Browsing Category

ଓଡିଶା

ପୁଣି ପାଣ୍ଡିଆନ ସକ୍ରିୟ! ଶଙ୍ଖ ଭବନରେ ଚାଲିଛି ବଡ଼ ପ୍ଲାନ

ଭୁବନେଶ୍ୱର,୧୬।୧: ପୁଣି ସକ୍ରିୟ ହୋଇ ଉଠିଲେଣି କାର୍ତ୍ତିକ ପାଣ୍ଡିଆନ। ଏବେ ନବୀନ ନିବାସରେ ଚାଲୁନି ନବୀନ ଦରବାର। ଏବେ ପୁଣି ପାଣ୍ଡିଆନଙ୍କ ହୁକୁମ ଚାଲିଲାଣି। ବିଜେଡିର ସାଂଗଠନିକ କାର୍ଯ୍ୟ ସମ୍ପର୍କରେ ସେ ଏବେ ନେମାଙ୍କ ସହ ଆଲୋଚନା କରୁଛନ୍ତି। ତେବେ ଏସବୁ ପୁଣି କ’ଣ ରାଜନୀତିକୁ ଫେରିବାର

୧୨ ମାଓବାଦୀ ନିପାତ

ସୁକମା : ଛତିଶଗଡରେ ସୁରକ୍ଷାବଳ ଏନକାଉଣ୍ଟରରେ ୧୨ ମାଓବାଦୀ ନିପାତ ହୋଇଛନ୍ତି । ମାଓ ଦମନ ନେଇ ବିଜାପୁର ଓ ସୁକମା ଜିଲାରେ ବଡ ଧରଣର ଏନକାଉଣ୍ଟର ହୋଇଛି । ସର୍ଚ୍ଚ ଅପରେସନ ସମୟରେ ମାଓବାଦୀଙ୍କ ତରଫରୁ ଆକ୍ରମଣ ହେବା ପରେ ସୁରକ୍ଷାବଳ ତରଫରୁ ପାଲଟା ଜବାବ ଦିଆଯାଇଥିଲା । ଏଥିରେ ୧୨ ଜଣ

ସରୋଜ ମୋ ସ୍ବାମୀ, ତାଙ୍କ ଦେଖାଶୁଣା ପାଇଁ ଜାମିନ ଜରୁରୀ: ହଂସିତା

ଭୁବନେଶ୍ୱର: ମୋ ସ୍ୱାମୀ ସରୋଜ ସାହୁ। ତାଙ୍କ ଦେହ ଖରାପ ଅଛି। ମୁଁ ତାଙ୍କର ଦେଖାଶୁଣା କରିବି। ତେଣୁ ମତେ ଜାମିନ ମିଳୁ। ଏଭଳି ଲେଖି ଅନ୍ତରୀଣ ଜାମିନ ପାଇଁ ହଂସିତା ଅଭିଲିପ୍ସାଙ୍କ ଓକିଲଙ୍କ ପକ୍ଷରୁ ଆବେଦନ କରାଯାଇଛି। ଅତିରିକ୍ତ ଜିଲ୍ଲା ଦୌରାଜଜ୍-୨(ଏଡିଜେଏମ୍‌-୨)ଙ୍କ କୋର୍ଟରେ ହଂସିତାଙ୍କ

ଅଙ୍ଗନଓ୍ବାଡି କର୍ମୀଙ୍କ ପାଇଁ ଖୁସିଖବର: ବଢିବ ଦରମା !

ଭୁବନେଶ୍ବର : ରାଜ୍ୟରେ କାର୍ଯ୍ୟରତ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି ପାଇବା ସମ୍ଭାବନା ରହିଛି। ରାଜସ୍ଥାନର ଉଦୟପୁରଠାରେ ଆୟୋଜିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଓଡିଶା ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କେନ୍ଦ୍ର ସରକାରଙ୍କୁ ପରାମର୍ଶ

ସନାତନ ଧର୍ମର ପ୍ରଚାର ପାଇଁ ସାଇକେଲରେ ମାଲକାନଗିରିରୁ ପ୍ରୟାଗରାଜ ଯାତ୍ରା

ମାଲକାନଗିରି: ସନାତନ ଧର୍ମର ପ୍ରଚାର ପାଇଁ ଏକ ପ୍ରୟାସ କରୁଛନ୍ତି ମାଲକାନଗିରି ସହରର ସମାଜସେବୀ ଦିନେଶ ପଟ୍ଟନାୟକ। ସନାତନ ଧର୍ମର ପ୍ରଚାର ପ୍ରସାର ଏବଂ ହିନ୍ଦୁ ଧର୍ମର ନୀତି ଆଦର୍ଶକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସେ ମାଲକାନଗିରିରୁ ପ୍ରୟାଗରାଜକୁ ସାଇକେଲରେ ଯାତ୍ରା ଆରମ୍ଭ

