Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଉତ୍କଳ ସଂଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ବର: ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଛାତ୍ରୀଙ୍କ ଘର କେନ୍ଦ୍ରାପଡ଼ାରେ ହୋଇଥିବା ବେଳେ ସେ ସଙ୍ଗୀତ ମହାବିଦ୍ୟାଳୟରେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ । ତେବେ ମୃତ୍ୟୁର!-->…
ଆସନ୍ତାକାଲିଠାରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ
ରାଜନଗର: ଜାନୁଆରୀ ୧୪ ତାରିଖଠାରୁ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠାରୁ ୨୨ ତାରିଖ ଅର୍ଥାତ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ଯ୍ୟଟକ ମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା!-->…
ହଂସିତା-ଅନୀଲ ମାମଲା: କେସ୍ ଡାଏରି ଦାଖଲ ହୋଇପାରିଲାନି
ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ସମ୍ପର୍କୀୟ ଝିଅ-ଜୋଇଁଙ୍କର ପରିଚୟ ଦେଇ ଠକୁଥିବା ଅନୀଲ ମହାନ୍ତି ଓ ହଂସିତା ଅଭିଲିପ୍ସାଙ୍କ ମାମଲାରେ ନୂଆ ମୋଡ଼ ଆସିଛି। ମାମଲାରେ କେସ୍ ଡାଏରି ଦାଖଲ ହୋଇପାରି ନାହିଁ । କେସ୍ ଡାଏରିରେ ବିଳମ୍ବ ପାଇଁ ଜାମିନ ଆବେଦନ ଶୁଣାଣି ଘୁଞ୍ଚିଛି।!-->…
ପାରାଦ୍ବୀପରେ ପ୍ରତିଷ୍ଠା ହେବ ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର
ଭୁବନେଶ୍ବର: ପାରାଦ୍ବୀପ ବନ୍ଦର ନିକଟରେ ପ୍ରତିଷ୍ଠା ହେବ ଜାହାଜ ଭଙ୍ଗା କେନ୍ଦ୍ର। ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର ୪ ହଜାର କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ଓଡ଼ିଶାର ସାମୁଦ୍ରିକ ଓ ଶିଳ୍ପ ପରିଦୃଶ୍ୟରେ ପରିବର୍ତ୍ତନ ଆସିବ। ବ୍ୟାପକ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହେବ।!-->…
ପ୍ରେସର ବୋମା ବିସ୍ଫୋରଣ: ୨ ଯବାନ ଓ ଜଣେ ଶିଶୁକନ୍ୟା ଆହତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲା ଅନ୍ତର୍ଗତ ଚିନ୍ତଲନାର ଥାନା ଅଞ୍ଚଳର ତିମାପୁର ଗାଁରେ ନକ୍ସଲଙ୍କ ଦ୍ବାରା ଖଞ୍ଜା ଯାଇଥିବା ପ୍ରେସର ବୋମାର ଶିକାର ଜଣେ ୧୦ ବର୍ଷର ଶିଶୁକନ୍ୟା ହୋଇଛନ୍ତି।
ତିମାପୁର ଗ୍ରାମର ସୋଡି ମଲେ(୧୦) ଜଙ୍ଗଲ ଦେଇ ଆସୁଥିବା ବେଳେ!-->!-->!-->…
ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’
ବାରିପଦା: ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’ । ୬୬ ବର୍ଷ ବୟସରେ ଚହଲାରେ ‘ମହେନ୍ଦ୍ର’ର ମୃତ୍ୟୁ ହୋଇଛି । ଦୀର୍ଘଦିନ ହେବ ଅସୁସ୍ଥ ଥିଲା ‘ମହେନ୍ଦ୍ର’ । ଅନେକ ଦିନ ଧରି ‘ମହେନ୍ଦ୍ର’ର ଚିକିତ୍ସା ଚାଲିଥିଲା । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ମହେନ୍ଦ୍ରର ମୃତ୍ୟୁ ଘଟିଛି ।!-->…
କୁମ୍ଭମେଳା ପାଇଁ ୭ଟି ସ୍ୱତନ୍ତ୍ର ଟ୍ରେନ ଘୋଷଣା କଲା ପୂର୍ବତଟ ରେଳପଥ
ଭୁବନେଶ୍ୱର: ପୂର୍ବତଟ ରେଳପଥ ପକ୍ଷରୁ କୁମ୍ଭମେଳା ପାଇଁ ୭ଟି ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ ବୋଲି ଘୋଷଣା କରାଯାଇଛି। ପୂର୍ବତଟ ରେଳପଥ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଭୁବନେଶ୍ୱର-ତୁନ୍ଦଲା-ଭୁବନେଶ୍ୱର କୁମ୍ଭମେଳା ସ୍ୱତନ୍ତ୍ର ଟ୍ରେନ ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦୁଝର ଜିଲା ଦେଇ!-->…
ଝାରସୁଗୁଡ଼ାରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍
ଝାରସୁଗୁଡ଼ା:ଝାରସୁଗୁଡ଼ାରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ । କିର୍ମିରା ଅନାସ୍ଥାକୁ ନେଇ ସୃଷ୍ଟି ହୋଇଥିବା ହାଇ ଭୋଲଟେଜ ଡ୍ରାମା ଓ ତତ ପରବର୍ତ୍ତୀ ସ୍ଥିତିକୁ ନେଇ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ଏହି ଘଟଣାକୁ କେନ୍ଦ୍ର କରି ବିଜେଡିର ଏକ ୭ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍!-->…
ଆସନ୍ତାକାଲିଠୁ ଜନସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ
ଭୁବନେଶ୍ଵର : ଖୁସି ଖବର ଆସନ୍ତାକାଲିଠୁ ଜନସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ । ଏହି ଦିନମାନଙ୍କରେ ଯେକୌଣସି ବ୍ୟକ୍ତି ମାଗଣାରେ ରାଜଭବନ!-->…
ଗହୀରମଥା ଗଭୀର ସମୁଦ୍ର ମଧ୍ୟରେ ଫୁଟିଲା ଗୁଳି, ୮ ମତ୍ସ୍ୟଜୀବୀଙ୍କୁ ବନ୍ଧୁକ ମୁନରେ ଛଡାଇ ନେଲେ
ରାଜନଗର : ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ଗଭୀର ସମୁଦ୍ର ମଧ୍ୟରେ ଫୁଟିଲା ଗୁଳି । ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ । ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲେ । ଏହି ସମୟରେ ୬ ଟି ଟ୍ରଲରେ ମାଛ!-->…