Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜ୍ୟରେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ବର : ରାଜ୍ୟରେ ନୂଆ ଜାତୀୟ ଶିକ୍ଷା ନୀତି(ଏନଇପି)-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଗଣଶିକ୍ଷା ବିଭାଗ। ବୁଧବାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲାଗି ଏହି ନିଷ୍ପତ୍ତି ନିଆଯାଇଥିବା ସରକାରଙ୍କ ପକ୍ଷରୁ!-->…
ପୁଣି ଫେରିବ ଶୀତଲହର,ଭୁବନେଶ୍ୱର-କଟକ ତାପମାତ୍ରା କମିବ
ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଭାଗର ସଦ୍ୟତମ ପୂର୍ବାନୁମାନ ଅନୁଯାୟୀ ଆସନ୍ତା ଦୁଇ ଦିନ ପରେ ଶୀତଲହର ଓଡ଼ିଶାକୁ ଫେରିବ ବୋଲି ଆଶା କରାଯାଉଛି। ଜାନୁଆରି ୧୭ରୁ ରାଜ୍ୟର ଉଭୟ ଆଭ୍ୟନ୍ତରୀଣ ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ତାପମାତ୍ରା ଏବଂ ଶୀତ ଲହର ବଢ଼ିବାର ସମ୍ଭାବନା ରହିଛି। ଭୁବନେଶ୍ୱର-କଟକ!-->…
ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ବିବାଦର ସମାଧାନ
ଭୁବନେଶ୍ୱର: ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଯୋଗଦେବା ପରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରାଣା ସୂଚନା ଦେଇଛନ୍ତି।ସମ୍ବାଦଦାତାମାନଙ୍କ ସହ କଥାବାର୍ତ୍ତା ବେଳେ ଖୋର୍ଦ୍ଧା!-->…
ଅଶ୍ଳୀଳତା ମୁକ୍ତ ହେବ ଖଣ୍ଡଗିରି ଯାତ୍ରା; ନାଚି ପାରିବେନି ନିଶା, ରାଣୀ ପ୍ରିୟଦର୍ଶିନୀ ଓ ସାହୁ ଭାଉଜ
ଭୁବନେଶ୍ବର: ରାଜଧାନୀର ଛାତି ଉପରେ ପ୍ରତିବର୍ଷ ଭଳି ଏଥର ମଧ୍ୟ ଆୟୋଜିତ ହେବାକୁ ଥିବା ଖଣ୍ଡଗିରି କୁମ୍ଭମେଳା ପାଖେଇ ଆସୁଛି। ସମୟ କମ୍ ଦିନ ଥିବାରୁ ଏବେ ପ୍ରସ୍ତୁତି ଜୋରସୋର୍ରେ ଚାଲିଛି। ସାଧୁସନ୍ଥମାନେ ମେଳା ପାଇଁ ପ୍ରସ୍ତୁତ ହେଉଥିବା ବେଳେ ମନୋରଞ୍ଜନର ଖୋରାକ ଯୋଗାଇବାକୁ ଯାତ୍ରା!-->…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ
ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ।
ଏହି ଗୁପ୍ତସେବା ନୀତି ପାଇଁ!-->!-->!-->…
ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ସୁଡ଼ଙ୍ଗ ଖନନ କାର୍ଯ୍ୟ ଶେଷ
ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T3ର ଖନନ କାର୍ଯ୍ୟ ସଫଳତା ସହିତ ଶେଷ ହୋଇଛି। ଏହା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂଆ ରେଳ ଲାଇନ ପ୍ରକଳ୍ପ ଦ୍ୱାରା ଆଉ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛି। ୨୬୨୦ ମିଟର ଦୈର୍ଘ୍ୟ ଏବଂ ୨-ଡିଗ୍ରୀ!-->…
୪୮ ଘଣ୍ଟା ପରେ ନିଖୋଜ ଯୁବତୀ ଉଦ୍ଧାର: ଗଣଦୁଷ୍କର୍ମ କରି ହତ୍ୟା ଉଦ୍ୟମ ସନ୍ଦେହ
ବରଗଡ଼: ବିଶ୍ବପ୍ରସିଦ୍ଧ ଧନୁଯାତ୍ରା ଦେଖିବା ପାଇଁ ଆସି ନିଖୋଜ ହୋଇଥିବା ଯୁବତୀ ଆଜି ଦୀର୍ଘ ୪୮ ଘଣ୍ଟା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବରଗଡ଼ ଜିଲ୍ଲାର କୁର୍ଲା ଜଙ୍ଗଲ ମଧ୍ୟରୁ ଉଦ୍ଧାର ହୋଇଛନ୍ତି। ତାଙ୍କର ମୁଣ୍ଡରେ ଗଭୀର କ୍ଷତ ସହିତ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚି଼ହ୍ନ ରହିଛି।!-->…
ଆସନ୍ତା ୧୭ରୁ ପୁଣି ବଢ଼ିବ ଶୀତର ପ୍ରକୋପ, କୁହୁଡି ନେଇ ଆଲର୍ଟ ଜାରି
ଭୁବନେଶ୍ବର: ପୁଣି ଶୀତରେ ଥରିବେ ରାଜ୍ୟବାସୀ । ବର୍ତ୍ତମାନ ରାଜ୍ୟରେ ଶୀତର ପରିମାଣ କମିଥିବା ବେଳେ ରାତି ତାପମାତ୍ରା ଧୀରେ ଧୀରେ ବଢିଛି । ହେଲେ ଆସନ୍ତା ୧୭ରୁ ପୁଣି ଶୀତର ପ୍ରକୋପ ବଢ଼ିବ । ଉପାନ୍ତରୁ ଉପକୂଳ ସବୁଠି ତାପମାତ୍ରା କମିବ । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ!-->…
‘ବିଏସକେଓ୍ବାଇରେ ହୋଇଛି ଦୁର୍ନୀତି, ଖୁବଶୀଘ୍ର ତଦନ୍ତ ହେବ’
ଭୁବନେଶ୍ବର: ପୂର୍ବ ସରକାରଙ୍କ ବିଏସକେଓ୍ବାଇ କାର୍ଡରେ ଦୁର୍ନୀତି ହୋଇଛି । ଖୁବଶୀଘ୍ର ଏହାର ତଦନ୍ତ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆୟୁଷ୍ମାନ ଯୋଜନା ଓଡିଶାରେ ଲାଗୁ ହେବା ପରେ ଏହାକୁ ନେଇ ପୂର୍ବ ସରକାରଙ୍କ ଉପରେ ବର୍ଷି କିଛି ଏପରି କହିଛନ୍ତି!-->…
ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ
କଟକ : ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ବୋର୍ଡ ପକ୍ଷରୁ ବଡ଼ ବ୍ୟବସ୍ଥା । ଚଳିତ ବର୍ଷଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ। ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର କୌଣସି ପୃଷ୍ଠାର ମୋବାଇଲ କ୍ୟାମେରା କିମ୍ବା!-->…