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସହ ହିମାଚଳ ପ୍ରଦେଶର ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସୌଜନ୍ୟମୂଳକ…

ଭୁବନେଶ୍ୱର : ଆଜି ହିମାଚଳ ପ୍ରଦେଶର ବୈଷୟିକ ଶିକ୍ଷା ମନ୍ତ୍ରୀ ରାଜେଶ ଧର୍ମାନୀଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଲୋକସେବା ଭବନସ୍ଥ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଉତ୍ତରୀୟ ଓ କୋଣାର୍କଚକ୍ରର ସ୍ମାରକ ପ୍ରଦାନ କରିଥିଲେ। ଏହି ଅବସରରେ

ରାଜଧାନୀରେ ବିଭତ୍ସ ଦୃଶ୍ୟ: ଶିଶୁପୁତ୍ରର ମୃତଦେହ ଝୁଣି ଖାଇଲା କୁକୁର

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଏକ ଅଭାବନୀୟ ଘଟଣା ଘଟିଛି । ଶିଶୁପୁତ୍ରର ମୃତଦେହକୁ କୁକୁର ଝୁଣି ଖାଇବା ଘଟଣା ଘଟିଛି। ମାନବିକତା ହରାଇଥିବା କେହି ଜଣେ ମଣିଷ ନବଜାତ ଶିଶୁର ମୃତଦେହକୁ ରାସ୍ତାକଡ଼ରେ ପକାଇ ଦେଇଥିବା କୁହାଯାଉଛି । ଶିଶୁପୁତ୍ରର ମୃତଦେହକୁ କୁକୁର ଝୁଣି ଖାଇଥିଲା । ଏଭଳି

ବନ୍ଦ ହେବ କଟକରେ ଥିବା ୨ଟି ମାଇନର କମ୍ପୋଷ୍ଟ ସେଣ୍ଟର, CMCକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ୧୬।୧: ମନଇଚ୍ଛା କମ୍ପୋଷ୍ଟ ସେଣ୍ଟର ତିଆରି କରି ଅକଳରେ ପଡିଛି ସିଏମସି ପ୍ରଶାସନ । କଟକ ସହରରେ ଥିବା ୧୩ଟି ମାଇନର କମ୍ପୋଷ୍ଟ ସେଣ୍ଟର (MCC) ମଧ୍ୟରୁ ୨ଟି ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ତେଲେଙ୍ଗା ବଜାର ସ୍ଥିତ ରଘୁନାଥଜୀଉ ମନ୍ଦିର ପଛରେ

୧୮ରେ ଚିଲିକାରେ ହେବ ପକ୍ଷୀ ଗଣନା, ୩ ଦିନ ଡଲଫିନ୍ ଗଣନା

ଟାଙ୍ଗୀ ୧୬।୧: ଚିଲିକାରେ ହେବ ପକ୍ଷୀ ଓ ଡଲଫିନ୍ ଗଣନା । ପ୍ରତିବର୍ଷ ଭଳି ଚଳିତ ବର୍ଷ ଏହି ଗଣନା କାର୍ଯ୍ୟ ହେବ । ଗୋଟିଏ ଦିନରେ ସରିବ ପକ୍ଷୀ ଗଣନା । କିନ୍ତୁ ୩ ଦିନ ଧରି ହେବ ଡଲଫିନ୍ ଗଣନା । ଶୁକ୍ରବାର ପକ୍ଷୀ ଗଣନା ପାଇଁ ଟ୍ରେନିଂ କ୍ୟାମ୍ପ ହେବ ଓ ତା'ପର ଦିନ ଅର୍ଥାତ ଶନିବାର ଦିନ ହେବ

ଆତ୍ମସମର୍ପଣ କଲେ ମହିଳା ନକ୍ସଲ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦି କଥାଗୁଡୁମ ଜିଲ୍ଲା ପୁଲିସ ନିକଟରେ ଛତିଶଗଡର କେରଲାପାଲ ଏରିଆ କମିଟିର ସଦସ୍ୟା କାଲୁମୁ ପାଇକି(୨୮) ଆତ୍ମସମର୍ପଣ କରିଛନ୍ତି। କାଲୁମୁ ପାଇକିଙ୍କ ଘର ଛତିଶଗଡର ସୁକମା ଜିଲ୍ଲା ଅନ୍ତର୍ଗତ ପୁଲବାଗେଡ ଗ୍ରାମରେ।