Browsing Category

ଓଡିଶା

‘ଖୁବଶୀଘ୍ର ଓଡ଼ିଶା ଏକ ଯୌତୁକ ମୁକ୍ତ ରାଜ୍ୟ ହେବ’

ଭୁବନେଶ୍ୱର: ଶୁକ୍ରବାର ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନର କନଭେନସେନ ସେଣ୍ଟରରେ ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ ଜିଲ୍ଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ

ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

କଟକ : ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି । ଓଡିଶା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା। ଆସନ୍ତା ୧୯ ତାରିଖରେ ଅଵସର ନେବେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ।

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା; ଶିରିଡ଼ିକୁ ଗଲେ ୮୦୦ ବରିଷ୍ଠ ନାଗରିକ

ଭୁବନେଶ୍ଵର: ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅଧୀନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପେଶାଲ୍ ଟ୍ରେନର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ଵର ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଦିଷ୍ଟ ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରା ଟ୍ରେନ୍‌ର

ଡାଲମିଆ ସିମେଣ୍ଟ କାରଖାନାରେ ଅଘଟଣ, ୨୧ ଘଣ୍ଟା ପରେ ମୁହଁ ଖୋଲିଲା କଂପାନୀ

ସୁନ୍ଦରଗଡ଼/ ରାଜଗାଙ୍ଗପୁର: ରାଜଗାଙ୍ଗପୁର ଡାଲ୍‌ମିଆ ସିମେଣ୍ଟ ଭାରତ ଲିମିଟେଡ୍‌ (ଡିସିବିଏଲ୍‌) କାରଖାନାରେ ଘଟିଥିବା ବଡ଼ ଅଘଟଣ ଘଟିବାର ୨୧ ଘଣ୍ଟା ପରେ ପ୍ରେସ ଇସ୍ତାହାର ଦେଇ ମୁହଁ ଖୋଲିଛି ଡାଲମିଆ ସିମେଣ୍ଟ କମ୍ପାନୀ। ୩ଜଣ ନିଖୋଜ ଥିବା କଂପାନୀ ସ୍ବୀକାର କରିଛି। ଏହାଛଡ଼ା କଂପାନୀ

ଓଡ଼ିଶାରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍‍ମନ ସନ୍‍ମୁଗ୍‍ରତ୍ନମ

ଭୁବନେଶ୍ବର: ସିଙ୍ଗାପୁର ରାଷ୍ଟ୍ରପତି ଥର୍‍ମନ ସନ୍‍ମୁଗ୍‍ରତ୍ନମ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । ଏହି ଦୁଇ ଦିନ ମଧ୍ୟରେ ସିଙ୍ଗାପୁର ରାଷ୍ଟ୍ରପତି

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବଢ଼ାଇଲେ ଓଡ଼ିଶା ସରକାର

ଭୁବନେଶ୍ବର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ କାର୍ଯ୍ୟରତ) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ମାସିକ ପାରିଶ୍ରମିକ ୧୧,୧୦୦ରୁ ୧୬ ହଜାର ଟଙ୍କା

ଜାନୁଆରୀ ଶେଷରେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ଵର: ବଡ ଖବର । ଜାନୁଆରୀ ଶେଷ ସୁଦ୍ଧା ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏଯାବତ୍ ସୁଭଦ୍ରାରେ ପୁଣି ୧୭ ହଜାର ମହିଳା ସାମିଲ୍ ହୋଇଛନ୍ତି । ଅପ୍‌ଟ ଆଉଟ୍ ହୋଇଥିବା ୧୭ ହଜାର ମହିଳା ପୁଣିଥରେ

ଶ୍ରୀମନ୍ଦିରରେ ଫେବୃଆରୀ ୧ରୁ ଧାଡ଼ି ଦର୍ଶନ ପ୍ରକ୍ରିୟା

ପୁରୀ: ଫେବୃଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହୋଇପାରେ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ହୁଣ୍ଡି ସ୍ଥାନାନ୍ତର ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥାରେ ବିଳମ୍ବ ହେଉଛି। ଏଥିପାଇଁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା କିଛି ଦିନ

ଆୟକର ବିଭାଗର ବଡ ଧରଣର ରେଡ୍, ଠିକାଦାର ପୃଥ୍ବୀରାଜ ପାତ୍ରଙ୍କ ଘର ଓ ଅଫିସରେ ଚଢ଼ାଉ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳର ବିଭିନ୍ନ ସ୍ଥାନରେ ଆୟକର ବିଭାଗର ବଡ ଧରଣର ଚଢାଉ । ଏକାଧିକ ସ୍ଥାନରେ ବର୍ତ୍ତମାନ ଚଢାଉ ଜାରି ରହିଛି । କଣ୍ଟାବାଞ୍ଜି ସହରରେ ଥିବା ଠିକାଦାର ପୃଥିରାଜ ପାତ୍ରଙ୍କ ଘର ଓ ଅଫିସରେ ଚଢ଼ାଉ କରାଯାଇଛି ।

ଛତିଶଗଡ଼ରେ ପୁଣି ଆଇଇଡି ବିସ୍ଫୋରଣ, ୨ ଯବାନ ଆହତ

ନାରାୟଣପୁର: ଛତିଶଗଡ଼ରେ ପୁଣି ନକ୍ସଲଙ୍କ ଦ୍ଵାରା ଆଇଇଡି ବିସ୍ଫୋରଣ କରାଯାଇଛି। ଶୁକ୍ରବାର ନାରାୟଣପୁର ଜିଲାରେ ଆଇଇଡି ବିସ୍ଫୋରଣରେ ବିଏସଏଫର ଦୁଇ ଜଣ ଯବାନ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଆଜି ସକାଳେ ବିଏସ୍ଏଫ୍ ଟିମ୍ ଗାରପା ଗାଁ ନିକଟ କ୍ୟାମ୍ପରୁ ପାଟ୍ରୋଲିଂ କରିବାକୁ