Browsing Category

ଓଡିଶା

ଚାକିରୀ ନା’ରେ ଠକେଇ :୧୧ ହିତାଧିକାରୀଙ୍କ ଠାରୁ ଲୁଟି ନେଇଥିଲେ ୧୮.୭୦ ଲକ୍ଷ ଟଙ୍କା, ୨ ଦମ୍ପତି ଗିରଫ….

ହିଞ୍ଜିଳିକାଟୁ, ୧୨ା୧(): ସଉଦା ଦୋକାନରୁ ସର୍ମ୍ପକ । ପରେ ଭାବର ଆଦାନ ପ୍ରଦାନ । ସର୍ମ୍ପକ ଗଭୀର ହେବା ପରେ ସଉଦା ବାବଦକୁ ୨ଲକ୍ଷ ଟଙ୍କା ବକେୟା । ବକେୟା ଟଙ୍କା ସୁଝିନପାରି ଘରବାରି ଜାଗା ଦେବାକୁ କହି ବିଶ୍ୱାସ ଜନ୍ମାଇତିଲେ । ପରେ ଭୂବନେଶ୍ୱରରୁ ଆସି ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମକୁ

୮ ଲକ୍ଷ ପୁରସ୍କାର ଘୋଷିତ ମହିଳା ନକ୍ସଲ ରାଜେ କାଙ୍ଗେ ଗିରଫ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର କାଙ୍କେର ଜିଲ୍ଲା ପୁଲିସକୁ ଆଉ ଏକ ସଫଳତା ମିଳିଛି। ଗତ ଡିସେମ୍ବର ୨୨ ତାରିଖରେ ଏସଜେଡସିଏମ ବାଲମୁରି ନାରାୟଣ ରାଓକୁ କାଙ୍କେର ପୁଲିସ ଗିରଫ କରିଥିବା ବେଳେ ତାଙ୍କ ପତ୍ନୀ ରାଜେ କାଙ୍ଗେ ଓରଫ ନିର୍ମଳା ଓରଫ ମାଳତିକୁ ମଧ୍ୟ ଗିରଫ

ଆୟୁଷ୍ମାନ ଭାରତ ଯୋଜନାରେ ଓଡ଼ିଶା ସାମିଲ; ୧.୦୩ କୋଟି ପରିବାର ହେବେ ଉପକୃତ

ଭୁବନେଶ୍ୱର: ଓଡ଼ିଶାରେ ଖୁବଶୀଗ୍ର ଲାଗୁ ହେବ ଆୟୁଷ୍ମାନ ଭାରତ । ଏନେଇ ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍ ଓରାମ,

ଶଙ୍ଖ ଭବନ ହୋଟେଲ୍‌ରେ ପରିଣତ ହୋଇଛି: ଜଗା; ଜବାବ ରଖିଲେ ଅରୁଣ

ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନକୁ ନେଇ ସରଗରମ ହୋଇଛି ରାଜନୀତି। ମୁହାଁମୁହିଁ ହୋଇଛନ୍ତି ବିଜେପି ଓ ବିଜେଡି। ଶଙ୍ଖ ଭବନକୁ ନେଇ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ଶଙ୍ଖ ଭବନ ହୋଟେଲ୍‌ରେ ପରିଣତ ହୋଇଛି। ବିଜେପି ନେତାଙ୍କ ଏପରି ଅଭିଯୋଗର

ପୌଷ ପୂର୍ଣ୍ଣିମା; ସୁନା ବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂରତୀ

ପୁରୀ: ଆଜି ପବିତ୍ର ପୌଷ୍ୟ ପୂର୍ଣ୍ଣିମା ତିଥି । ପୁଷ ପୂର୍ଣ୍ଣିମା ନାମରେ ମଧ୍ୟ ଏହା ପରିଚିତ ଅଟେ । ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ଶ୍ରୀମନ୍ଦିରରେ ଏହି ପୁଷ୍ୟାଭିଷେକ ନୀତିଟି ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଅନ୍ୟତମ ଶ୍ରେଷ୍ଟ ଯାତ୍ରା ଅଟେ । ଆଜିର ଦିନରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ

ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ/ଭୁବନେଶ୍ବର: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଏମ୍ଓୟୁ ହୋଇଛି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବଡ଼ ସୂଚନା ପ୍ରଦାନ କରିଛନ୍ତି । ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ ବୋଲି ସେ କହିଛନ୍ତି ।

ମାଞ୍ଜା ସୂତା ଲାଗି ଜଣେ ଆହତ, ବ୍ୟବହାର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ : କମିଶନରେଟ ପୋଲିସ

କଟକ : ମାଞ୍ଜା ସୂତା ଲାଗି ଜଣେ ଆହତ। କଟକ ରାଜେନ୍ଦ୍ରନଗର ଅଞ୍ଚଳରେ ଜଣେ ଆହତ ହୋଇଛନ୍ତି । ତାଙ୍କ ବେକ ଓ ହାତରେ ଗୁଡି ସୂତା ଲାଗିଛି। ଗତ ୯ ତାରିଖରୁ ଆଜି ପର୍ଯ୍ୟନ୍ତ ଗୁଡି ସୂତା ଲାଗି ୫ଜଣ ଆହତ ହୋଇଛନ୍ତି । ସେପଟେ ଚାଇନିଜ ପ୍ଲାଷ୍ଟିକ ସୂତା ଏବଂ ମାଞ୍ଜା ସୂତା ବ୍ୟବହାର

ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜସ୍ଥାନର ଜୟପୁରରେ ହେଉଥିବା ଜାତୀୟ ତୀରନ୍ଦାଜର ଖେଳରେ ପାୟଲ ନାଗ ପାଇଛନ୍ତି ଗୋଲ୍ଡ ମେଡାଲ । ପାୟଲ ଜଣେ ଗରିବ ଶ୍ରେଣୀର ହୋଇଥିବା ବେଳେ, ନିଜ ପରିବାର ନିଜ ପେଟ ପାଟଣା ପାଇଁ ସେ ଦାଦନ ଖଟିବାକୁ ଯାଉଥିଲେ । ତେବେ ୨୦୧୫ ମସିହା ତାଙ୍କ ଜୀବନର ମୋଡ ବଦଳାଇ ଦେଇଥିଲା

ଲୋକସେବା ଭବନରୁ ଠକକୁ ଗିରଫ କଲା ପୁଲିସ୍‌

ଭୁବନେଶ୍ବର: ରାଜ୍ୟର ସେକ୍ରାଟାରିଏଟ ଭିତରେ ରହି ଚୂନ ଲଗାଉଥିଲା ଦଲାଲ । ମିଛ ପରିଚୟ ପତ୍ର ସହ ନିଜକୁ ଓଡିଶା ସରକାରଙ୍କ କର୍ମଚାରୀ ଭାବେ ପରିଚିତ କରିଥିଲେ । ଚାକିରି କରାଦେବାକୁ କହି ଲକ୍ଷାଧିକ ଟଙ୍କା ଠକୁଥିଲେ । ହେଲେ ସବୁଠୁ ବଡ କଥା ହେୁଛି ତାଙ୍କୁ ପ୍ରଥମରୁ କେହି କେମିତି

ସଂଗ୍ରାମୀଙ୍କୁ ୨୦ ହଜାର ପେନସନ୍, ସଂଗ୍ରାମୀଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର 

ଭୁବନେଶ୍ୱର : ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦ହଜାର ଟଙ୍କାର ପେନସନ । ସଂଗ୍ରାମୀମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର  । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୫ ଜାନୁଆରୀ ୧ ସୁଦ୍ଧା ଜୀବିତ ଥିବା ସବୁ