Browsing Category

ଓଡିଶା

ପଦ୍ମ ବିଜେତାଙ୍କୁ ସମ୍ମାନସୂଚକ ସହାୟତା ଭାବେ ମାସକୁ ମିଳିବ ୩୦ ହଜାର

ଭୁବନେଶ୍ୱର: ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରାଯାଇଛି । ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ମିଳିବ । ଓଡ଼ିଶା ସରକାର ଏହି ସହାୟତା ରାଶି ଘୋଷଣା କରିଛନ୍ତି ।ଚଳିତ ଜାନୁଆରି ମାସ ୨୫ରୁ ଏହି ସହାୟତା ରାଶି

ବଲିଉଡ ଅଭିନେତା ସୈଫ ଅଲି ଖାନଙ୍କୁ ଛୁରାମାଡ଼

ମୁମ୍ଵାଇ ୧୬।୦୧; ବଲିଉଡ ଅଭିନେତା ସୈଫ ଅଲି ଖାନଙ୍କୁ ଛୁରାମାଡ଼ । ମୁମ୍ୱାଇର ବାନ୍ଦ୍ରା ସ୍ଥିତ ଘରେ ପଶି ଅଭିନେତାଙ୍କୁ ଛୁରୀରେ ଆକ୍ରମଣ କରିଛି ଦୁବୃର୍ତ୍ତ ।୨ରୁ ତିନି ଥର ଛୁରୀରେ ଆଘାତ କରିଥିଲେ। ଯାହା ମଧ୍ୟରୁ ଦୁଇଟି ଗଭୀର ଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଲୀଲାବତୀ ହସ୍ପିଟାଲରେ

ମାଓବାଦୀ ଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ପରେ ଜୋରଦାର କୁମ୍ବି ରେ ବହୁ ପରିମାଣର ଅସ୍ତ୍ର ଶସ୍ତ୍ର ଜବତ…

ମାଲକାନଗିରି : ଗତକିଛି ଦିନ ତଳେ ସୀମାନ୍ତ ଛତିଶଗଡ଼ ରେ ମାଓବାଦୀ ଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ପରେ କୁମ୍ବି ଅପରେସନ କୁ ଜୋରଦାର କରାଯାଇଛି । ଯାହାର ପରିମାଣ ଦେଖିବାକୁ ମିଳିଛି ସୀମାନ୍ତ ରାଜ୍ୟ ଛତିଗଡ଼ ରେ । ଛତିଶଗଡ଼ର କୋଣ୍ଡାଗାଓଁ ଜିଲ୍ଲାରେ ସୁରକ୍ଷା କର୍ମିଙ୍କୁ ମିଳିଛି ବଡ ସଫଳ ।

ଭୟର କାରଣ ନାହିଁ: ଏଚ୍ଏମ୍‌ପିଭି ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା

ଭୁବନେଶ୍ୱର: ରାଜ୍ୟରେ ହ୍ୟୁମାନ ମେଟାପ୍ନୁମୋଭାଇରସ୍ (ଏଚ୍ଏମ୍‌ପିଭି)ର କୌଣସି ସମ୍ଭାବ୍ୟ ମାମଲା ପାଇଁ ପ୍ରସ୍ତୁତି ଆକଳନ କରିବା ଲାଗି ଓଡ଼ିଶା ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି.। କମିସନର-କମ୍-ସଚିବ ଅଶ୍ୱତୀ ଏସ୍‌ଙ୍କ

ନନ୍ଦନକାନନରେ ଆଖିବୁଜିଲା ବାଘୁଣୀ ରୂପାର ଅଢେଇ ମାସର ଧଳା ଶାବକ, ୨୭କୁ ଖସିଲା ସଂଖ୍ୟା

ବାରଙ୍ଗ ୧୫।୧: ଭୁବନେଶ୍ବର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳା ବାଘ ଶାବକର ମୃତ୍ୟୁ ହୋଇଛି । ବାଘୁଣୀ ରୂପାର ଅଢେଇ ମାସର ଧଳା ଶାବକର ମୃତ୍ୟୁ ହୋଇଥିବା ଜଣାପଡିଛି । ଅସୁସ୍ଥ ହେବା ପରେ ମା’ ଠାରୁ ଅଲଗା କରି ଚିକିତ୍ସା କରାଯାଉଥିଲା ।ତେବେ ଏହି ଧଳା ଶାବକର ମୃତ୍ୟୁ ପରେ ନନ୍ଦନକାନନ ପ୍ରାଣୀ

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍, ସୁରକ୍ଷିତ ଉଦ୍ଧାର ହେଲେ ୮ ଯାତ୍ରୀ

