Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମାର୍ଚ୍ଚ ସୁଦ୍ଧା ସରିବ ରତ୍ନଭଣ୍ଡାର ମରାମତି କାମ
ପୁରୀ: ମାର୍ଚ୍ଚ ସୁଦ୍ଧା ସରିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ଏବେ ମହାପ୍ରଭୁଙ୍କ ମକର ନୀତିକାନ୍ତି ପାଇଁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିଥିବା ବେଳେ ଏହା ପୁଣି ଆସନ୍ତା ୧୭ରୁ ଆରମ୍ଭ ହେବ । ମାର୍ଚ୍ଚ ପୂର୍ବରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହେବା ନେଇ ସୂଚନା!-->…
ଚୋରା ବାଲି ଗାଡ଼ି ଧରି ପୋଲିସ ଜିମା ଦେଲେ ଖଣି ମନ୍ତ୍ରୀ : ନିଜ ଜିଲ୍ଲା ରେ କେବେ…???
ଭୁବନେଶ୍ୱର //ନୟାଗଡ: ଖଣ୍ଡପଡ଼ା ବ୍ଲକ ବେଣାଗାଡ଼ିଆ ପଞ୍ଚାୟତ ଅଧୀନ ବରକୋଳି ଛକରେ ଚୋରା ବାଲି ଗାଡ଼ି ଜବତ କରି ପୋଲିସ ଜିମା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ଘଟଣାରେ ପୋଲିସ ନିଷ୍କ୍ରିୟତାକୁ ନେଇ ମନ୍ତ୍ରୀ ବର୍ଷିଥିବା ବେଳେ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁସାରେ!-->…
ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବଙ୍କୁ କଲେ ପୂଜାର୍ଚ୍ଚନା
କେନ୍ଦୁଝର: ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ । କେନ୍ଦୁଝର ଜିଲ୍ଲା ପାଟଣା ସ୍ଥିତ ବୈତରଣୀରେ ନଦୀରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୁଡ଼ ପକାଇବା ପରେ ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ!-->…
ଜାନୁଆରୀ ୨୦ରୁ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଧାଡ଼ିରେ ଯିବେ ଭକ୍ତ
ପୁରୀ: ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ସରିଥିବା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଶୃଙ୍ଖଳିତ ଦର୍ଶନ ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ । ଆଉ ପରୀକ୍ଷାମୂଳକ ନୁହେଁ ଏଣିକି ସିଧାସଳଖ!-->…
ଗହୀରମଥା ଗୁଳିକାଣ୍ଡ, ୮ ଗିରଫ
କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ରାଜନଗର ଗହୀରମଥା ସମୁଦ୍ର ଗୁଳିକାଣ୍ଡ ଘଟଣା । ୮ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି ତାଳଚୁଆ ସାମୁଦ୍ରିକ ଥାନା ପୋଲିସ୍ । ଗିରଫ ପରେ ଏମାନଙ୍କୁ କୋର୍ଟ ଚାଲାଣ କରିଛି । ଗତକାଲି ଗିରଫ ହୋଇଥିଲେ ଟ୍ରଲର ମାଲିକ । ଆଜି ଆଉ ୮ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି ପୋଲିସ ।
!-->!-->…
ଠକ ଯୋଡ଼ି ହଂସିତା-ଅନୀଲ ମାମଲା: ଘୁଞ୍ଚିଲା ଜାମିନ ଆବେଦନ , ୧୬ରେ ପରବର୍ତ୍ତୀ ଶୁଣାଣି
ଭୁବନେଶ୍ୱର : ଖୋଲୁଛି ଠକ ହଂସିଲା-ଅନିଲଙ୍କ ଗୁମର । ବେଦାନ୍ତଠୁ ୧୮ କୋଟି ଟଙ୍କା ଠକିଛନ୍ତି ଏହି ଠକ ଯୋଡ଼ି । ଏହାସହ ଝାଡ଼ଖଣ୍ଡର ଏକ ଟ୍ରେଡିଂ କମ୍ପାନୀ ସହ ୩୦୦ କୋଟି ଟଙ୍କାର କାରବାର କରିଥିବା ତଦନ୍ତକାରୀ ଅଧିକାରୀଙ୍କୁ ପ୍ରମାଣ ମିଳିଛି । କାମ କରିବାକୁ କହି ଏହି କମ୍ପାନୀଠାରୁ ଅଗ୍ରିମ!-->…
ଏଣିକି ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର : ମନ୍ତ୍ରୀ
ଭୁବନେଶ୍ୱର: ଏଣିକି ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର । ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଦେଇଛନ୍ତି ସୂଚନା। ୨୦୦ ଏମଏଲ ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ରହିଛି ଯୋଜାନ। ୨୯ଟି ସ୍କୁଲରେ ୧୧୮୪ ପିଲାଙ୍କୁ କ୍ଷୀର ଦେବାର ଶୁଭାରମ୍ଭ ହୋଇଛି କହିଲେ!-->…
ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା । ରାଜ୍ୟର ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର । ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ନିରନ୍ତର ଚିକିତ୍ସା ସୁବିଧା ମିଳିବ । ୭୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକଙ୍କୁ ମିଳିବ ନିରନ୍ତର ଚିକିତ୍ସା ସୁବିଧା ।!-->…
ମକର ସଂକ୍ରାନ୍ତି ପାଇଁ ଅଟ୍ରିର ହଟକେଶ୍ୱର ଦେବଙ୍କ ପୀଠରେ ଭକ୍ତଙ୍କ ଭିଡ
ଖୋର୍ଦ୍ଧା : ଆଜି ପବିତ୍ର ମକର ସଂକ୍ରାନ୍ତି । ବେଶ ଚଳଚଞ୍ଚଳ ଖୋର୍ଦ୍ଧା ବେଗୁନିଆ ବ୍ଲକର ଅଟ୍ରି । ଏଠିକାର ପ୍ରସିଦ୍ଧ ବାବା ହାଟକେଶ୍ୱର ମହାଦେବଙ୍କ ଏହି ମକର ସଂକ୍ରାନ୍ତି ଅବସରରେ ରହିଛି ଅଲୌକିକ ମାହାତ୍ମ୍ୟ । ପ୍ରବାଦ ରହିଛି ଏହି ମକର ସଂକ୍ରାନ୍ତି ଦିନ ନିଃସନ୍ତାନ ଦମ୍ପତି ଏଠାରେ!-->…
ପୁଣି ସେବାୟତଙ୍କ ବିବାଦ, ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ
ଭୁବନେଶ୍ଵର: ମକର ସଂକ୍ରାନ୍ତି ପୂର୍ବରୁ ଅଘଟଣ । ଅନିଦ୍ରା, ଅଖିଆ, ଅପିଆ ରହିଲେ ପ୍ରଭୁ ଶ୍ରୀ ଲିଙ୍ଗରାଜ । ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ବଡ଼ୁ ସେବାୟତ ଓ ମହାସୁଆରଙ୍କ ମଧ୍ୟରେ ଦେଖାଦେଇଛି ବିବାଦ । ଫଳରେ ଗତକାଲି ରାତି ସାଢ଼େ ୮ରୁ ବନ୍ଦ ରହିଛି ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି । ବଡ଼ୁ!-->…