାସ ଯାଏଁ ଜେଲ ପ୍ରାବଧାନ କରାଯାଇଛି। ଏହି ନିୟମ ଫେବୃଆରୀ ପହିଲାରୁ କାର୍ଯ୍ୟକାରୀ କରାଯିବା ନେଇ ରାଜ୍ୟ

ରାଜଭବନ ଛକରେ ସିରିଜ୍ ଦୁର୍ଘଟଣା: ୨ ବାଇକ୍‌କୁ ଘୋଷାଡ଼ି ନେଲା କାର୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରର ରାଜଭବନ ଛକରେ ଶନିବାର ସନ୍ଧ୍ୟାରେ ସିରିଜ୍ ଦୁର୍ଘଟଣା ଘଟିଛି। ଏକ ହୁଣ୍ଡାଇ କାର୍ ରଙ୍ଗ୍ ରୁଟ୍‌ରେ ଆସି ଦୁଇ ବାଇକକୁ ଧକ୍କା ଦେଇଛି। କାର୍ ବାଇକ୍ ଦୁଇଟିକୁ କିଛି ବାଟ ଘୋଷାଡ଼ି ନେଇ ରାଜଭବନ ଗୋଲେଇ ଛକର ଡିଭାଇଡର ଉପରକୁ ଚଢିଯାଇଥିଲା।ଗୋଟିଏ ବାଇକ୍ କାର

ଆୟୁଷ୍ମାନ ଭାରତ: ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ

ନୂଆଦିଲ୍ଲୀ: ଜାତୀୟ ରାଜଧାନୀ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ଇନଫ୍ରାଷ୍ଟ୍ରକଚର ମିଶନ (ପିଏମ୍-ଏବିଏଚଆଇଏମ୍) ଯୋଜନା କାର୍ଯ୍ୟକାରୀ କରିବାକୁ ଦିଲ୍ଲୀ ହାଇକୋର୍ଟ ଦେଇଥିବା ନିର୍ଦେଶ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ହାଇକୋର୍ଟଙ୍କ ନିର୍ଦେଶକୁ

ବର୍ଦ୍ଧିତ ଭତ୍ତାରୁ ବଞ୍ଚିତ ବହୁ ଯୋଗ୍ୟ ହିତାଧିକାରୀ…

ସରକାର ଙ୍କ ଭିନ୍ନକ୍ଷମ ଓ ବୃଦ୍ଧ, ବୃଦ୍ଧାଙ୍କୁ ବାର୍ଦ୍ଧକ୍ୟ ବର୍ଦ୍ଧିତ ଭତ୍ତା ଏକ ଧୂଆଁ ବାଣ...!! ହିଞ୍ଜିଳିକାଟୁ, ତା ୧୮।୧: ଭିନ୍ନକ୍ଷମ ଓ ବୃଦ୍ଧ, ବୃଦ୍ଧାଙ୍କୁ ବାର୍ଦ୍ଧକ୍ୟ ସମୟରେ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମାସିକ ଭତ୍ତା ପ୍ରଦାନ କରିବା ପାଇଁ

ଆରଟିଓ ରେ ଆସିବ ସ୍ବଚ୍ଛତା ହେବ ଅତ୍ୟାଧୁନିକ ଜ୍ଞାନକୌଶଳରେ ଗାଡ଼ି ଫିଟନେସ ଯାଞ୍ଚ…

ନୟାଗଡ଼: ପରିବହନ ବିଭାଗରେ ଆସିବ ଅନେକ ସଂସ୍କାର ହେବ ଅନେକ ଯୋଜନା । ବିଶେଷ କରି ଡ୍ରାଇଭିଂ ଲାଇସେନ୍ସ, ଗାଡ଼ିର ଫିଟନେସ ଯାଞ୍ଚ ରିପୋର୍ଟ ପ୍ରଦାନରେ ହେଉଥିବା ପରୀକ୍ଷାରେ ବ୍ୟାପକ ଲାଞ୍ଚ କାରବାର ହେଉଛି । ଡ୍ରାଇଭିଂ ଲାଇସେନ୍ସ ପରୀକ୍ଷାରେ ହେଉଥିବା ଜାଲିଆତି ରୋକିବାକୁ ନୟାଗଡ଼ରେ