ଚାନ୍ଦବାଲି ୧୫।୧: ଭଦ୍ରକ ଜିଲ୍ଲା ଧାମରା ଠାରେ ଏକ ମାଛ ଧରା ଟ୍ରଲରକୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବୋଟ ବୁଡ଼ିଯାଇଛି । ୮ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ଏକ ଯାତ୍ରୀବାହୀ ବୋଟ ୮ଜଣ ଯାତ୍ରୀଙ୍କୁ ଧରି ଚାନ୍ଦବାଲିରୁ ଧାମରା

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା: ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଲେ ଝିଅ ଦୀପାଳି

ଝାରସୁଗୁଡ଼ା: ମୁହଁ ଖୋଲିଲେ ନବ ଦାସଙ୍କ ଝିଅ ଦୀପାଳି ଦାସ । ବାପା ନବ ଦାସଙ୍କୁ ହତ୍ୟା ମାମଲାରେ ସିବିଆଇ ତଦନ୍ତ ଦାବି ଏବଂ ଭାଇ ବିଶାଲଙ୍କୁ ଛତିଶଗଡ଼ରେ ଅଟକ ରଖିବା ପ୍ରସଙ୍ଗରେ ଅସନ୍ତୋଷ ଝାଡ଼ିଛନ୍ତି ଦୀପାଳି। ସେ କହିଛନ୍ତି ‘‘ମିଡିଆରେ ଏକତରଫା ଖବର ପରିବେଷଣ ହେଉଛି। ମୋ ଉପରେ, ମୋ

ମହାପ୍ରଭୁଙ୍କ ସେବା ବେଳେ ଟଳିପଡିଲେ ସୁଆର ବଡୁ ସେବାୟତ ଜଗନ୍ନାଥ ମେକାପ

ପୁରୀ ୧୫।୧: ମହାପ୍ରଭୁଙ୍କ ସେବା କରୁଥିବା ସମୟରେ ଟଳି ପଡିଲେ ସେବାୟତ । ପୁରୀ ଶ୍ରୀମନ୍ଦିରରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ହେଉଛନ୍ତି ମାଟି ମଣ୍ଡପ ସାହିର ସୁଆର ବଡୁ ସେବାୟତ ଜଗନ୍ନାଥ ମେକାପ। ସୂଚନାଯୋଗ୍ୟ ଯେ, ବୁଧବାର ମଧ୍ୟାହ୍ନ ସମୟରେ

କର୍ନଫ୍ଲେକ୍ସ ପ୍ୟାକେଟରେ ବ୍ୟାଙ୍କକ୍‌ରୁ ଗଞ୍ଜେଇ ଆଣିଥିଲେ ଯାତ୍ରୀ, ବିମାନବନ୍ଦରରେ ଧରାପଡ଼ିଲେ

ଭୁବନେବର : କର୍ନଫ୍ଲେକ୍ସ ଓ ଚକୋଜ୍‌ ପ୍ୟାକେଟରେ ଗଞ୍ଜେଇ ଭର୍ତ୍ତି କରି ବ୍ୟାଙ୍ଗକକରୁ ଭୁବନେଶ୍ଵର ଆଣୁଥିଲେ ଯାତ୍ରୀ। ହେଲେ ଭୁବନେଶ୍ଵର ଅନ୍ତର୍ଜାତୀୟ ବିମାନବନ୍ଦରରେ ଧରାପଡ଼ିଗଲେ। ସୀମା ଶୁଳ୍କ ଅଧିକାରୀମାନେ ଯାତ୍ରୀଙ୍କୁ ଗିରଫ କରିବା ସହିତ ତାଙ୍କଠାରୁ ୮ ପ୍ୟାକେଟ ଗଞ୍ଜେଇ ଜବତ

ଶ୍ରୀନଅରରେ ସରିଲା ଗଜପତି ମହାରାଜଙ୍କ ପୁଷ୍ୟାଭିଷେକ ନୀତି

ପୁରୀ: ପୁଷ୍ୟା ନକ୍ଷତ୍ର ତିଥିରେ ଶ୍ରୀନଅରରେ ଅନୁଷ୍ଠିତ ହୋଇଛି ଗଜପତି ମହାରାଜଙ୍କ ପୁଷ୍ୟାଭିଷେକ ନୀତି। ସୋମବାର ଶ୍ରୀମନ୍ଦିରରେ ପୌଷପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ଦେବାଭିଷେକ ନୀତି ସମ୍ପର୍ଣ୍ଣ ହେବା ପରେ ପରମ୍ପରା ଅନୁଯାୟୀ ବୁଧବାର ଶ୍ରୀନଅରରେ ମଧ୍ୟ ଗଜପତିଙ୍କର ରାଜାଭିଷେକ